ମା’ ତାରାତାରିଣୀ ପୀଠରେ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡିକର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ
ଗଞ୍ଜାମ: ଆଜି ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେଵୀ ମାଆ ତାରାତାରିଣୀ ଶକ୍ତିପୀଠ ପରିଦର୍ଶନ କରି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡିକର ସମୀକ୍ଷା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହି ସମୟରେ ତାଙ୍କ ସହିତ ଉପସ୍ଥିତ ଥିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ…