Month: April 2025

‘ନ୍ୟାୟ ନ ମିଳିଲେ ଯାତ୍ରା ଜଗତରୁ ସନ୍ୟାସ ନେବି, ପ୍ରମାଣ ଦେଲେ ୩ ବର୍ଷ ବିନା ପାରିଶ୍ରମିକରେ ଅଭିନୟ କରିବି’

ଭୁବନେଶ୍ୱର,୧।୪: ଯାତ୍ରା ହାସ୍ୟ ଅଭିନେତା ନରି ପଣ୍ଡାଙ୍କୁ ମାଡ ଘଟଣାରେ ନୂଆ ମୋଡ଼ ନେଇଛି। ସେ ଥାନାରେ ଏତଲା ଦେଇ କହିଛନ୍ତି, କୌଣସି ପରିସ୍ଥିତିରେ ମାଡ ପରେ ତୁଳସୀରେ କାମ କରିବେ ନାହିଁ । ତେବେ ଜୀବନର ସୁରକ୍ଷା ପାଇଁ ବାଲିଚନ୍ଦ୍ରପୁର…

ବନକଲାଗି ନୀତି: ଆସନ୍ତାକାଲି ଜଗାଙ୍କୁ ୫ଘଣ୍ଟା ଦର୍ଶନ କରିପାରିବେନି ସାଧାରଣ ଦର୍ଶକ

ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଆସନ୍ତାକାଲି (ବୁଧବାର) ଅନୁଷ୍ଠିତ ହେବ। ଚୈତ୍ର, ଶୁକ୍ଲ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ…

ବିଫଳ ହେଲା ଯୋଜନା: ୧୩ ମାଓବାଦୀ ଗିରଫ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ପୁଲିସକୁ ମିଳିଛି ପୁଣି ସଫଳତା। ଆଜି ୧୩ ଜଣ ମାଓବାଦୀ ବିଜାପୁର ପୁଲିସ ଗିରଫ କରିଛି। ବିଜାପୁର ଜିଲ୍ଲା ପୁଲିସ ବିଭିନ୍ନ ଥାନା ଅଂଚଳରେ ଚଢାଉ କରାଯାଇ ଏମାନଙ୍କୁ ଗିରଫ କରାଯାଇଥିବା ପୁଲିସ କହିଛି। ଏମାନଙ୍କ ମଧ୍ୟରୁ…

ନକ୍ସଲବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ଜିଲ୍ଲା ସଂଖ୍ୟା ୬କୁ ହ୍ରାସ ପାଇଛି: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ନକ୍ସଲ ମୁକ୍ତ ଭାରତ ଗଠନ ଦିଗରେ ଏକ ବିଶାଳ ପଦକ୍ଷେପ ଗ୍ରହଣ କରି ଆମ ଦେଶ ବାମପନ୍ଥୀ ଉଗ୍ରବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଥିବା ଜିଲ୍ଲା ସଂଖ୍ୟା…

କାଲିଠୁ ଯୁକ୍ତ ଦୁଇ ଖାତାଦେଖା, ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୧ା୪: ଆସନ୍ତାକାଲି ଅର୍ଥାତ୍‌ ବୁଧବାରଠାରୁ +୨ ଖାତାଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା…

ରାଉରକେଲାରେ ସେକ୍ସ ରାକେଟ୍ ଠାବ: ୫ ମହିଳା ଉଦ୍ଧାର, ୫ ଦଲାଲ ଅଟକ

ରାଉରକେଲା: ସ୍ଥାନୀୟ ଜଗଦା ଅଞ୍ଚଳରେ ଏକ ବଡ଼ଧରଣର ସେକ୍ସ ରାକେଟ୍ ଠାବ କରିବାରେ ପୁଲିସ ସଫଳ ହୋଇଛି। ସେକ୍ସ ରାକେଟ ଚଳାଇବା ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୫ ଜଣ ଦଲାଲଙ୍କୁ ପୁଲିସ ଅଟକ ରଖିଛି। ଏହା ସହ ୫ ଜଣ…

ପ୍ରବଚନ ଦେବାବେଳେ ଟଳିପଡ଼ିଲେ ପ୍ରବଚକ

ଭଦ୍ରକ : : ଶ୍ରୀରାମ ନବମୀ ଉପଲକ୍ଷେ ନବରାତ୍ର ପାରାୟଣ ଚାଲିଥିଲା। ଏହି ଉପଲକ୍ଷେ ରାମଚରିତ ମାନସ ଉପରେ ପ୍ରବଚନ ଦେଉଥିବା ପ୍ରବଚକ ହଠାତ ଟଳିପଡିଥିଲେ। ସଂଜ୍ଞାହୀନ ଅବସ୍ଥାରେ ତାଙ୍କୁ ଭଦ୍ରକ ମେଡିକାଲ ନିଆଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା…

ଛତ୍ରପୁରରେ ୯୦ ତମ ପୁଲିସ ପ୍ରତିଷ୍ଠା ଦିବସ ପାଳିତ, ଉଲେଖନୀୟ କାର୍ଯ୍ୟ ପାଇଁ ୫ ପୁରସ୍କୃତ

ଛତ୍ରପୁର : ଛତ୍ରପୁର ପୁଲିସ ପଡିଆ ଠାରେ ୯୦ ତମ ପୁଲିସ ପ୍ରତିଷ୍ଠା ଦିବସ ପାଳନ ହୋଇଛି । ଗଞ୍ଜାମ ପୁଲିସ ଜିଲା ଏସପି ଶୁଭେନ୍ଦୁ ପାତ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ କହିଥିଲେ ଯେ ଆଜିର ଦିବସ ଓଡିଶା ପୁଲିସ…

ସୀମାନ୍ତ କୋଟିଆ ପଞ୍ଚାୟତ ସମୁଖରେ ପାଳନହେଲା ଓଡ଼ିଶା ଦିବସ

ପଟ୍ଟାଙ୍ଗି,୧।୪ : ଗତ କିଛିଦିନ ହେଲା କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତରେ ଆନ୍ଧ୍ର ଅନୁପ୍ରବେଶକୁ ନେଇ ଚର୍ଚ୍ଚା ଲାଗି ରହିଛି। ଏହାକୁ ନେଇ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁପଞ୍ଚାୟତ ସଦର ମହକୁମାରେ ଓଡ଼ିଶା ଦିବସ…

ଓଡ଼ିଆ ପକ୍ଷ ଓଡ଼ିଆଙ୍କ ପାଇଁ ସ୍ୱାଭିମାନ, ସଂସ୍କୃତି, ପରମ୍ପରା ଓ ଅସ୍ମିତାକୁ ନେଇ ପ୍ରେରଣାର ସମୟ ହେଉ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର : ଓଡ଼ିଆ ପକ୍ଷ ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି, ୧ ଏପ୍ରିଲ୍ ‘ଓଡ଼ିଶା ଦିବସ’ ଠାରୁ ୧୪ ଏପ୍ରିଲ୍ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ଏହି ୧୪ ଦିନ ଆମେ…