ଶିଶୁ ଚାଲାଣ ମାମଲା: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ ମାସ ମଧ୍ୟରେ ମାମଲାର ବିଚାର ଶେଷ କରନ୍ତୁ
ନୂଆଦିଲ୍ଲୀ,୧୬।୪: ଶିଶୁ ଚାଲାଣ ମାମଲାରେ ଦୋଷୀଙ୍କୁ କଠୋର ଦଣ୍ଡ ଓ ଶୀଘ୍ର ନ୍ୟାୟ ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ଜଷ୍ଟିସ ଜେ.ବି. ପର୍ଦ୍ଦିୱାଲା ଓ ଜଷ୍ଟିସ ଆର. ମହାଦେବନଙ୍କ ଖଣ୍ଡପୀଠ ଦେଶର ସମସ୍ତ ହାଇକୋର୍ଟଙ୍କୁ ନିର୍ଦ୍ଦେଶ…