ପାକ୍ ସେନା ଗାଡ଼ି ଉପରେ ଭୟଙ୍କର ଆକ୍ରମଣ, ୯୦ ଯବାନ ମୃତ
ପାକିସ୍ତାନର ବାଲୋଚିସ୍ତାନ ପ୍ରଦେଶରେ ରବିବାର ସେନା ଗାଡ଼ି ଉପରେ ଭୟଙ୍କର ଆକ୍ରମଣ ହୋଇଛି। ପାକ୍ ସେନାର କିଛି ବସରେ ଯବାନମାନେ ନୌଶକି ଅଞ୍ଚଳ ଦେଇ କ୍ଵେଟାରୁ ତାଫତାନ ଯାଉଥିଲେ। ଏହି ସମୟରେ ହଠାତ ଆଇଇଡି ଭର୍ତ୍ତି ଏକ ଗାଡ଼ି ପାକ୍ ସେନାର…
ପାକିସ୍ତାନର ବାଲୋଚିସ୍ତାନ ପ୍ରଦେଶରେ ରବିବାର ସେନା ଗାଡ଼ି ଉପରେ ଭୟଙ୍କର ଆକ୍ରମଣ ହୋଇଛି। ପାକ୍ ସେନାର କିଛି ବସରେ ଯବାନମାନେ ନୌଶକି ଅଞ୍ଚଳ ଦେଇ କ୍ଵେଟାରୁ ତାଫତାନ ଯାଉଥିଲେ। ଏହି ସମୟରେ ହଠାତ ଆଇଇଡି ଭର୍ତ୍ତି ଏକ ଗାଡ଼ି ପାକ୍ ସେନାର…
ଭୁବନେଶ୍ଵର: ମାର୍ଚ୍ଚ ୩୧ ଧାନ କିଣା ପାଇଁ ଶେଷ ତାରିଖ । ମାର୍ଚ୍ଚ ୩୧ ପରେ ଆଉ ଧାନ ନେବେନାହିଁ ସରକାର । ଧାନ କିଣା ଡେଡଲାଇନ୍ ବତାଇ କିଛି ଏପରି ସୂଚନା ଦେଇଛନ୍ତି ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ କୃଷ୍ଣ…
ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି। ପ୍ରସ୍ତୁତି ବୈଠକରେ ପଛରେ ବସିବା ପ୍ରସଙ୍ଗରେ ସେ ନିଜର ମତ ରଖି ତେରଛା ବାଣ ମାରିଛନ୍ତି। ସେ…
କଟକ: ହୋଲିରେ କଟକ ଶ୍ରୀକୃଷ୍ଣ ବିହାର ଅଞ୍ଚଳରେ ଯୁବକଙ୍କୁ ଗୁଳି କରି ହତ୍ୟା ଘଟଣା । କ୍ୟାରମ୍ ଖେଳକୁ କେନ୍ଦ୍ରକରି ଯୁବକଙ୍କୁ ଗୁଳି କରି ହତ୍ୟା କରିଥିଲେ ଦୁର୍ବୃତ୍ତ । ପ୍ରେସମିଟ୍ କରି ଏନେଇ ସୂଚନା ଦେଇଛନ୍ତି କଟକ ଡିସିପି ।…
ପାକିସ୍ତାନରେ ଜାଫର ଏକ୍ସପ୍ରେସ ହାଇଜ୍ୟାକ୍ ଘଟଣାରେ ପଣବନ୍ଦୀ ଥିବା ୨୧୪ ଯାତ୍ରୀଙ୍କୁ ବାଲୋଚ ଲିବରେସନ ଆର୍ମି(ବିଏଲଏ) ହତ୍ୟା କରିଛି। ଏ ନେଇ ବିଏଲଏ ପକ୍ଷରୁ ଦାବି କରାଯାଇଛି। ବନ୍ଦୀ ଅଦଳ ବଦଳ କରିବାକୁ ପାକ୍ ସରକାର ରାଜି ନ ହେବାରୁ ପଣବନ୍ଦୀମାନଙ୍କୁ…
ଭୁବନେଶ୍ୱର : ରାଜଧାନୀ ବୁଦ୍ଧ ବିହାରରେ ଯୁବକଙ୍କୁ କଟୁରୀରେ ଆକ୍ରମଣ । ଜଣକୁ ହାଣିବାକୁ ଆସି ଆଉ ଜଣଙ୍କୁ ହାଣିଲେ ଦୁର୍ବୃତ୍ତ । ଆହତ ଯୁବକ ହେଲେ ଚନ୍ଦ୍ରଶେଖରପୁର ବୁଦ୍ଧ ବିହାରର ମନୋଜ ସ୍ବାଇଁ । ତାଙ୍କୁ ଏକ ଘରୋଇ ମେଡିକାଲରେ…
ଭୁବନେଶ୍ୱର: ଓଡ଼ିଶାରେ ଖୋଲିବ ପୋଷଣ କେନ୍ଦ୍ର। ରାଜ୍ୟରେ ଅତ୍ୟାବଶକ ସାମଗ୍ରୀ ପାଇଁ ଗୁଜରାଟ ମଡେଲରେ ଖୋଲିବ ପୋଷଣ କେନ୍ଦ୍ର । ପାଇଲଟ୍ ପ୍ରୋଜେକ୍ଟରେ ୩୫ଟି ପୋଷଣ କେନ୍ଦ୍ର ଖୋଲାଯିବ। ଏନେଇ ଆଜି ସୂଚନା ଦେଇଛନ୍ତି ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଏନେଇ…
ବୁର୍ଲା : କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଗସ୍ତକୁ ନେଇ ଆଜି ସମ୍ବଲପୁର ଏମସିଏଲ୍ରେ ବିଜେପିର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ରାଜ୍ୟ ସାଧାରଣ ସମ୍ପାଦକ ମାନସ ମହାନ୍ତି, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଳିଙ୍ଗ,…
ନୂଆଦିଲ୍ଲୀ: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ୍ ୱିଲମୋର ଆଉ କିଛି ଦିନ ପରେ ପୃଥିବୀକୁ ଫେରିବେ। ସେମାନଙ୍କୁ ଫେରାଇ ଆଣିବା ପାଇଁ ‘ନାସା’ ଓ ‘ସ୍ପେସ ଏକ୍ସ’ ଦ୍ୱାରା ପ୍ରକ୍ଷେପଣ କରାଯାଇଥିବା କ୍ରୁ-୧୦ ର…
ଭୁବନେଶ୍ଵର: ଖୁବଶୀଘ୍ର ରାଜ୍ୟରେ ହେବ ସକାଳୁଆ ସ୍କୁଲ । ସକାଳୁଆ ସ୍କୁଲ୍ ନେଇ ଶୀଘ୍ର ନିଷ୍ପତ୍ତି ନିଆଯିବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ ରାଜ୍ୟରେ ଦିନକୁ ଦିନ ତାତି ବଢ଼ୁଛି । ସରକାର…