ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା, ବିଜାପୁରରେ ଟପ ମାଓନେତା ହିଡ଼ମାର ବଙ୍କର ଠାବ
ମାଲକାନଗିରି : ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା । ଟପ ମାଓନେତା ହିଡ଼ମାର ବଙ୍କର ଠାବ । ଛତିଶଗଡ଼ର ବିଜାପୁରରେ ଟପ ମାଓନେତା ହିଡ଼ମାର କଂକ୍ରିଟ ଓ ଇଟାରେ ନିର୍ମିତ ବଙ୍କରକୁ ଖୋଜି ବାହାର କରିଛନ୍ତି ସୁରକ୍ଷାବାହିନୀ । ପ୍ରଥମ ଥର ପାଇଁ…