ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ୧୪ ଲକ୍ଷ ଠକେଇ ଘଟଣା ଗୁଜରାଟରୁ ଦୁଇ ସାଇବର ଠକ ଗିରଫ
ବ୍ରହ୍ମପୁର,୧୨ା୪ : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ଗତ ଫେବୃଆରୀ ମାସରେ ଡିଜିଟାଲ ଆରେଷ୍ଟ ଭୟ ଦେଖାଇ ସାଇବର ଗ୍ୟାଙ୍ଗ ୧୪ ଲକ୍ଷ ଟଙ୍କା ନେଇଯାଇଥିଲେ। ଏନେଇ କୁଳପତିଙ୍କ ଅଭିଯୋଗକ୍ରମେ ବ୍ରହ୍ମପୁର ଏସ୍ପିଙ୍କ ତତ୍ତ୍ୱାବଧାନରେ ଏକ ଟିମ୍ ଗଠନ…