ବଜେଟରେ ବଡ ଘୋଷଣା: ଜାଣନ୍ତୁ କଣ ହେଲା ଶସ୍ତା, କଣ ମହଙ୍ଗା ?
୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥିରେ ମଧ୍ୟବିତ୍ତଙ୍କ ପାଇଁ ସେ କରିଛନ୍ତି ବଡ଼ ଘୋଷଣା। ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରାଯାଇଛି। ସେହିପରି ଏହି ବଡ଼…