ବଢିଲା ରାସନ ସହ ଆଧାର ଲିଙ୍କର ସମୟସୀମା
ଭୁବନେଶ୍ୱର: ବଢିଲା ରାସନ କାର୍ଡ ସହ ଆଧାର ଲିଙ୍କର ସମୟସୀମା । ବର୍ତ୍ତମାନ ସରକାର ଉପଭୋକ୍ତାଙ୍କୁ ରାସନକାର୍ଡରେ ଆଧାର ଲିଙ୍କ୍ କରିବା ପାଇଁ ୩ ମାସର ସମୟ ଦେଇଛନ୍ତି । କେନ୍ଦ୍ରୀୟ ଖାଦ୍ୟ, ସୁରକ୍ଷା ବିଭାଗ ଏକ ଅଧିସୂଚନାରେ କହିଛନ୍ତି ଏବେ…
ଭୁବନେଶ୍ୱର: ବଢିଲା ରାସନ କାର୍ଡ ସହ ଆଧାର ଲିଙ୍କର ସମୟସୀମା । ବର୍ତ୍ତମାନ ସରକାର ଉପଭୋକ୍ତାଙ୍କୁ ରାସନକାର୍ଡରେ ଆଧାର ଲିଙ୍କ୍ କରିବା ପାଇଁ ୩ ମାସର ସମୟ ଦେଇଛନ୍ତି । କେନ୍ଦ୍ରୀୟ ଖାଦ୍ୟ, ସୁରକ୍ଷା ବିଭାଗ ଏକ ଅଧିସୂଚନାରେ କହିଛନ୍ତି ଏବେ…
ଅଯୋଧ୍ୟା: ପବିତ୍ର ରାମନବମୀ । ପୂରା ଦେଶରେ ଉତ୍ସବର ମାହୋଲ । ରାମ ରସରେ ଡୁବିଲା ରାମନଗରୀ । ପ୍ରଭୁ ରାମଲଲାଙ୍କ ଜନ୍ମଦିନରେ ଅଯୋଧ୍ୟାରେ ଆନନ୍ଦ ଉଲ୍ଲାସ । ପୂର୍ବ ନୀତିନିର୍ଘଣ୍ଟ ଅନୁଯାୟୀ, ସକାଳ ସାଢ଼େ ୯ଟାରେ ରାମଲଲାଙ୍କ ସ୍ବତନ୍ତ୍ର ଅଭିଷେକ…
ଭୁବନେଶ୍ୱର : ଓଡ଼ିଶାର ୨୬ଟି ସଡ଼କ ଓ ୨ଟି ସେତୁ ପ୍ରକଳ୍ପକୁ ମଞ୍ଜୁର କଲେ କେନ୍ଦ୍ର ସରକାର । ପିଏମ ଜନମନ ଯୋଜନାରେ ସଡ଼କ ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଏହି ଯୋଜନାରେ ରାଜ୍ୟରେ ୬୩.୨୭୧ କିଲୋମିଟର ରାସ୍ତା ନିର୍ମାଣ କରାଯିବ…
ଭୁବନେଶ୍ବର: ଓ୍ବାକଫ୍ ବିଲ ନେଇ ବିଜେଡିର ମତ, ବଢାଇଛି ରାଜନୀତି ତାତି । ବିଜେଡିକୁ ନେଇ ଏବେ ଚାରିଆଡେ ଆଲୋଚନା । ଚାଲିଛି କ’ଣ ଦଳରେ? କାହିଁକି ମୁହଁ ଖୋଲୁନାହାନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ? ମନଇଚ୍ଛା କାମ କରୁଛନ୍ତି ଦଳୀୟ କର୍ମଚାରୀ…
ଭୁବନେଶ୍ବର: ପବିତ୍ର ଶ୍ରୀରାମ ନବମୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ…
ଭୁବନେଶ୍ୱର,୫।୪: ବିଜେଡିରେ ଓ୍ବକଫ ବିଲକୁ ନେଇ ଅସ୍ପଷ୍ଟ ନୀତି ଦଳ ଭିତରେ ଅସ୍ଥିରତା ସୃଷ୍ଟି କରିଛି। ଏହି ବିଲ ଶୁକ୍ରବାର ସକାଳେ ରାଜ୍ୟ ସଭାରେ ପାରିତ ହୋଇଥିବା ସମୟରେ ଦଳୀୟ ଏମ୍ପିଙ୍କ ମଧ୍ୟରେ ମତଭେଦ ଦେଖାଦେଇଛି। ଏହାରି ମଧ୍ୟରେ ବିଜେଡିକୁ ନେଇ…
ଭୁବନେଶ୍ୱର,୫।୪: ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ୧ କୋଟି ୩ ଲକ୍ଷ ପରିବାରକୁ ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳିଥିଲା। କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏ…
ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ରବିବାର ଠାରୁ ପ୍ରତିଷ୍ଠା ଦିବସ ପାଳନ କରିବ। ଏହି କାର୍ଯ୍ୟକ୍ରମ ଦୁଇଦିନ ଧରି ଚାଲିବ। ରାମନବମୀ ଥିବାରୁ ଏଥର ପ୍ରତିଷ୍ଠା ଦିବସ ଦୁଇ ଦିନ ଯାଏଁ ଜାରି ରହିବ। ଏଥି ସହିତ ଆସନ୍ତାକାଲି (ରବିବାର)…
ସୁରଟ: ୧୯ ବର୍ଷୀୟା ଯୁବତୀଙ୍କ ବଳାତ୍କାର ମାମଲାରେ କୋର୍ଟ ଦିଗମ୍ବର ଜୈନ ମୁନି ଶାନ୍ତିସାଗର ମହାରାଜଙ୍କୁ ୧୦ ବର୍ଷ ଜେଲଦଣ୍ଡ ଶୁଣାଇଛନ୍ତି। ସୁରଟ ସେସନ୍ସ କୋର୍ଟ ଶୁକ୍ରବାର ଶାନ୍ତିସାଗର ମହାରାଜଙ୍କୁ ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆଜି ଏହି ମାମଲାରେ…
ଲକ୍ଷ୍ନୌ: ୱାକଫ୍ ବୋର୍ଡ଼ ନେଇ ବଡ ବୟାନ ଦେଇଛନ୍ତି ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ସଂସଦରେ ୱାକଫ୍ ବିଲ୍ ପାରିତ ହେବା ପରେ ୱାକଫ୍ ବୋର୍ଡ଼ ନାଁରେ ଜମିକୁ ମନଇଚ୍ଛା ହଡପ କରୁଥିବା ଏବଂ ସାଧାରଣ ଜମିକୁ ଅକ୍ତିଆର କରୁଥିବା…