Month: April 2025

ବଲାଙ୍ଗୀରରେ ଶିଶୁ ବିକ୍ରି, ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଡିଲ୍

ବଲାଙ୍ଗୀର,୯।୪ : ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଏକ ନବଜାତ ଶିଶୁ ପୁତ୍ର ବିକ୍ରି ପାଇଁ ଡିଲ୍ ହୋଇଥିବା ଜଣାପଡିଛି। ଶିଶୁପୁତ୍ରକୁ ଟଙ୍କା ଦେଇ ଜଣେ ଦମ୍ପତି କିଣିଥିବା ଜଣାପଡିବା ପରେ ହଇଚଇ ସୃଷ୍ଟି ହୋଇଛି। ବଲାଙ୍ଗୀର ସହର ମାଲପଡାରେ…

କୋର୍ଟଙ୍କ ନିର୍ଦ୍ଦେଶ ପରେ OSRTC କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍‌

ସମ୍ବଲପୁର,୯ା୪: OSRTC କାର୍ଯ୍ୟାଳୟର ସ୍ଥାବର ସମ୍ପତ୍ତି ଆଟାଚ୍‌ ହୋଇଛି। ମୁଦିପଡ଼ାସ୍ଥିତ ରାଜ୍ୟ ପରିବହନ ନିଗମ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍‌ ହୋଇଛି। ବସ୍‌ ମାଲିକଙ୍କ ବକେୟା ପ୍ରଦାନ ମାମଲାରେ ସମ୍ପତ୍ତି ଆଟାଚ୍‌ ହୋଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ ସମ୍ପତ୍ତି ଆଟାଚ୍‌ ପ୍ରକ୍ରିୟା ଜାରି…

୨ ଡ୍ରଗ୍ସ ବେପାରୀଙ୍କୁ ଗିରଫ କଲା କମିଶନରେଟ ପୋଲିସ

ଭୁବନେଶ୍ୱର,୯।୪: ରାଜଧାନୀ ଭୁବନେଶ୍ୱରରେ ବଢିଚାଲିଛି ନିଶା କାରବାର। ସହରର ପ୍ରତ୍ୟେକ ଗଳିବନ୍ଦୀରେ ଥିବା ପାନ ଘୁଟୁକା ଦୋକାନ ଏବଂ ବସ୍ତିମାନଙ୍କରେ ଗଞ୍ଜେଇ ସାଙ୍ଗକୁ ‘ଧଳା ଜହର’ ମଧ୍ୟ ଉପଲବ୍ଧ ହେଉଛି। ଏହାରି ମଧ୍ୟରେ ବୁଧବାର କମିଶନରେଟ ପୋଲିସ ୨ ଡ୍ରଗ୍ସ ବେପାରୀଙ୍କୁ…

୨୨ ନକ୍ସଲଙ୍କ ଆତ୍ମସମର୍ପଣ: ୪ ଜଣଙ୍କ ନାମରେ ଥିଲା ୨୬ ଲକ୍ଷ ପୁରସ୍କାର

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣଙ୍କ ନାମରେ ୨୬ ଲକ୍ଷ ଟଂକାର ପୁରସ୍କାର ଘୋଷଣା ହୋଇଥିଲା। ଏଥିସହ ଏମାନଙ୍କ ମଧ୍ୟରୁ ୬ ଜଣ ମହିଳା ନକ୍ସଲ…

କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଏକାଧିକ ପ୍ରସଙ୍ଗ‌ରେ କଲେ ଆଲୋଚନା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଦିଲ୍ଲୀରେ ଭେଟିଛନ୍ତି। ଶ୍ରୀ ଶାହଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ରାଜ୍ୟର ବିକାଶ ପାଇଁ ଆଇନଶୃଙ୍ଖଳା ଓ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ…

ପାଣ୍ଡିଆନ୍‌ ଉଭୟ ରାଜ୍ୟ ଓ ଦଳ ପାଇଁ ଭଲ କାମ କରିଛନ୍ତି: ନବୀନ ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଶା ସରକାରରେ ପୂର୍ବତନ ୫ଟି ଅଧ୍ୟକ୍ଷ ତଥା ବି‌ଜେଡିରୁ ଇସ୍ତଫା ଦେଇଥିବା ଭୈରବ କାର୍ତ୍ତିକେୟନ ପାଣ୍ଡିଆନ୍‌ଙ୍କ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ମୁହଁ ଖୋଲିଛନ୍ତି। ନବୀନ ନିବାସରେ ବିଜେଡି ସୁପ୍ରିମୋ ଜାତୀୟ ଗଣମାଧ୍ୟମକୁ କହିଛନ୍ତି, ଭି…

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍

ଶ୍ରୀକାକୁଲମ: ପୁଣି ରେଳ ଦୁର୍ଘଟଣା। ଦୁଇ ଭାଗ ହୋଇଗଲା ଫଲକନୁମା ଏକ୍ସପ୍ରେସ୍। ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମର ପଲାସା ନିକଟରେ ମଙ୍ଗଳବାର ଘଟିଛି ଏକ ରେଳ ଦୁର୍ଘଟଣା। ବିଶାଖାପାଟଣା ଦେଇ ସାଲିମାର ଯାଉଥିବା ଫଲକନୁମା ଏକ୍ସପ୍ରେସର ଦୁଇଟି ଏସି ବଗି ଟ୍ରେନରୁ ଅଲଗା ହୋଇଯାଇଛି।…

ଓଇଆରସିର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି)ର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା । ତାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପତି । ଆଜି ରାଜଭବନର ନ୍ୟୁ ଅଭିଷେକ ହଲ୍‌ଠାରେ ଆୟୋଜିତ…

ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ପ୍ରବଳ ଗରମ ଉପରେ ବ୍ରେକ୍‌ ଲାଗିବ। ଅସହ୍ୟ ତାତିରୁ ତ୍ରାହି ମିଳିବ। ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଏହା ଆସନ୍ତା ୨୪ ଘଣ୍ଟା ଯାଏଁ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରି ରିକର୍ଭ କରି…

ସରକାରୀ କାର୍ଯ୍ୟାଳୟରୁ ହେରୋଇନ୍ ଜବତ, ଜଣେ କର୍ମଚାରୀ ଗିରଫ

ଇଟାନଗର: ଇଟାନଗର ପୁଲିସ ଏଠାକାର ସିଭିଲ୍ ସଚିବାଳୟ ପରିସରରୁ ଜଣେ ସନ୍ଦିଗ୍ଧ ଡ୍ରଗ୍ସ(ହେରୋଇନ୍) ଯୋଗାଣକାରୀଙ୍କୁ ଗିରଫ କରିଛି। ତାଙ୍କ ନିକଟରୁ ୪୪.୩୬ ଗ୍ରାମ ହେରୋଇନ୍ ଜବତ କରାଯାଇଛି ବୋଲି ଜଣେ ବରିଷ୍ଠ ପୁଲିସ ଅଧିକାରୀ ମଙ୍ଗଳବାର କହିଛନ୍ତି। ଇଟାନଗର ପୋଲିସ ଅଧୀକ୍ଷକ…