Month: March 2025

ରାଜାଚକ୍ରଙ୍କର ୧୪ଟି ଟିପର ଓ ଗୋଟିଏ ଜେସିବିକୁ କୋରାପୁଟରୁ ଜବତ କଲା ଇଓଡବ୍ଲ୍ୟୁ

କୋରାପୁଟ/କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ୍ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟି ଲିମିଟେଡରେ ବହୁ କୋଟି ଟଙ୍କାର ଆର୍ଥିକ ହେରଫେର ମାମଲାରେ ଗିରଫ ବିଜେଡି…

କ୍ରାଇମବ୍ରାଞ୍ଚ କବଜାରେ ଅନ୍ତଃରାଜ୍ୟ ସାଇବର ଠକ, ଗିରଫ ହେଲେ ୭ ଜଣ ଅଭିଯୁକ୍ତ

ଭୁବନେଶ୍ୱର : କ୍ରାଇମବ୍ରାଞ୍ଚ କବଜାରେ ଅନ୍ତଃରାଜ୍ୟ ସାଇବର ଠକ । ୧ .୪କୋଟି ଟଙ୍କାର ସାଇବର ଠକେଇ କରି ଗିରଫ ହେଲେ ୭ ଜଣ ଅଭିଯୁକ୍ତ । ସମସ୍ତ…

ଆଜି ପବିତ୍ର ‘ଇଦ୍-ଉଲ୍-ଫିତର’

ଭୁବନେଶ୍ୱର: ମୁସଲମାନ ସମ୍ପ୍ରଦାୟର ପବିତ୍ର ପର୍ବ ଇଦ୍-ଉଲ୍-ଫିତର। ଦୀର୍ଘ ୧ମାସ ଧରି ରୋଜା ଅର୍ଥାତ ଉପବାସ ରଖିଥିବା ମୁସଲମାନ ସମ୍ପ୍ରଦାୟର ଭାଇ ଭଉଣୀମାନ ଉପବାସ ଭଙ୍ଗକରି ନିରାଡମ୍ବର…

ଆଶାରାମକୁ ମିଳିଲା ୯୦ ଦିନ ଜାମିନ

ଶାହଜହାଁପୁର: ଦୁଷ୍କର୍ମ ମାମଲାରେ ଆଜୀବନ ଜେଲଦଣ୍ଡାଦେଶ ଭୋଗୁଥିବା ଆଶାରାମ ବାପୁଙ୍କ ଜାମିନ ଅବଧି ଆଉ ୩ ମାସ ବଢିଛି। ଫଳରେ ପୀଡ଼ିତାଙ୍କ ପିତା ପରିବାରର ସୁରକ୍ଷାକୁ ନେଇ…

ପୁଣି ଏନକାଉଣ୍ଟରରେ ଜଣେ ନକ୍ସଲ ମୃତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲରା ୧୭ ଜଣ ନକ୍ସଲଙ୍କ ଏନକାଉଣ୍ଟରରେ ମୃତ୍ୟୁ ଘଟିଥିଲା। ଆଜି ପୁଣି ସୁକମାର ବାସାଗୁଡା ଥାନା ଅଂଚଳର ଟେକମେଟା ଜଂଗଲରେ ଏନକାଉଣ୍ଟରରେ…

ରେଳ ଦୁର୍ଘଟଣାରେ ପୀଡ଼ିତ ଯାତ୍ରୀଙ୍କୁ ନେଇ ଗୁଆହାଟୀ ଗଲା ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ବର: କଟକ ଜିଲ୍ଲା ମୁଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ଦୁର୍ଘଟଣାର ଶିକାର ହୋଇଥିବା ଏକ୍ସପ୍ରେସ୍‌ ଟ୍ରେନ୍‌ର ଯାତ୍ରୀମାନେ ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ନିଜର ଯାତ୍ରା ଆରମ୍ଭ କରିଛନ୍ତି। ଦୁର୍ଘଟଣା…

ମଣିପୁର, ନାଗାଲାଣ୍ଡ ଏବଂ ଅରୁଣାଚଳ ପ୍ରଦେଶରେ ଲାଗୁ ରହିବ AFSPA, ୬ ମାସ ଅବଧି ବୃଦ୍ଧି କଲେ ଗୃହ ମନ୍ତ୍ରଣାଳୟ

ମଣିପୁର ରାଜ୍ୟର ସୁରକ୍ଷା ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସଶସ୍ତ୍ର ବାହିନୀ ସ୍ୱତନ୍ତ୍ର କ୍ଷମତା ଆଇନ (AFSPA)(ଆର୍ମଡ୍ ଫୋର୍ସଡ ସ୍ପେସାଲ ପାୱାର…

ଘର ଭିତରୁ ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି: ବଲାଂଗୀର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ସ୍ୱାମୀ-ସ୍ତ୍ରୀ ର ମୃତଦେହ ଉଦ୍ଧାର କରାଯାଇଛି। ମୃତ…

ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି

ଭୁବନେଶ୍ବର: ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷା ଚାଲିଥିବା ବେଳେ ପ୍ରଶ୍ନ ପତ୍ରରେ ତ୍ରୁଟି…

ନାଗପୁର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନାଗପୁରରେ ଗସ୍ତରେ ଅଛନ୍ତି । ଇତି ମଧ୍ୟରେ ନାଗପୁର ସ୍ଥିତ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ପ୍ରତିଷ୍ଠାକୁ ୮ବର୍ଷ ବିତିଯାଇଛି । ନାଗପୁର…