Month: April 2025

୩ ଲକ୍ଷ ଜବତ ମାମଲା: ମହିଳା ଅଧିକାରୀ ଗିରଫ, ଜାଣନ୍ତୁ ଅବକାରୀ ଅଧୀକ୍ଷକଙ୍କ ସଂପତ୍ତି

ଢେଙ୍କାନାଳ: ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକଙ୍କ ଦାମୀ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ ମାମଲାରେ ଭିଜିଲାନ୍ସ ବିଭାଗ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ଏହି ମାମଲାରେ…

କଲେଜ ଛାତ୍ରଙ୍କ ମୃତଦେହ ରେଳଷ୍ଟେସନ ନିକଟରୁ ଉଦ୍ଧାର

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ଲିଙ୍ଗରାଜ ରେଳ ଷ୍ଟେସନ ପାଖରୁ ଜଣେ କଲେଜ ଛାତ୍ରଙ୍କ ମୃତଦେହ ବୁଧବାର ଉଦ୍ଧାର ହୋଇଛି। ମୃତ ଯୁବକ ହେଲେ ତପନ ଆଚାର୍ଯ୍ୟ (୨୨)।…

ପାକିସ୍ତାନରେ ଅଣ୍ଡର ଗ୍ରାଉଣ୍ଡ ହେଉଛନ୍ତି ଆତଙ୍କୀ: ଆକ୍ରମଣ ଭୟରେ ଆତଙ୍କବାଦୀଙ୍କୁ ବଙ୍କରରେ ଲୁଚାଉଛି ପାକିସ୍ତାନ

ନୂଆଦିଲ୍ଲୀ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା । ପାକିସ୍ତାନ ଉପରେ ହେବ ଆକ୍ରମଣ । ପହଲଗାମ ଘଟଣାର ପ୍ରତିଶୋଧ ନେବ ଭାରତ । ଏକଥା ଆମେ…

ଜନଗଣନା ପ୍ରକ୍ରିୟାରେ ଅନ୍ତର୍ଭୁକ୍ତ ହେବ ଜାତିଗଣନା, କ୍ୟାବିନେଟରେ ହେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଆଗାମୀ ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ କରିବାକୁ ସରକାର ଆଜି ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜନୈତିକ ବ୍ୟାପାର ସଂକ୍ରାନ୍ତ…

ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲା: ସୁପ୍ରିମକୋର୍ଟରେ ଆସନ୍ତାକାଲି ଶୁଣାଣି

ନୂଆଦିଲ୍ଲୀ, ୩୦।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାକୁ ନେଇ ସୁପ୍ରିମକୋର୍ଟ ଆସନ୍ତାକାଲି (ଗୁରୁବାର) ଏକ ଜନସ୍ବାର୍ଥ ମାମଲା (ପିଆଇଏଲ) ଉପରେ ଶୁଣାଣି କରିବେ।…

ଏନ୍‌ଏସ୍‌ଏବିରେ ବଡ଼ ପରିବର୍ତ୍ତନ: ପୂର୍ବତନ ‘ର’ ମୁଖ୍ୟ ହେଲେ ଅଧ୍ୟକ୍ଷ

ନୂଆଦିଲ୍ଲୀ: ସରକାର ଜାତୀୟ ସୁରକ୍ଷା ପରାମର୍ଶଦାତା ବୋର୍ଡ(ଏନ୍‌ଏସ୍‌ଏବି)କୁ ପୁନର୍ଗଠିତ କରିଛନ୍ତି। ପୂର୍ବତନ ‘ର’ ମୁଖ୍ୟ ଆଲୋକ ଜୋଶୀଙ୍କୁ ଏହାର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ବୋର୍ଡରେ ପୂର୍ବତନ ପଶ୍ଚିମ…

ପାକିସ୍ତାନରେ ଯୁଦ୍ଧର କାଉଣ୍ଟଡାଉନ୍ ଆରମ୍ଭ: କେତେବେଳେ କିଛି ବି ହୋଇପାରେ !

ନୂଆଦିଲ୍ଲୀ: ପାକିସ୍ତାନରେ ଭୟର ବାତାବରଣ । ଭାରତର ଆକ୍ସନ କଣ ହେବ ସେନେଇ ସମସ୍ତଙ୍କ ମନରେ ଛନକା ପଶିଛି । କାରଣ ପହଲଗାମ୍ ଆତଙ୍କୀ ହମଲାର ବଦଲା…

ଭାରତ ଭୟରେ ବଙ୍କର୍ ଭିତରେ ଲୁଚିଛନ୍ତି ପାକ୍ ସେନା ମୁଖ୍ୟ ! ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି #ମୁନିର_ମିସିଙ୍ଗ୍

ନୂଆଦିଲ୍ଲୀ: କୁଆଡେ ଗଲେ ପାକିସ୍ତାନ ସେନା ମୁଖ୍ୟ ? କେଉଁଠି ଲୁଚିଛନ୍ତି ପାକ୍ ସେନା ମୁଖ୍ୟ ଆସିମ ମୁନିର ? ପାକିସ୍ତାନରେ ଅଛନ୍ତି ନା କୁଆଡେ ଦେଶ…

ଏଲଓସିରେ ବଢିଲା ଉତ୍ତେଜନା: ଭାରତୀୟ ସେନାର ଦୃଢ଼ ଜବାବ, ପୋଷ୍ଟ ଛାଡ଼ି ପଳାୟନ କଲେ ପାକିସ୍ତାନୀ ସେନା

ନୂଆଦିଲ୍ଲୀ, ୩୦।୪: ଜମ୍ମୁ ଓ କାଶ୍ମୀରର ନିୟନ୍ତ୍ରଣ ରେଖା (LoC) ଉତ୍ତେଜନା ତୀବ୍ର ହୋଇଛି। ପାକିସ୍ତାନ ଦ୍ୱାରା ହେଉଥିବା ଯୁଦ୍ଧବିରତି ଉଲ୍ଲଂଘନ ପରେ ଭାରତୀୟ ସେନା ଦୃଢ଼ ପ୍ରତିଶୋଧ…