୧୩୧ ଦିନ ପରେ ଆମରଣ ଅନଶନରୁ ଓହରିଲେ କୃଷକ ନେତା ଜଗଜିତ ସିଂ ଡଲେଓ୍ଵାଲ
ନୂଆଦିଲ୍ଲୀ: ୧୩୧ ଦିନ ଧରି ଆମରଣ ଅନଶନରୁ ଓହରିଲେ ସଂଯୁକ୍ତ କିଷାନ ମୋର୍ଚ୍ଚାର ନେତା ଜଗଜିତ ସିଂ ଡଲେଓ୍ଵାଲ। ଏପ୍ରିଲ ୬ ତାରିଖ ନିଜର ଅନଶନ ସମାପ୍ତ କରିଛନ୍ତି। ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ ଓ କୃଷକଙ୍କ ଅନ୍ୟ ଦାବିରେ…
ନୂଆଦିଲ୍ଲୀ: ୧୩୧ ଦିନ ଧରି ଆମରଣ ଅନଶନରୁ ଓହରିଲେ ସଂଯୁକ୍ତ କିଷାନ ମୋର୍ଚ୍ଚାର ନେତା ଜଗଜିତ ସିଂ ଡଲେଓ୍ଵାଲ। ଏପ୍ରିଲ ୬ ତାରିଖ ନିଜର ଅନଶନ ସମାପ୍ତ କରିଛନ୍ତି। ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ ଓ କୃଷକଙ୍କ ଅନ୍ୟ ଦାବିରେ…
ଭୁବନେଶ୍ଵର: ଭୁବନେଶ୍ବର ଉତ୍ତରା ଛକରେ ବସ୍ ଓଲଟିବା ଘଟଣା । ଚିକିତ୍ସା ପରେ ଡିସଚାର୍ଜ ହୋଇଥିବା ୧୨ ଜଣ ତୀର୍ଥଯାତ୍ରୀଙ୍କୁ ଭୁବନେଶ୍ୱର RTO-1ଙ୍କ ପକ୍ଷରୁ ସ୍ଵତନ୍ତ୍ର ବସ୍ ଯୋଗେ ପୁରୀ ପଠାଇବାର ବ୍ୟବସ୍ଥା କରାଯାଇଛି। ସେହିଭଳି, MVIଙ୍କ ଦ୍ଵାରା ଦୁର୍ଘଟଣାର କାରଣ…
ସୁନ୍ଦରଗଡ଼/ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ଏମସିଏଲ ଖଣି କ୍ଷେତ୍ର ଗୋପାଳପୁର- ଅଞ୍ଚଳରେ ଚାଲିଥିବା ସବୁଠୁ ବଡ଼ ଖଣି ଲୁଟ୍ ଘଟଣା ଥାନାରେ ପହଞ୍ଚିଛି ମାମଲା । ହେମଗିରି ଥାନାରେ ଲିଖିତ ଅଭିଯୋଗ କରିଛି ମାଇନିଂ ବିଭାଗ। ଜୁନିୟର ମାଇନିଂ ଅଫିସର ମଙ୍ଗଲ ହେମ୍ବ୍ରମ…
ଭୁବନେଶ୍ବର: ବ୍ରିଟେନରେ ସମ୍ମାନ୍ନିତ ହେଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁଣି ବିଦେଶରେ ନିଜର ଚମକ ଦେଖାଇଲେ । ତେବେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ତଥା ଅନ୍ତର୍ଜାତୀୟସ୍ତରରେ ଖ୍ୟାତିନାମା ଅର୍ଜନ କରିଥିବା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବ୍ରିଟେନରେ ପ୍ରଥମ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ରାମେଶ୍ୱରମରେ ନୂତନ ପମ୍ବନ ରେଳ ସେତୁର ଉଦଘାଟନ କରିଛନ୍ତି। ଏହା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ରାଲିକୁ ସମ୍ବୋଧିତ କରିବା ସମୟରେ ଭାଷା ବିବାଦକୁ ଉଗ୍ର କରିବା ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ…
ପୁରୀ: ଶ୍ରୀମନ୍ଦିର ସେବାୟତଙ୍କ ଦାଦାଗିରି ବଢ଼ିଥିବା ଚର୍ଚ୍ଚା ହେଉଛି। ସେବାୟତମାନଙ୍କର ଶ୍ରୀମନ୍ଦିରରେ ଦୌରାତ୍ମ ବଢ଼ିଯାଇଥିବା ଭକ୍ତମାନେ ଅନେକ ସମୟରେ ଅଭିଯୋଗ ଆଣିଛନ୍ତି। ସେବାୟତମାନେ ଗଣମାଧ୍ୟମର ପ୍ରତିନିଧିଙ୍କୁ ମଧ୍ୟ ଛାଡୁ ନାହାନ୍ତି। ଆଜି ଅପରାହ୍ଣରେ ଗଣମାଧ୍ୟମର ପ୍ରତିନିଧିଙ୍କୁ ସେବାୟତମାନେ ପ୍ରାଣାନ୍ତକ ଆକ୍ରମଣ କରିଛନ୍ତି।…
ଭୁବନେଶ୍ୱର: ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆସନ୍ତାକାଲି (ସୋମବାର) ଏକ ବିଶାଳ ‘ଯୋଗ ମହୋତ୍ସବ’ ଆୟୋଜନ କରାଯିବ। ଏହି ସମାରୋହ ସହିତ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସର ୭୫ ଦିନିଆ ଅବଗଣନା ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର…
ଚେନ୍ନାଇ : ରବିବାର ରାମନବମୀ ଅବସରରେ ଉଦ୍ଘାଟିତ ହୋଇଛି ଭାରତର ପ୍ରଥମ ଭର୍ଟିକାଲ ଲିଫ୍ଟ ସି ବ୍ରିଜ। ତାମିଲନାଡୁ ଗସ୍ତ ଅବସରରେ ନୂଆ ପମ୍ବନ ବ୍ରିଜର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାମେଶ୍ବରମ-ତାମ୍ବରମ ନୂଆ ଟ୍ରେନ ସେବାକୁ ପତକା…
ଭୁବନେଶ୍ବର: କିଏ ଏହି ବାହ୍ୟ ଶକ୍ତି? କାହା କଥାରେ ଚାଲୁଛି ବିଜେଡି? ଓ୍ବାକଫ୍ ବିଲକୁ ବିଜେଡିର ବିରୋଧ ନେଇ, ସଭାପତି ନବୀନ ଘୋଷଣା କଲା ପରେ, କାହିଁକି ବିଲକୁ ସମର୍ଥନ ଜଣାଇଲେ ସସ୍ମିତ୍ ? ଏନେଇ ଚାଲିଛି ବିଜେଡି ଭିତରେ ତର୍ଜମା…
ଭୁବନେଶ୍ୱର : ପୁଣି ଲଘୁଚାପ ସମ୍ଭାବନା । ୪୮ ଘଣ୍ଟା ଭିତରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ଦକ୍ଷିଣପୂର୍ବ ବଙ୍ଗୋପସାଗରର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା…