Month: April 2025

ପଡ଼ିରହିଛି ଏତୁଆ ଏକ୍କାଙ୍କ ଶବ, କ୍ଷତିପୂରଣ ଦାବିରେ ଧାରଣାରେ ବରକାନି ଗ୍ରାମବାସୀ

ରାଉରକେଲା: ପୂରଣ ହେଉନି ଦାବି l ୨୪ ଘଣ୍ଟା ଧରି ପଡି ରହିଛି ମୃତ ଏତୁଆ ଏକ୍କାଙ୍କ ଶବ l ଜମି ବଦଳରେ ଜମି, ମୃତକଙ୍କ ପରିବାରଙ୍କୁ ଉପଯୁକ୍ତ କ୍ଷତିପୂରଣ ନ ମିଳିବା ପର୍ଯ୍ୟନ୍ତ ଧାରଣାରୁ ହଟିବେ ନାହିଁ କି ଶବ…

କମ୍ୟୁନିଷ୍ଟ ନେତା ଦିବାକର ନାୟକଙ୍କ ପରଲୋକ, ପୈତୃକ ଗାଁରେ ହେବ ଶେଷକୃତ୍ୟ

ଭୁବନେଶ୍ୱର: କମ୍ୟୁନିଷ୍ଟ ନେତା ଦିବାକର ନାୟକଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ଗତକାଲି ସିପିଆଇ ରାଜ୍ୟ କାର୍ଯ୍ୟାଳୟ ଭଗବତୀ ଭବନରେ ତାଙ୍କର ବିୟୋଗ ହୋଇଛି । ଲମ୍ବା ସମୟ ଧରି ସିପିଆଇର ରାଜ୍ୟ…

ସାଂସଦ ନିଶିକାନ୍ତ ଦୁବେଙ୍କ ବିରୋଧରେ ଚାଲିବ ଅଦାଲତ ଅବମାନନା ମାମଲା !

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ଏବଂ ମୁଖ୍ୟ ବିଚାରପତିଙ୍କ ସମ୍ପର୍କରେ ସାଂସଦ ନିଶିକାନ୍ତ ଦୁବେଙ୍କ ବିବାଦୀୟ ବୟାନକୁ ନେଇ ଅବମାନନା ମାମଲା ରୁଜୁ ପାଇଁ ଦାବି ଆରମ୍ଭ ହୋଇଛି। ସୁପ୍ରିମକୋର୍ଟର ଜଣେ ଓକିଲ ରେକର୍ଡରେ ଥିବା ଓକିଲ ଆଟର୍ଣ୍ଣି ଜେନେରାଲଙ୍କୁ ଏକ ଚିଠି…

କାଲି ଠାରୁ ୪ ଦିନ ବନ୍ଦ ରହିବ ରତ୍ନ ଭଣ୍ଡାର ମରାମତି କାମ

ରୀ: ଆସନ୍ତାକାଲି ଅର୍ଥାତ୍ ୨୧ ତାରିଖ ସୋମବାର ଠାରୁ ୪ ଦିନ ଧରି ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି କାମ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ମୁତାବକ, ୨୧ ତାରିଖ ସୋମବାର…

କିନ୍ନର ବେଶରେ ପିଲା ଚୋରି କଲେ ପୁରୁଷ, ଚୋରଙ୍କୁ ଧରିଲା କିନ୍ନର ସଂଘ

ଯାଜପୁର : ମୟୁରଭଞ୍ଜରୁ ଚୋରି ହୋଇଥିବା ପିଲା ଯାଜପୁରରେ ଠାବ । ଅପହରଣ ହେବାର ତିନି ଦିନ ପରେ ଦୁଇ ପିଲା ଚୋରକୁ ଧରି ଥାନାରେ ପହଞ୍ଚିଲା କିନ୍ନର ସଂଘ । ଦୁଇ ଅଭିଯୁକ୍ତ କିନ୍ନର ବେଶରେ ପିଲାଚୋରି କରିଥିବା ଅଭିଯୋଗ…

ରାଜଧାନୀରେ ଫୁଟିଲା ଗୁଳି, ଯୁବକ ଆହତ

ଭୁବନେଶ୍ବର: ରାଜଧାନୀରେ ଫୁଟିଲା ଗୁଳି । ଏଥିରେ ଜଣେ ଯୁବକ ଆହତ ହୋଇଛନ୍ତି । ଆହତ ଯୁବକ ହେଲେ ଗୁଆପୁର ଗାଁର ଦୀପ୍ତିରଞ୍ଜନ ମହପାତ୍ର । ତାଙ୍କ ବାମ ହାତରେ ଗୁଳି ବାଜିଛି । ବାଲିପାଟଣା ଅଞ୍ଚଳରେ ଏହି ଗୁଳିକାଣ୍ଡ ଘଟିଛି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ

ଭୁବନେଶ୍ୱର : ଆଜି ଲୋକସେବା ଭବନ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ । ଏହି ବୈଠକରେ…

ପୋଷଣ ଅଭିଯାନକୁ ସଫଳ କରି ସୁସ୍ଥ ମାନବ ସମ୍ବଳ ତିଆରି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର ; ସମୃଦ୍ଧ ଓଡିଶା ଗଠନ ପାଇଁ ଓଡିଶାକୁ କୁପୋଷଣ ମୁକ୍ତ କରିବା ଆମର ପ୍ରାଥମିକତା । ଏଥିପାଇଁ ଅନେକ ଫଳପ୍ରଦ ଯୋଜନା କରାଯାଇଛି। ତେବେ ଏହାର ସଫଳତା ପାଇଁ ସାମୁହିକ ସଚେତନତା ଖୁବ୍ ଜରୁରୀ । ଆଜି ସ୍ଥାନୀୟ ମହିଳା…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସମ୍ବଲପୁର ଜିଲ୍ଲାର ମାନେଶ୍ୱରର ଅତିରିକ୍ତ ତହସିଲଦାର। ଚାଷ ଜମିର କିଷମ ପରିବର୍ତ୍ତନ କରିବାକୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ମାଡିବସିଲା। ଦୁର୍ନୀତି ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଓଡ଼ିଶା…

ଦିଲ୍ଲୀରେ ଭୁଶୁଡ଼ି ପଡ଼ିଲା କୋଠା, ୧୧ ମୃତ

ନୂଆଦିଲ୍ଲୀ: ଦିଲ୍ଲୀର ମୁସ୍ତାଫାବାଦ ଅଞ୍ଚଳର ଶକ୍ତି ବିହାରରେ ଶନିବାର (୧୯ ଏପ୍ରିଲ) ପ୍ରତ୍ୟୁଷରେ ଏକ ଚାରି ମହଲା କୋଠା ଭୁଶୁଡ଼ି ପଡ଼ିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୨ ଜଣଙ୍କୁ ଭଗ୍ନାବଶେଷରୁ ଉଦ୍ଧାର କରାଯାଇଛି। କୋଠା ଭୁଶୁଡ଼ିବା…