Month: April 2025

ଓଡ଼ିଶାର ସାମଗ୍ରିକ ବିକାଶ ହିଁ ମଧୁବାବୁଙ୍କର ସ୍ବପ୍ନ : ମୋହନ ମାଝୀ

ଭୁବନେଶ୍ୱର : ମଧୂବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ । ମଧୁସୂଦନ ଦାସଙ୍କ ୧୭୭ ଜନ୍ମଜୟନ୍ତୀ ଅବସରରେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଧୁବାବୁ ଥିଲେ ଓଡ଼ିଆ ଜାତିର ଗର୍ବ ଏବଂ ଗୌରବର ପ୍ରତୀକ। ଓଡ଼ିଶାର…

ଆଧ୍ୟାତ୍ମିକତା ଆଧାରରେ ଗୁଣାତ୍ମକ ଶିକ୍ଷାପ୍ରଦାନ କରୁଥିବା ଏକ ଅନନ୍ୟ ଅନୁଷ୍ଠାନ – ବିବେକାନନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର

ଭୁବନେଶ୍ୱର : ରାଜଧାନୀ ଉପକଣ୍ଠରେ ପ୍ରତିଷ୍ଠିତ ବିବେକାନନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୩୫ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ପୂର୍ବତନ ସାଂସଦ ତଥା ବିଶିଷ୍ଟ କବି ପ୍ରସନ୍ନ ପାଟ୍ଟଶାଣୀ ଯୋଗ ଦେଇ ତାଙ୍କର ଅଭିଭାଷଣରେ କହିଥିଲେ…

ଆରବ ସାଗରରେ ଭାରତୀୟ ନୌସେନାର ଯୁଦ୍ଧାଭ୍ୟାସ, ଘନଘନ କ୍ଷେପଣାସ୍ତ୍ର ପରୀକ୍ଷଣ ଜାରି

ପହଲଗାଓଁ ଆତଙ୍କବାଦୀ ଆକ୍ରମଣକୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ଭାରତୀୟ ନୌସେନା ନିଜର ଯୁଦ୍ଧାଭ୍ୟାସ ଚଳାଇଛି। ନୌସେନାର ଜାହାଜ, କ୍ଷେପଣାସ୍ତ୍ର ଏବଂ ଓ୍ବିପନ ସିଷ୍ଟମଗୁଡ଼ିକୁ ପରୀକ୍ଷଣ କରାଯାଉଛି। ଆରବ ସାଗରରେ ଘନଘନ କ୍ଷେପଣାସ୍ତ୍ର ପରୀକ୍ଷଣ…

ମୁଖ୍ୟମନ୍ତ୍ରୀଙ୍କ ନାଁରେ ଠକୁଥିଲେ ଯୁବକ, ଗିରଫ କଲା ପୋଲିସ

ରାଉରକେଲା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ରାଉରକେଲା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱରର ସଙ୍କଳ୍ପ ବିହାର ଅଞ୍ଚଳର ବାସିନ୍ଦା ଅମନ ପ୍ରଧାନ ବୋଲି…

ଭାରତୀୟ ଯବାନଙ୍କୁ ହସ୍ତାନ୍ତର ପାଇଁ ମନା କଲା ପାକିସ୍ତାନ

ଭୁଲବଶତଃ ପାକିସ୍ତାନ ସୀମାରେ ପ୍ରବେଶ କରିଥିବା ବିଏସଏଫ ଯବାନ ପୁର୍ନମ ସାହୁଙ୍କୁ ବନ୍ଦୀ ରଖିଛି ପାକିସ୍ତାନ। ଭାରତକୁ ହସ୍ତାନ୍ତର କରିବାକୁ ପାକ୍ ରେଞ୍ଜର୍ସ ମନା କରିଦେଇଛନ୍ତି। ପଞ୍ଜାବର ଫେରୋଜପୁର ଅଞ୍ଚଳରେ ବାଟ ଭୁଲିଯାଇଥିବା କିଛି କୃଷକଙ୍କୁ ବାଟ ଦେଖାଇ ନେଉଥିବାବେଳେ ପୁର୍ନମ…

ଆସନ୍ତାକାଲି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ

ଭୁବନେଶ୍ବର: କେନ୍ଦ୍ର ଏବଂ ରାଜ୍ୟରେ ବିଜେପି ସରକାର। କିନ୍ତୁ କେହି ସମ୍ବିଧାନ ମାନୁନାହାନ୍ତି। ଏଥିପାଇଁ ଆସନ୍ତାକାଲି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ। ସେ…

ଓଏସଏସସି ଏବଂ ଓପିଏସସି ପରିଚାଳିତ ପରୀକ୍ଷାରେ ତ୍ରୁଟି

ଭୁବନେଶ୍ବର : ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (OSSC) ଏବଂ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ସାମ୍ନାକୁ ଆସିଛି । ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ କର୍ତ୍ତୃପକ୍ଷ ତ୍ରୁଟି ସ୍ବୀକାର କରିବା ସହ ନୋଟିସ୍ ଜରିଆରେ ତ୍ରୁଟି ସ୍ବୀକାର କରିଛନ୍ତି ଓପିଏସସି…

ପାକିସ୍ତାନୀ ରାଜନେତାଙ୍କୁ ଜୋରଦାର ଟାର୍ଗେଟ କଲେ ଅଦନାନ ସାମି

ଶ୍ରୀନଗର: ଜମ୍ମୁ-କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସାରା ଦେଶ ଏବେ ବି ମର୍ମାହତ। ଏହି ଖବର ଶୁଣିବା ପରେ ବଲିଉଡ ଗାୟକ ଅଦନାନ ସାମି ମଧ୍ୟ ଗଭୀର ଭାବରେ ମର୍ମାହତ ହୋଇଥିଲେ। ଏହି ସମୟରେ, ସେ ପାକିସ୍ତାନୀ…

ଶ୍ୱଶୁର ଘରେ ଜ୍ୱାଇଁର ଉନ୍ମତ୍ତ କାଣ୍ଡ, ଶଳା ଆକ୍ରମଣରେ ଜ୍ୱାଇଁ ମୃତ

ଖୋର୍ଦ୍ଧା : ଜଟଣୀ ଇନ୍ଫୋଭେଲି ଥାନା ଗ୍ରାମଣ୍ଡିହ ଗ୍ରାମରେ ଅଘଟଣ । ଶ୍ୱଶୁର ଘରେ ଜ୍ୱାଇଁର ଉନ୍ମତ୍ତ କାଣ୍ଡ । ବିଳମ୍ବିତ ମଧ୍ୟରାତ୍ରି ସମୟରେ ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଓ ଶାଶୁକୁ ଆକ୍ରମଣ ପରେ ଶଳାର ପ୍ରତି ଆକ୍ରମଣରେ ଜ୍ୱାଇଁ ଦିବାକର…

ପୋଖରୀରେ ବୁଡ଼ି ଚାଲିଗଲା ୩ନାବାଳକଙ୍କ ଜୀବନ

ନୟାଗଡ଼: ରବିବାର ଘଟିଛି ଅଭାବନୀୟ ଘଟଣା । ଗୋଡ଼ିବିଡ଼ା ଗ୍ରାମରେ ପୋଖରୀରେ ବୁଡ଼ି ତିନି ଜଣ ନାବାଳକଙ୍କର ମୃତ୍ୟୁ ହୋଇଛି । ପୋଖରୀରେ ଗାଧୋଉଥିବାବେଳେ ତିନି ନାବାଳକ ବୁଡି ଯାଇଥିଲେ । ଖବରମୁତାବକ, ନୟାଗଡ଼ ଦଶପଲ୍ଲା ଗୋଡ଼ିବାଡ଼ି ଗାଁରେ ଏହି ଅଘଟଣ…