Month: April 2025

ସପା ସାଂସଦ ରାମଜୀଲାଲଙ୍କ ଉପରେ କରଣୀ ସେନାର ଆକ୍ରମଣ

ଲକ୍ଷ୍ନୌ : ସମାଜବାଦୀ ପାର୍ଟିର ରାଜ୍ୟସଭା ସାଂସଦ ରାମଜୀ ଲାଲ ସୁମନ ରବିବାର ଆଗ୍ରାରୁ ବୁଲନ୍ଦସହର ଯାଉଥିବା ବେଳେ ଆଲିଗଡ଼ରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ଗୋଭନା ଟୋଲ୍ ପ୍ଲାଜା ନିକଟରେ କରଣୀ ସେନା ସହିତ ଜଡିତ ଲୋକମାନେ…

ନଈରେ ପଡ଼ି ୨ ଯୁବକ ମୃତ, ଫଟୋ ଉଠାଉଥିବା ବେଳେ ଖସିପଡ଼ି ନିଖୋଜ ଥିଲେ

ଘଟଗାଁ : ନଈରେ ପଡ଼ି ୨ ଯୁବକ ମୃତ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ପାଟହରା ଗୁମ୍ଫା ନିକଟ ନଈରେ ପଡ଼ି ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି । ଯାଜପୁର ଜିଲ୍ଲାର ୪ ଜଣ ଯୁବକ ବୁଲିବାକୁ ଆସିଥିଲେ ।…

ଭାରସାମ୍ୟ ହରାଇ ପ୍ରୋଟେକ୍ସନ ୱାଲକୁ ପିଟିଲା ବାଇକ; ୨ ମୃତ, ଜଣେ ଗୁରୁତର

ଭଦ୍ରକ: ରାସ୍ତାକଡ ପ୍ରୋଟେକ୍ସନ ୱାଲରରେ ପିଟିହେଲା ବାଇକ୍ । ଘଟଣାରେ ୨ ଜଣଙ୍କର ମୃତ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ବନ୍ତ ଛକ ଓଭର ବ୍ରିଜ…

ରୁଷୀୟ ଜେନେରାଲଙ୍କୁ ହତ୍ୟା କରିଥିବା ୟୁକ୍ରେନର ଏଜେଣ୍ଟ ଗିରଫ

ମସ୍କୋ: ମସ୍କୋରେ ହୋଇଥିବା ବୋମା ବିସ୍ଫୋରଣ ମାମଲାରେ ରୁଷକୁ ବଡ଼ ସଫଳତା ମିଳିଛି। ମସ୍କୋ ବାହାରେ ଏକ କାର୍ ବୋମା ବିସ୍ଫୋରଣରେ ଜଣେ ରୁଷ ଜେନେରାଲଙ୍କୁ ହତ୍ୟା କରିଥିବା ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ରୁଷିଆର ଗୁଇନ୍ଦା ସେବା ଏ ବିଷୟରେ…

ପ୍ରଶାନ୍ତଙ୍କ ମୃତ୍ୟୁ ପରେ ତାଙ୍କ ନାଁରେ ଚାଲିଛି ମିଛ ଅନୁକମ୍ପା ଆଦାୟ

ବାଲେଶ୍ଵର: ଆମେ ଫଣ୍ଡ ରେଜ କରିବାକୁ କାହାକୁ କହିନାହୁଁ ଆଜ୍ଞା । ଯିଏ ବି ଫଣ୍ଡ ରେଜ କରୁଛନ୍ତି ଆମର ମତାମତ ନିଅନ୍ତୁ । ଆମ ଘରର କାହାର ମତାମତ ଏଯାଏଁ ନିଆଯାଇ ନାହିଁ । ଯିଏ ବି ସହୃଦୟ ବ୍ୟକ୍ତି…

ସୀମାନ୍ତରେ ବଡ ମାଓ ବଙ୍କର ଠାବ କଲେ ଯବାନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରୁ ପୁଣି ଏକ ମାଓ ବଙ୍କର ଠାବ କରିଛନ୍ତି ସୁରକ୍ଷାବାହିନୀ । ସୁକମା ସୀମାନ୍ତବର୍ତ୍ତୀ ଜଂଗଲରେ ନକ୍ସଲ ଲୁଚି ରହିବା ପାଇଁ ମାଓ ସଂଗଠନ ପକ୍ଷରୁ ଏହି ବଡ଼ ବଙ୍କର ନିର୍ମାଣ କରାଯାଇଥିଲା…

ହଠାତ ବନ୍ୟା ପରିସ୍ଥିତି ସୃଷ୍ଟି ହେବାପରେ ଭାରତକୁ ଦାୟୀ କଲା ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନ ଯୋଗୁଁ ପାକିସ୍ତାନକୁ ସବୁ ଦିଗରୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଭାରତ ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ କରିବା ପରେ ପାଣି ପାଇଁ ପାକିସ୍ତାନ ହନ୍ତସନ୍ତ ହୋଇଯିବ ବୋଲି କୁହାଯାଉଛି। ଗତ…

ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ

ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ । ୨୦୨୪ରେ ନଗମାଙ୍କ ଦୀର୍ଘ ମିଆଦୀ ଭିସା ଅବଧି ସରିଥିଲା । ସେ ଏକ୍ସିଟ୍ ପରମିଟ୍ ଆବେଦନ କରିଥିଲେ । ଅତଙ୍କୀ ଆକ୍ରମଣ ପରେ ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡ ନୋଟିସ୍…

ଗାଡି ଓଲଟି ଡ୍ରାଇଭର ସମେତ ୩ ଗୋରୁ ମୃତ; ୩୦ରୁ ଉର୍ଦ୍ଧ୍ବ ଗୋରୁ ଉଦ୍ଧାର

ଭଦ୍ରକ: ଭଦ୍ରକ ଜିଲ୍ଲା ଧୁସୁରି ଏବଂ ପୁରୁଣା ବଜାର ଥାନା ଅଞ୍ଚଳରେ ପୋଲିସର ନାକାବନ୍ଦି ବେଳେ ଧୁସୁରୀ ଥାନା ଅଞ୍ଚଳରେ ବେଆଇନ ଗୋରୁ ଚାଲାଣ ବେଳେ ଅଘଟଣ । ଓଳଟିଲା ବେଆଇନ ଗୋରୁ ଗାଡ଼ି । ଡ଼୍ରାଇଭର ସହ ୩ ଗୋରୁଙ୍କର…

କରାଚୀରେ ୧୪୪ ଧାରା ଜାରି: ଭାରତର ସମ୍ଭାବ୍ୟ ଆକ୍ରମଣ ପାଇଁ ପ୍ରସ୍ତୁତି

ଇସଲାମାବାଦ୍: ପହଲଗାମରେ ଆତଙ୍କବାଦୀ ଆକ୍ରମଣର ୫ଦିନ ପରେ ମଧ୍ୟ ପାକିସ୍ତାନ ଏକ ବଡ଼ ଆକ୍ରମଣର ଭୟ କରୁଛି। ଏହି ଭୟ ପାକିସ୍ତାନ ସରକାରଙ୍କ କାର୍ଯ୍ୟରେ ମଧ୍ୟ ଦୃଶ୍ୟମାନ ହେବାରେ ଲାଗିଛି। ଗୋଟିଏ ପଟେ ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରେ ଧାରା…