Month: April 2025

ଖୁବ୍ ଶୀଘ୍ର ଯୋଗ୍ୟ ହତାଧିକାରୀଙ୍କୁ ନୂଆ ରାସନ କାର୍ଡ ବାଣ୍ଟିବାକୁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଖୁବ ଶୀଘ୍ର ନୂଆ ରାସନ କାର୍ଡ । ଯୋଗ୍ୟ ହତାଧିକାରୀଙ୍କୁ ନୂଆ ରାସନ କାର୍ଡ ବାଣ୍ଟିବାକୁ ସରକାରଙ୍କ ନିର୍ଦ୍ଦେଶ । ଏପ୍ରିଲ ୨୨ ତାରିଖ ସୁଦ୍ଧା ରାସନ କାର୍ଡ ଛପା କାର୍ଯ୍ୟ ସାରିବାକୁ ଜିଲ୍ଲାପାଳଙ୍କୁ ସରକାରଙ୍କ ନିର୍ଦ୍ଦେଶ । ଏନେଇ…

ପ୍ରବଳ ବର୍ଷା: ରାଜଧାନୀର ଜୟଦେବ ବିହାର ଓଭରବ୍ରିଜ୍ ଉପରେ ଆଣ୍ଠୁଏ ଉଚ୍ଚର ପାଣି, ବୁଡିଲା ପୁରୀ ବଡଦାଣ୍ଡ

ଭୁବନେଶ୍ୱର: ଆଜି ଦିନ ୧୦ଟାରୁ ୧୧ଟା ୩୦ ମଧ୍ୟରେ ୨୬.୨ ମିମି ବର୍ଷା ରେକର୍ଡ କରାଯାଇଛି । ପ୍ରବଳ ବର୍ଷା ନେଇ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଘଣ୍ଟା…

ଓଡ଼ିଶାକୁ ୪ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଭେଟି ଦେଲେ ଗଡକରୀ

ଭୁବନେଶ୍ବର: ଚମକିବ ଓଡ଼ିଶାର ଜାତୀୟ ରାଜପଥ। ଆମେରିକା ଭଳି ଚକାଚକ ଦେଖାଯିବ ରାଜ୍ୟର ଜାତୀୟ ରାଜପଥ। ଲୋକେ ନିର୍ଦ୍ଧାରିତ ସମୟରେ ଲକ୍ଷ୍ୟସ୍ଥଳକୁ ପହଞ୍ଚିବେ। ଏହା ଦ୍ବାରା ଲୋକଙ୍କର ସମୟ ମଧ୍ୟ ବଞ୍ଚିଯିବ। ଓଡ଼ିଶାର ଜାତୀୟ ରାଜପଥଗୁଡ଼ିକ ଆମେରିକା ଭଳି ହେବ। କେନ୍ଦ୍ର…

ଦାୟିତ୍ବ ନେବାର କିଛିଦିନ ମଧ୍ୟରେ ଆପ ନେତା ଦୁର୍ଗେଶ ପାଠକଙ୍କ ଘରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ: ବିଦେଶୀ ପାଣ୍ଠି ନିୟମ ଉଲ୍ଲଂଘନ ଅଭିଯୋଗରେ ଗୁରୁବାର ଦିନ ସିବିଆଇ ଆପ ନେତା ଦୁର୍ଗେଶ ପାଠକଙ୍କ ବାସଭବନରେ ଚଢାଉ ହୋଇଛି। ୨୦୨୭ ବିଧାନସଭା ନିର୍ବାଚନ ପୂର୍ବରୁ ପାଠକଙ୍କୁ ଦଳର ଗୁଜରାଟ ସହ-ପ୍ରଭାରୀ ନିଯୁକ୍ତ କରାଯିବାର କିଛି ଦିନ ପରେ କେନ୍ଦ୍ରୀୟ…

ବରପୁତ୍ର ମାନଙ୍କ ଅବଦାନକୁ ନ୍ୟୁନ କରିବାକୁ ଚେଷ୍ଟା ଚଳାଇଛନ୍ତି କିଛି ଲୋକ: ନବୀନ

ଭୁବନେଶ୍ୱର: ଶଙ୍ଖ ଭବନ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ସ୍ବର୍ଗତ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ଯେ…

ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହେବ ଅମର ସହିଦଙ୍କ ସାହସିକତାର ଗାଥା – ଅମିତ ଶାହା

୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ନକ୍ସଲବାଦକୁ ସମ୍ପୂର୍ଣ୍ଣ ରୂପେ ନିପାତ କରାଯିବ ଏବଂ ଏଥିରେ ସିଆରପିଏଫ ଯବାନମାନେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି। ସିଆରପିଏଫର ୮୬ତମ ପ୍ରତିଷ୍ଠା ଦିବସ ଅବସରରେ…

ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଜାତୀୟ ସମ୍ମିଳନୀରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ

କଟକ: ଆଜି ଓଡିଶାରେ ପହଞ୍ଚି ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଆୟୋଜିତ ‘ଉତ୍କଳ କେଶରୀ’ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ଉତ୍ସବରେ ଯୋଗଦେଇଛନ୍ତି କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ । ଏହି ଅବସରରେ ସେ କହିଛନ୍ତି ଯେ, ବ୍ୟକ୍ତି…

ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ, ୧୯ରେ ବିଧିବଦ୍ଧ ଭାବେ ନାଁ ଘୋଷଣା

ଭୁବନେଶ୍ୱର : ବିଜୁ ଜନତା ଦଳ ସାଂଗଠନିକ ନିର୍ବାଚନ। ବିଜେଡି ରାଜ୍ୟ ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ନବୀନ ପଟ୍ଟନାୟକ । ଏକମାତ୍ର ପ୍ରାର୍ଥୀଭାବେ ନବମ ଥର ପାଇଁ ରାଜ୍ୟ ବିଜେଡି ସଭାପତି ହେବାକୁ ନାମାଙ୍କନ ଭରିଛନ୍ତି ନବୀନ ।…

ସୁପ୍ରିମକୋର୍ଟ ଭାରତର ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇପାରିବେ ନାହିଁ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଏବଂ ରାଜ୍ୟପାଳମାନଙ୍କୁ ବିଲ୍ ମଞ୍ଜୁର କରିବା ପାଇଁ ସୁପ୍ରିମକୋର୍ଟଙ୍କ ସମୟସୀମା ଧାର୍ଯ୍ୟ କରିବା ଉପରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ କହିଥିଲେ ଯେ ଆମେ ଏପରି ପରିସ୍ଥିତି ସୃଷ୍ଟି କରିପାରିବୁ ନାହିଁ ଯେଉଁଠାରେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ଅନୁଗୁଳ: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀ ଗିରଫ। ଗତକାଲି ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ରେଡ୍ କରିଥିଲା ଭିଜିଲାନ୍ସ। ଏକକାଳୀନ ୮ଟି ସ୍ଥାନରେ…