Month: March 2025

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଭଙ୍ଗା ହେବା ଘଟଣା, ପ୍ରତିବାଦ ପରେ ଯୋଡ଼ା ହେଲା

ମାହାଙ୍ଗା : କଟକ ଜିଲ୍ଲା ମାହାଙ୍ଗା ଉମରରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭାଙ୍ଗିବା ଘଟଣା। ପ୍ରତିବାଦର ସ୍ୱର ଉଠିବା ପରେ ଯୋଡ଼ା ହେଲା ଭଙ୍ଗା ମୂର୍ତ୍ତି। ପୋଲିସ ଉପସ୍ଥିତିରେ ଯୋଡ଼ାଯାଇଛି ମୂର୍ତ୍ତି । ବିଜୁ ବାବୁଙ୍କ ଜୟନ୍ତୀ ଦିବସ ଅବସରରେ ଭଙ୍ଗା…

ବଦଳିବ ସବୁ ସ୍କୁଲର ରଙ୍ଗ, ଗେରୁଆ ହେବ ସମସ୍ତ ସରକାରୀ ସ୍କୁଲ

ଭୁବନେଶ୍ୱର : ରାଜ୍ୟରେ ବଦଳିବ ସବୁ ସ୍କୁଲ କୋଠାର ରଙ୍ଗ । ଗେରୁଆ ହେବ ସମସ୍ତ ସରକାରୀ ସ୍କୁଲ । ସମସ୍ତ ସରକାରୀ ସ୍କୁଲ ଏବଂ ପିଏମ୍ ଶ୍ରୀ ସ୍କୁଲ ରଙ୍ଗ ସମାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ…

ଶିକ୍ଷା, ଦକ୍ଷତା ଓ ସ୍ୱାସ୍ଥ୍ୟସେବା ସରକାରଙ୍କ ପ୍ରାଥମିକତା – ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ସରକାର ପୁଞ୍ଜିନିବେଶ କ୍ଷେତ୍ରରେ ଭିତ୍ତିଭୂମି ଏବଂ ଶିଳ୍ପ ସହିତ ଅର୍ଥନୀତି ଏବଂ ଉଦ୍ଭାବନକୁ ପ୍ରାଥମିକତା ଦେଇଛନ୍ତି। ନିଯୁକ୍ତି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରରେ ମୋଦି କହିଛନ୍ତି ଯେ ଲୋକଙ୍କ କ୍ଷେତ୍ରରେ ପୁଞ୍ଜିନିବେଶ କରିବାର ଲକ୍ଷ୍ୟ…

ଜନ୍ମ ଜୟନ୍ତୀରେ ବିଜୁ ବାବୁଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ, ଓଡିଆ ମାଟିର ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ । ଏହାକୁ ନେଇ ଏବେ ରାଜ୍ୟରେ ଜାରି ରହିଛି ବିଜେପି- ବିଜେଡି ଲଢେଇ । ବିଜେପି ବିଜୁ ବାବୁଙ୍କୁ ଯଥୋଚିତ୍ ସମ୍ମାନ ଦେଉଥିବା ଦାବି କରିଥିବା…

କେନ୍ଦ୍ରପଡା ଯିବେ ସାରଥି କିନ୍ତୁ ବାରିମୂଳ ଆଶ୍ରମ ମନା : ହାଇକୋର୍ଟ

କଟକ : କେନ୍ଦ୍ରପଡା ଯିବେ ସାରଥି ଓରଫ ସନ୍ତୋଷ ରାଉଳ । କେନ୍ଦ୍ରାପଡା ବାରିମୂଳ ଯିବାକୁ ହାଇକୋର୍ଟଙ୍କ ପକ୍ଷରୁ ଆଜି ସର୍ତ୍ତମୂଳକ ଅନୁମତି ମିଳିଛି । ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ଯାଇପାରିବେ ସାରଥୀ । ୨ ମାସରେ କେବଳ…

ୟୁପି ବିଧାନସଭା ପରିସରରେ ପାନଛେପ ପକାଇବା ସମୟରେ ଧରାପଡ଼ିଲେ ହେବ ଜରିମାନା

ଲକ୍ଷ୍ମୌ: ଉତ୍ତରପ୍ରଦେଶ ବିଧାନସଭାର ଅଧିବେଶନ ଚାଲିଛି। ଏଭଳି ସମୟରେ ଗତ ମଙ୍ଗଳବାର ଦିନ ଉତ୍ତରପ୍ରଦେଶ ବିଧାନସଭାରେ ଜଣେ ବିଧାୟକ ପାନ ଖାଇ ବିଧାନସଭାର ମୁଖ୍ୟ ଦ୍ୱାରରେ ଛେପ ପକାଇଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲିଥିଲା। ଭିଡିଓ ସାମ୍ନାକୁ…

ଆରମ୍ଭ ହେଲା ସୁଭଦ୍ରା ରାଲି, ୧ ଲକ୍ଷ ୭୦ ହଜାର ହିତାଧିକାରୀ ପାଇବେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

ବ୍ରହ୍ମପୁର: ବ୍ରହ୍ମପୁରରେ ଆଜି ଆରମ୍ଭ ହୋଇଛି ସୁଭଦ୍ରା ରାଲି। ଆଜିଠୁ ରାଜ୍ୟର ସବୁ ପଞ୍ଚାୟତାରେ ହେବ ସୁଭଦ୍ରା ରାଲି। ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ଓ ଛାତ୍ରୀ ଏହି ରାଲିରେ ସାମିଲ ହୋଇଛନ୍ତି। ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ପର୍ଯ୍ୟନ୍ତ…

ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ମିଳିବ ସୁବିଧା, ଡୋର ଟୁ ଡୋର ହେବ ସର୍ଭେ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ।…

ୟୁକ୍ରେନକୁ ୟୁରୋପ ସହାୟତା କରୁଛି ବୋଲି ସହିପାରିଲେନି ଟ୍ରମ୍ପ

ୱାଶଂଟନ୍‌: ଟ୍ରମ୍ପଙ୍କ ରାଗ ସୀମା ପାର୍‌ । ସହିପାରିଲେନି କି ଆଉ ରହିପାରିଲେନି । ରୋକଠୋକ ଶୁଣାଇ ଦେଲେ ୟୁରୋପକୁ । ୟୁକ୍ରେନକୁ ୟୁରୋପ ସହାୟତା କରୁଛି ବୋଲି ସହିପାରିଲେନି ଟ୍ରମ୍ପ। ୟୁରୋପକୁ ଟାର୍ଗେଟ କରି ଟ୍ରମ୍ପ କହିଲେ ୟୁକ୍ରେନକୁ ଯୁଦ୍ଧ…

ବିଧାନସଭାରେ ବିଜୁ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ବୁଧବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ…