Month: April 2025

ଖୋର୍ଦ୍ଧା ସଢେଇଗଡ଼ ଗାଁରେ ବୋମା ବିସ୍ଫୋରଣ, ୧ ମୃତ ୧ ଗୁରୁତର

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲାର ଏକ ଗାଁରେ ଗତକାଲି ରାତିରେ ବୋମା ବିସ୍ଫୋରଣ ହୋଇଛି । ଫଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ହୋଇପଡ଼ିଛନ୍ତି । ଆହତ ବ୍ୟକ୍ତି ଜଣକ ଡାକ୍ତରଖାନାରେ ଜୀବନ ସହିତ ସଂଘର୍ଷ…

ବାଦ୍ ପଡିଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପୁଣି ମିଳିବ ସୁଭଦ୍ରା ଟଙ୍କା। ଯେଉଁମାନେ ଏ ପର୍ଯ୍ୟନ୍ତ ସୁଭଦ୍ରାର କୌଣସି ବି କିସ୍ତି ପାଇନାହାନ୍ତି, ସେମାନେ ଏହି ଦିନ ସୁଭଦ୍ରା ଟଙ୍କା ପାଇବେ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଖପୁରିଆରେ ରଥକାଠ ଚିରଟ ଆରମ୍ଭ

କଟକ : ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଚିରଟ ଅନୁକୂଳ । ପବିତ୍ର ରାମ ନବମୀରେ ରଥ କାଠ ଚିରଟ କାମ ଆରମ୍ଭ ହୋଇଛି। କଟକ ଖପୁରିଆ ସ୍ଥିତ ବନ ବିଭାଗ କରତ କଳରେ କାଠ ଚିରା କାମର…

ରାମନବମୀ ଶୋଭାଯାତ୍ରା: ବାଇକ୍‌ରେ ଆସି ଯୁବକଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ

ବାଲେଶ୍ବର: ଆଜି ପବିତ୍ର ରାମନବମୀ ଉପଲକ୍ଷେ ଉତ୍ସବମୁଖର ହୋଇଛି ଦେଶ ଠୁ ଆରମ୍ଭ କରି ସମଗ୍ର ରାଜ୍ୟ । ସକାଳୁ ସକାଳୁ ମଠ ଓ ମନ୍ଦିର ମାନଙ୍କରେ ଭକ୍ତଙ୍କ ପ୍ରବଳ ଭିଡ ପରିଲିକ୍ଷିତ ହୋଇଛି । ଅନେକ ସ୍ଥାନରେ ରାମନବମୀ ଅବସରରେ…

ଭାରତ ସମେତ ୧୪ ଦେଶର ଯାତ୍ରୀଙ୍କ ପାଇଁ ଭିସା ଅଟକାଇଲା ସାଉଦି ଆରବ

ରିୟାଦ: ସାଉଦି ଆରବ ଯାଉଥିବା ଭାରତୀୟମାନଙ୍କ ପାଇଁ ଏକ ଖରାପ ଖବର । ଆଗାମୀ ହଜ୍ ଋତୁ ପୂର୍ବରୁ ସାଉଦି ଆରବ ୧୪ଟି ଦେଶର ନାଗରିକଙ୍କ ପାଇଁ ଉମରା, ବ୍ୟବସାୟ ଏବଂ ପରିବାର ଭିସା ଉପରେ ସାମୟିକଭାବେ କଟକଣା ଲଗାଇଛି ।…

ପୁଅର ଶାବଳ ମାଡ଼ରେ ବାପା ମୃତ, ମାଆ ଗୁରୁତର

ସମ୍ବଲପୁର: ପୁଅର ଶାବଳ ମାଡ଼ରେ ବାପା ମୃତ, ମାଆ ଗୁରୁତର । ଗୁରୁତର ଅବସ୍ଥାରେ ମାଆ ସଦର ହସ୍ପିଟାଲରେ ଭର୍ତ୍ତି । ଯୁଯୁମରା ଥାନା ଝାଙ୍କରପାଲି ତୁରୀପଡ଼ାରେ ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା । ତେବେ ଅଭିଯୁକ୍ତ ପୁଅ ମାନଷିକ…

ଏମଏ ବେବୀ ହେଲେ ସିପିଆଇଏମ୍‌ର ନୂଆ ମହାସଚିବ

ନୂଆଦିଲ୍ଲୀ: ଭାରତୀୟ କମ୍ୟୁନିଷ୍ଟ ପାର୍ଟି ମାର୍କ୍ସବାଦୀ ସିପିଆଇଏମ୍‌ର ନୂଆ ମହାସଚିବ ହେଲେ ମରିୟମ ଆଲେକଜାଣ୍ଡାର ବେବୀ । କେରଳ ସରକାରରେ ମନ୍ତ୍ରୀ ରହିସାରିଥିବା ୭୧ ବର୍ଷୀୟ ରାଜନେତାଙ୍କୁ ଦଳ ରବିବାର ନୂଆ ମହାସଚିବ ଭାବରେ ନିଯୁକ୍ତ କରିଛି। ଏମଏମ ବେବୀ, ସୀତାରାମ…

ନାଗରିକଙ୍କ ସେବା କରିବା ଆମ ସମସ୍ତଙ୍କର ସଂକଳ୍ପ ହେଉ: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: ଡବଲ ଇଞ୍ଜିନ ସରକାରର ଜନକଲ୍ୟାଣକାରୀ କାର୍ଯ୍ୟକୁ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ପହଞ୍ଚାଇବା ସହ ସରକାରୀ ସୁବିଧା ସମାଜର ଅନ୍ତିମ ଶ୍ରେଣୀର ଲୋକଙ୍କ ପାଖରେ ଉପଲବ୍ଧ କରାଇବା ପାଇଁ ଆମେ କାର୍ଯ୍ୟକର୍ତ୍ତାମାନେ ଆହୁରି ପରିଶ୍ରମ କରିବା। ବିଜେପିର ପ୍ରତିଷ୍ଠା ଦିବସରେ ସମ୍ବଲପୁର…

ପୁଣି ୨୭୦୦ କମିଲା ସୁନା ଦର, ଖୁବ୍ ଶୀଘ୍ର ଛୁଇଁବ ୫୫ ହଜାର

ଭୁବନେଶ୍ଵର: ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି କି ? ତେବେ ଆପଣଙ୍କ ପାଇଁ ଖୁସି ଖବର ଆସିଛି। ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର।…

ଅନୁଗୁଳରେ ପୁଣି ପୋଲିସର ଏନକାଉଣ୍ଟର, ପେସାଦାର ଅପରାଧୀ ଆହତ

ଅନୁଗୁଳ : ଅନୁଗୁଳରେ ପୁଣି ପୋଲିସର ଏନକାଉଣ୍ଟର । ପେଶାଦାର ଅପରାଧୀ କ୍ଷୀରୋଦ ନାଏକ ଗୁରୁତର । କ୍ଷୀରୋଦ ଡାହାଣ ଗୋଡ଼ରେ ଗୁଳି ବାଜିଛି । ତାକୁ ଚିକିତ୍ସା ପାଇଁ ଅନୁଗୁଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ…