୩୫ ଡିଗ୍ରୀ ଛୁଇଁଲା ଭୁବନେଶ୍ଵର ତାତି
ଭୁବନେଶ୍ଵର: ଦିନକୁ ଦିନ ଉପରମୁହାଁ ହେଲାଣି ପାରଦ । ଚଳିତବର୍ଷ ପ୍ରଥମଥର ପାଇଁ ଭୁବନେଶ୍ଵର ତାତି ୩୫ ଡିଗ୍ରୀ ଟପିଛି । ଆଜି ଦିନ ୨.୩୦ ସୁଦ୍ଧା ଭୁବନେଶ୍ଵରରେ ତାପମାତ୍ରା ସର୍ବାଧିକ ୩୫.୬ ଡିଗ୍ରୀ ରେକର୍ଡ ହୋଇଛି । ମାର୍ଚ୍ଚ ମାସ…
ଭୁବନେଶ୍ଵର: ଦିନକୁ ଦିନ ଉପରମୁହାଁ ହେଲାଣି ପାରଦ । ଚଳିତବର୍ଷ ପ୍ରଥମଥର ପାଇଁ ଭୁବନେଶ୍ଵର ତାତି ୩୫ ଡିଗ୍ରୀ ଟପିଛି । ଆଜି ଦିନ ୨.୩୦ ସୁଦ୍ଧା ଭୁବନେଶ୍ଵରରେ ତାପମାତ୍ରା ସର୍ବାଧିକ ୩୫.୬ ଡିଗ୍ରୀ ରେକର୍ଡ ହୋଇଛି । ମାର୍ଚ୍ଚ ମାସ…
ସୋର: ସୋର ପୌର ପାଳିକା ଅନ୍ତର୍ଗତ ଲିଙ୍ଗପଡା ଗ୍ରାମରେ ପ୍ରେମପାଇଁ ଗତ ଫେବ୍ରୁଆରି ୨୪ ତାରିଖ ପୂର୍ବାହ୍ନରେ ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣାରେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରୁ ଅଭିଯୁକ୍ତ ଡ଼ିସଚାର୍ଜ ହୋଇଥିବା ଜଣାପଡିଛି। ଗତ ୨୪ ତାରିଖ ପୂର୍ବାହ୍ନରେ ଏହି ଗ୍ରାମର…
ମହାରାଷ୍ଟ୍ରରେ ଜଣେ କେନ୍ଦ୍ରମନ୍ତ୍ରୀଙ୍କ ଝିଅକୁ ରାସ୍ତାରେ ଅସଦାଚରଣ କରାଯାଇଛି। ସନ୍ଥ ମୁକ୍ତାଇ ଯାତ୍ରା ସମୟରେ କେନ୍ଦ୍ରମନ୍ତ୍ରୀଙ୍କ ଝିଅ ଏବଂ ତାଙ୍କ କିଛି ସାଙ୍ଗକୁ କେତେଜଣ ଯୁବକ ରାସ୍ତାରେ ଅଟକାଇ ଅସଦାଚରର କରିଛନ୍ତି। ଏପରି କି ପୀଡ଼ିତାମାନଙ୍କ ସାଥୀରେ ଥିବା ସୁରକ୍ଷାକର୍ମୀଙ୍କୁ ବି…
ଭୁବନେଶ୍ଵର: ନବ ଦାସଙ୍କ ହତ୍ୟାକାଣ୍ଡ ନେଇ ପରିବାର ଲିଖିତ ଅଭିଯୋଗ ଦେବା ପ୍ରସଙ୍ଗରେ ବିଜେଡ଼ି ଚାପ ପକାଉଛି। ଏପରି କିଛି ସାଂଘାତିକ ଅଭିଯୋଗ ଆଣିଛନ୍ତି ବିଜେପି ସାଂସଦ ପ୍ରଦୀପ ପୁରୋହିତ। ସିବିଆଇ ତଦନ୍ତ ପାଇଁ ପରିବାର ଲୋକେ ଲିଖିତ ଅଭିଯୋଗ କଲେ…
କଟକ : ଆସନ୍ତା ଏପ୍ରିଲ ୧ରୁ ରାଜ୍ୟରେ ଲାଗୁ ହେବ ଆଇନଜୀବୀ କଲ୍ୟାଣ କର୍ପସ ଫଣ୍ଡ ଆଇନ ୨୦୨୦ । ଏହି ଆଇନ ବଳରେ ବେଳେ ବକାଲତିନାମା ସହିତ ଲାଗିବ ୧୦୦ ଟଙ୍କାର କର୍ପସ ଫଣ୍ଡ ଷ୍ଟାମ୍ପ । ନୂଆ ମାମଲା…
ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି(ବିଏସପି) ଅଧ୍ୟକ୍ଷ ମାୟାବତୀ ଦଳରେ ବଡ଼ ପରିବର୍ତ୍ତନ କରିଛନ୍ତି। ନିଜ ପୁତୁରା ଆକାଶ ଆନନ୍ଦଙ୍କୁ ସେ ସମସ୍ତ ପଦବୀରୁ ହଟାଇଛନ୍ତି। ଏହା ସହିତ ଆକାଶଙ୍କ ସ୍ଥାନରେ ତାଙ୍କ ବାପା ତଥା ଦଳର ସମ୍ପାଦକ…
ରାଉରକେଲା: ରାଉରକେଲାରେ ୭ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ଚାନ୍ଦିପୋଷ ଷ୍ଟେସନ ନିକଟ ପରିତ୍ୟକ୍ତ କ୍ୟାବିନରେ ୭ ବର୍ଷର ନାବାଳିକାଙ୍କୁ ବସ ହେଲ୍ପର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପରିବାର ସଦସ୍ୟଙ୍କ ଲିଖିତ ଏତଲା ଆଧାରରେ ଚାନ୍ଦିପୋଷ ପୋଲିସ ମାମଲା…
କଟକ : ସରକାର ବଦଳିଛି , ହେଲେ ସରକାରୀ ବାବୁଙ୍କ ଦବଦବା ଏବେ ବି କମିନି । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ଆସିଥିବା ପିଟିସନକୁ ବି ଅଣଦେଖା କରାଯାଇଛି । ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକରେ । ମୁଖ୍ୟମନ୍ତ୍ରୀଙ୍କ…
ଭୁବନେଶ୍ୱର: ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ ବଢିଲା । ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି ଅଣ୍ଡାର ମୂଲ୍ୟ । ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ…
ଭାରତ ଯୋଡ଼ୋ ଯାତ୍ରାରେ ରାହୁଲ ଗାନ୍ଧୀଙ୍କ ସହିତ ନଜର ଆସିଥିବା ୨୨ ବର୍ଷୀୟା ମହିଳା କଂଗ୍ରେସ କର୍ମୀ ହିମାନୀ ନରୱାଲଙ୍କୁ ହତ୍ୟା କରାଯାଇଛି। ରାଜ୍ୟରେ ପଞ୍ଚାୟତ ନିର୍ବାଚନର ଦିନକ ପୂର୍ବରୁ ହିମାନୀଙ୍କୁ ହତ୍ୟା କରାଯିବାକୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।…