Month: April 2025

ହିସାରରୁ ଅଯୋଧ୍ୟାକୁ ଉଡ଼ିବ ବିମାନ: ନୂତନ ଟର୍ମିନାଲ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ, ବ୍ୟୟ ଅଟକଳ ୪୧୦କୋଟି

ହିସର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ହିସାରରୁ ଅଯୋଧ୍ୟାକୁ ଏକ ବ୍ୟବସାୟିକ ବିମାନ ଉଡ଼ାଣ ପାଇଁ ବିମାନବନ୍ଦରରେ ନୂତନ ଟର୍ମିନାଲ ବିଲ୍ଡିଂର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେତେବେଳେ ତାଙ୍କ ଦଳ ଦ୍ୱାରା ରାଜ୍ୟର…

ଶ୍ରୀକ୍ଷେତ୍ରରେ ପଣାସଂକ୍ରାନ୍ତି, ଆରମ୍ଭ ହେଲା କୁସ୍ତି ଅଭ୍ୟାସ

ପୁରୀ: ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି ତଥା ମହାବୀର ଜୟନ୍ତୀ । ଓଡିଆଙ୍କ ପାଇଁ ନୂତନ ବର୍ଷର ଆରମ୍ଭ । ଆଜିଠାରୁ ଓଡ଼ିଆ ନୂଆ ବର୍ଷ ଆରମ୍ଭ ହଉଥିବା ବେଳେ ନୂଆ ଓଡ଼ିଆ କ୍ୟାଲେଣ୍ଡର ସହିତ ଶ୍ରୀମନ୍ଦିରରେ…

ତାରିଣୀପୀଠର ଉନ୍ନତୀକରଣ ପାଇଁ ୨୧୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦୁଝର ଜିଲାରେ ଅବସ୍ଥିତ ତାରିଣୀ ମନ୍ଦିର ପାଇଁ ୨୧୫ କୋଟି ଟଙ୍କାର ଡିପିଆର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି ।…

୧୮୦୦ କୋଟି ଟଙ୍କା ମୂଲ୍ୟର ୩୦୦ କିଲୋଗ୍ରାମ ନିଶାଦ୍ରବ୍ୟ ଜବତ

ନୂଆଦିଲ୍ଲୀ: ଗୁଜୁରାଟ ଉପକୂଳବର୍ତ୍ତୀ ଆନ୍ତର୍ଜାତୀୟ ସାମୁଦ୍ରିକ ସୀମା ନିକଟରେ ଆଇନ ଶୃଙ୍ଖଳାକାରୀ ସଂସ୍ଥା ୧,୮୦୦ କୋଟି ଟଙ୍କା ମୂଲ୍ୟର ୩୦୦ କିଲୋଗ୍ରାମ ନିଶାଦ୍ରବ୍ୟ ଜବତ କରିଛି ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ସୋମବାର କହିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ…

ଖଣି ଚୋରି ମାମଲା; ‘ତଦନ୍ତରେ ପ୍ରମାଣ ଆସିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ବର: ସୁନ୍ଦରଗଡ ଜିଲ୍ଲା ହେମଗିରିର ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଆଦି ଅଞ୍ଚଳରେ କୋଇଲା ଖଣି ଲୁଟ ଘଟଣାରେ ପ୍ରତିକ୍ରିୟା ରଖି କେନ୍ଦ୍ରମନ୍ତ୍ରୀ ଜୁଏଲଓରାମ କହିଛନ୍ତି । ସେ କହିଛନ୍ତି ଯେ, ଘଟଣାକୁ ନେଇ ତଦନ୍ତ ଚାଲିଛି ଏଥିରେ ପ୍ରମାଣ ସ୍ପଷ୍ଟ ହେଲେ…

ଶିବ ମନ୍ଦିରରେ ଅଭାବନୀୟ ଘଟଣା, ମହୁମାଛି ଆକ୍ରମଣରେ ୨୦ରୁ ଅଧିକ ଆହତ

ମୋହନା : ଆଜି ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଅନେକ ଶୈବ ପୀଠ ତଥା ଅନେକ ମନ୍ଦିର ଉତ୍ସବ ମୁଖର ହୋଇଥିବା ଦେଖିବାକୁ ମିଳୁଛି । ଅନେକ ଭକ୍ତ ଅନେକ ଆଶା ଓ ବିଶ୍ୱାସ ନେଇ ମନ୍ଦିରକୁ ବାହାରି ଠାକୁରଙ୍କ ଦର୍ଶନ କରି…

ନବୀନଙ୍କୁ ଚିଠି ଲେଖିଲେ ରଣେନ୍ଦ୍ର: କହିଲେ, ‘ଦଳକୁ ହାଇଜାକ୍ କରିବାକୁ ଦିଆନଯାଉ’

ଭୁବନେଶ୍ବର: ବିଜେଡିର ସାଂଗଠନିକ ନିର୍ବାଚନ ଚାଲିଥିବା ବେଳେ ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓରଫ ରାଜା ସ୍ବାଇଁ । ଗତ କିଛି ଦିନରେ ଯାହା ଚାଲିଛଇ ଏବଂ ଆଗକୁ ଦଳ କେଉଁ ଆଭିମୁଖ୍ୟ…

ଆମ୍ବେଦକରଙ୍କ ପ୍ରେରଣାରୁ ସାମାଜିକ ନ୍ୟାୟ ପାଇଁ ଦେଶ ଉତ୍ସର୍ଗୀକୃତ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭୀମ ରାଓ ଆମ୍ବେଦକରଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର କହିଛନ୍ତି ଯେ ତାଙ୍କ ପ୍ରେରଣା ଯୋଗୁଁ ଦେଶ ଆଜି ସାମାଜିକ ନ୍ୟାୟର ସ୍ୱପ୍ନକୁ ସାକାର କରିବା ପାଇଁ ଉତ୍ସର୍ଗୀକୃତ ହୋଇଛି। ତାଙ୍କର…

ଶେଷ ହେଲା ଗଞ୍ଜାମ ଦଣ୍ଡପର୍ବର ମାସନ୍ତ ମେରୁ ଯାତ୍ରା

ଗଞ୍ଜାମ: ବେଲ-କାଠରେ ପ୍ରସ୍ତୁତ ହୋଇଥିଲା ମେରୁ-ଖୁଣ୍ଟି । ତଳେ ରହିଥିଲା ଅଗ୍ନି-କୁଣ୍ଡ । ପାଟଭୋକ୍ତାଙ୍କୁ ଓଲଟା ରଖି ତିନିଥର ଝୁଲାଇ ଦିଆଗଲା । ବେଲ-ଖୁଣ୍ଟିରେ ବନ୍ଧାଯାଇଥିବା ଆମ୍ବ ଏବଂ ଖଜୁରୀ କୋଳିକୁ ଭକ୍ତଙ୍କ ଭିତରେ ବାଣ୍ଟିଲେ ପାଟଭକ୍ତା । ଶେଷରେ ମା’…

୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ: ଜୁଲାଇ ୧୦ ସୁଦ୍ଧା ପାଠପଢା ଆରମ୍ଭ

ଭୁବନେଶ୍ଵର: ଏପ୍ରିଲ ୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ ହେବାକୁ ଯାଉଛି। ଜୁଲାଇ ୧୦ ସୁଦ୍ଧା ଆରମ୍ଭ ହେବ ପାଠପଢା। ଶିକ୍ଷାବର୍ଷ ୨୦୨୫-୨୬ ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନକାରୀମାନେ ଏପ୍ରିଲ ୧୬ ତାରିଖ ଠାରୁ ଫର୍ମ ପୂରଣ…