୫ଦିବସୀୟ ଯାତ୍ରାରେ ବାହାରିଲେ ପ୍ରଭୁ ଲିଙ୍ଗରାଜ
ଭୁବନେଶ୍ବର: ପବିତ୍ର ଅଶୋକାଷ୍ଟମୀ ଅବସରରେ ପ୍ରସିଦ୍ଧ ଏକାମ୍ରକ୍ଷେତ୍ରାଧୀଶ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ୫ଦିବସୀୟ ରଥଯାତ୍ରା ଶନିବାର ଠାରୁ ଆରମ୍ଭ ହୋଇଯାଇଛି। ଆଜି ଭୋର ସକାଳୁ ଆରମ୍ଭ ହୋଇଥିବା ବିଭିନ୍ନ ନୀତିକାନ୍ତି ପରେ ଅପରାହ୍ଣରେ ମହାପ୍ରଭୁଙ୍କ ରଥ ଗଡ଼ିଛି। ଭକ୍ତମାନେ ମଧ୍ୟ ମହାପ୍ରଭୁଙ୍କ ରଥକୁ…