Month: April 2025

ସ୍ତ୍ରୀ ପାଇଁ ଷଡଯନ୍ତ୍ର ରଚିଥିଲା ସ୍ୱାମୀ, ହେଲେ ମଝିକୁ ଆସିଗଲା କୁନି ଝିଅ

ବାଙ୍କୀ : ସ୍ୱାମୀର ବର୍ବର କାଣ୍ଡ । ଭୁଲିଗଲା ମଣିଷତ୍ଵ ସାଜିଲା ସଇତାନ୍ । ସ୍ତ୍ରୀର ରକ୍ତରେ ହୋଲି ଖେଳିବ ବୋଲି ରଚିଥିଲା ଷଡଯନ୍ତ୍ର । ହେଲେ ମଝିରେ ଆସିଗଲା କୁନି ଝିଅ । ସମସ୍ତଙ୍କ ଆଗରେ ସ୍ତ୍ରୀକୁ ଜୀବନରୁ ମାରିବାକୁ…

ସଲମାନଙ୍କ ଗାଡ଼ିକୁ ବୋମାରେ ଉଡ଼ାଇଦେବାକୁ ଧମକ, ପରିବହନ ବିଭାଗ ହ୍ୱାଟ୍ସଆପ୍‌କୁ ଆସିଲା ମେସେଜ୍

ମୁମ୍ବଇ: ବଲିଉଡ଼ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଏଥର ମୁମ୍ବଇର ୱର୍ଲିସ୍ଥିତ ପରିବହନ ବିଭାଗର ହ୍ୱାଟ୍ସଆପ୍ ନମ୍ବରକୁ ମେସେଜ୍ ଜରିଆରେ ହତ୍ୟା ଧମକ ଆସିଛି। ଧମକପୂର୍ଣ୍ଣ ମେସେଜରେ ଅଭିନେତାଙ୍କ ଘରେ ପଶି ତାଙ୍କୁ ହତ୍ୟା କରିବାକୁ…

ସୁଲତାଙ୍କୁ କଡା ସମାଲୋଚନା କଲେ ଦେବାଶିଷ

ଭୁବନେଶ୍ବର: ବିଜେଡି ହାରିବା ପରଠୁ ବିଜେଡି ଭିତରି କନ୍ଦଳ ଦାଣ୍ଡରେ ପଡିଥିବା ବେଳେ ଓ୍ବାକଫ୍ ଆଇନକୁ ନେଇ ବିଜେଡିର ମତ ପରେ ଏହା ଆହୁରି ତେଜିଛି । ପରସ୍ପର ପ୍ରତି ବେଶୀ ପ୍ରତିକ୍ରିୟାଶୀଳ ହୋଇଉଠିଛନ୍ତି ବିଜେଡି ନେତା । କେହି କାହାରିକୁ…

ଓଡିଆ ନବବର୍ଷ ଓ ପଣା ସଂକ୍ରାନ୍ତିରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି, ପଣା ସଂକ୍ରାନ୍ତି ଓ ଓଡିଆ ନବବର୍ଷ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।…

ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ପାଇଁ ଉତ୍ସବମୁଖର

ଆଜି ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ। ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ। ଏଥିପାଇଁ ଉତ୍ସବମୁଖର ହୋଇପଡ଼ିଛି ରାଜ୍ୟର ସମସ୍ତ ଛୋଟବଡ଼ ସମସ୍ତ ହନୁମାନ ମନ୍ଦିର। ଘରେ ଘରେ ଦେବାଦେବୀଙ୍କ ପୂଜା, ଭୋଗ, ହୋମ ଆଦି ଅନୁଷ୍ଠିତ ହୋଇଥାଏ।…

ଜନପ୍ରତିନିଧିମାନେ ଯଦି ଅସୁରକ୍ଷିତ, ଲୋକଙ୍କ ସୁରକ୍ଷା ଉପରେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହେଉଛି: ନବୀନ

ଭୁବନେଶ୍ୱର: ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ଯୁବ ନେତା ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣକୁ କଡ଼ା ଭାଷାରେ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆ ଏକ୍ସରେ ସେ…

ହନୁମାନ ଜୟନ୍ତୀ: ମୁତୟନ ହେବେ ୨୦୦ ପ୍ଲାଟୁନ୍‌ ଫୋର୍ସ, ନଜର ରଖିବ ସିସିଟିଭି

ଭୁବନେଶ୍ବର: ରାତି ପାହିଲେ ରାଜ୍ୟରେ ପାଳନ ହେବ ହନୁମାନ ଜୟନ୍ତୀ। ଏଥି ପାଇଁ ଓଡ଼ିଶା ପୁଲିସ ପ୍ରସ୍ତୁତ ରହିଛି। ଆଇନଶୃଙ୍ଖଳା ଦାୟିତ୍ୱରେ ରହିବ ୨୦୦ ପ୍ଲାଟୁନ ଫୋର୍ସ। ସାରା ଓଡ଼ିଶାରେ ଅପରାଧ ନିୟନ୍ତ୍ରଣ ପାଇଁ ପୁଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ ଜାରି ରହିଛି।…

ୟୁକ୍ରେନ ଉପରେ ରୁଷର ଆକ୍ରମଣ ଜାରି: ୨୧ ମୃତ, ୮୩ ଆହତ

ଗୋଟିଏ ପଟେ ଯୁଦ୍ଧ ବିରତି ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷ ସହିତ ଆଲୋଚନା ଜାରି ରଖିଥିବାବେଳେ ଅନ୍ୟପଟେ ରୁଷ ୟୁକ୍ରେନ ଉପରେ ଆକ୍ରମଣକୁ ଜୋରଦାର କରିବାରେ ଲାଗିଛି। ରବିବାର ରୁଷ ପକ୍ଷରୁ ୟୁକ୍ରେନର ସୁମି ସହର ଉପରେ କ୍ଷେପଣାସ୍ତ୍ର…

ବିଜେଡି ଜିଲ୍ଲା ସଭାପତି ନିର୍ବାଚନ; ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ବର: ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ଜିଲ୍ଲା ସଭାପତି । ଏନେଇ ସୂଚନା ଦେଇଛନ୍ତି ବିଜେଡିର ବିଧାୟକ ପ୍ରତାପ କେଶରୀ ଦେବ। ଚତୁର୍ଥ ପର୍ଯ୍ୟାୟ ପ୍ରକ୍ରିୟାରେ ୧୬ ଜିଲ୍ଲାର ନାମାଙ୍କନ ଆସିଛି। ୧୬ ଜିଲ୍ଲାରୁ ଜଣେ ଲେଖାଏଁ ସଦସ୍ୟ…

ଆକ୍ରମଣ ନେଇ ବିଜେପି ବିଧାୟକଙ୍କୁ ଦୋଷ ଦେଲେ ପ୍ରଣବ, ଜାଣିନି କହିଲେ ହିମାଂଶୁ

ଯାଜପୁର: ଧର୍ମଶାଳରେ ଚାଲିଥିବା ଏକ ଯଜ୍ଞରେ ଯୋଗ ଦେବାକୁ ଯାଉଥିବାବେଳେ ରବିବାର ଦିନ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପଛରେ ବିଜେପି ବିଧାୟକ ହିମାଂଶୁ ସାହୁଙ୍କ ହାତ ଅଛି ‌ବୋଲି ପ୍ରଣବ ବଳବନ୍ତରାୟ…