Month: May 2025

୫ ହଜାର କେଜି ବାରୁଦ ଲୁଟ୍ ମାମଲା: ବାରୁଦ ଗୋଦାମ ସିଲ୍

ସୁନ୍ଦରଗଡ଼: ଗତକାଲି କେ ବଲାଙ୍ଗ ଥାନା ବାଙ୍କୋ ଲଙ୍ଗଲକଟା ନିକଟ ଏକ ପଥର ଖଣିକୁ ବିସ୍ଫୋରକ ନେଇ ଯାଇଥିବା ବେଳେ ବନ୍ଧୁକ ମୁନରେ ମାଓବାଦୀ ସମସ୍ତ ବିସ୍ଫୋରକ ଲୁଟ୍ କରିନେଇଥିବା ଅଭିଯୋଗ ପରେ ବୁଧବାର ଘଟଣାସ୍ଥଳରେ ଆଇଜି ଏବଂ ଏସପି ବଡଗାଁ…

ବଡ଼ ବଡ଼ କଣ୍ଟେନରରେ ହାଇଦ୍ରାବାଦକୁ ହେଉଥିଲା ଗୋ’ ଚାଲାଣ: ୨୪୯ ଗାଈ ଉଦ୍ଧାର, ୨୨ଗିରଫ

କୋରାପୁଟ,୨୭।୫ : କୋରାପୁଟରେ ବେଆଇନ ଗୋ’ ଚାଲାଣ ବେଳେ ପୋଲିସ ପକ୍ଷରୁ ବ୍ୟାପକ ଚଢ଼ାଉ। ଏଥିରେ ୬ କଣ୍ଟେନର ସହ ୨୪୯ ଗାଈ ଉଦ୍ଧାର ହୋଇଥିବା ବେଳେ ସମ୍ପୃକ୍ତ ୨୨ ଜଣଙ୍କୁ ଗିରଫ କରାଯାଇଥିବା ଟାଉନ ଥାନା ଅଧିକାରୀ ପ୍ରକାଶ କରିଛନ୍ତି।…

ରଥ ଚକ କାର୍ଯ୍ୟ ଶେଷ ପର୍ଯ୍ୟାୟରେ

ପୁରୀ: ରଥ ନିର୍ମାଣର ୨୬ତମ ଦିବସ ସୁଦ୍ଧା ତିନି ରଥର ଚକ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଗତକାଲି ସୁଦ୍ଧା ତିନି ରଥର ୩୯ ଗୋଟି ଚକ ନିର୍ମାଣ ଶେଷ ହୋଇଥିଲା। ବାକି ତିନିରଥର ଶେଷ ଗୋଟିଏ ଗୋଟିଏ ଚକର…

ସିଆରପି ଭାବେ କାର୍ଯ୍ୟରତ ମହିଳାଙ୍କର ନଗ୍ନ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ସୁନ୍ଦରଗଡ଼: ଘର ଭିତରୁ ଜଣେ ମହିଳାଙ୍କ ଅର୍ଦ୍ଧ ନଗ୍ନ ମୃତଦେହ ଉଦ୍ଧାର ହୋଇଛି। ସୁନ୍ଦରଗଡ଼ ସଦର ଥାନା ନବରଙ୍ଗପୁରସ୍ଥିତ ଏକ ଘର ଭିତରୁ ମଙ୍ଗଳବାର ଦିନ ମହିଳାଙ୍କର ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ହେଲେ ସଂଯୁକ୍ତା କିଶାନ (୩୫)। ପାରିପାର୍ଶ୍ବିକ…

ଭୁଲ ଅଲଟ୍ରା ସାଉଣ୍ଡ ରିପୋର୍ଟ ପାଇଁ ଶିଶୁ ମୃତ, ମା ଗୁରୁତର

ଭଦ୍ରକ: ଭୁଲ୍ ଅଲଟ୍ରା ସାଉଣ୍ଡ ରିପୋର୍ଟ ପାଇଁ ଜଣେ ଶିଶୁର ମୃତ୍ୟୁ ହୋଇଥିବା ବେଳେ ମା ଗୁରୁତର ହୋଇଥିବାର ସୂଚନା ରହିଛି। ଏନେଇ, କାର୍ଯ୍ୟାନୁଷ୍ଠାନ ଓ କ୍ଷତିପୂରଣ ଦାବିରେ ପରିବାର ଲୋକଙ୍କ ପକ୍ଷରୁ ଭଦ୍ରକ ବାଇପାସ୍ ନିକରେ ଭଦ୍ରକ-ଚାନ୍ଦବାଲି ରାସ୍ତାରେ ରାସ୍ତାରୋକ…

ଜୁନ ୩ରେ କୋଟିଆ କମିଟିର ପ୍ରଥମ ବୈଠକ

ଭୁବନେଶ୍ବର: କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ସୀମାନ୍ତ କୋଟିଆ ଉପରେ ଆନ୍ଧ୍ରପ୍ରଦେଶ ନଜର ପକାଇଛି। ସ୍ଥାନୀୟ ଲୋକଙ୍କୁ ସବୁ ଯୋଜନାର ଲୋଭ ଦେଖାଇ ଆନ୍ଧ୍ର ପକାଇଛି ନଜର। ତେଣୁ କୋଟିଆକୁ ନେଇ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି। ଜୁନ ୩…

ବସ୍ତିରୁ ବାର୍‌ ସବୁଠି ମାତିଛନ୍ତି ବାଂଲାଦେଶୀ

ଭୁବନେଶ୍ୱରଳ,୨୭।୬: ବାଂଲାଦେଶୀ ଅନୁପ୍ରବେଶକାରୀ ପ୍ରସଙ୍ଗରେ ନଗର ଉନ୍ନୟନ ମନ୍ତ୍ରୀକୃଷ୍ଣଚନ୍ଦ୍ର ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦେଶର ସୁରକ୍ଷା ପାଇଁ ସରକାର ସଂକଳ୍ପବଦ୍ଧ। ଅନୁପ୍ରବେଶକାରୀ ରହୁଥିବା ସ୍ଥାନରେ ବିଭ୍ରାନ୍ତ ସୃଷ୍ଟି ହେଉଛି। ବାଂଲାଦେଶୀ ବିଶୃଙ୍ଖଳା ଓ ଦେଶ ପ୍ରତି ବିପଦ ତିଆରି…

ଦିଲ୍ଲୀରେ ରାଜନାଥଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜନାଥ ସିଂଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ଏକ ପ୍ରତିମୂର୍ତ୍ତି ଉପହାର ଦେଇଛନ୍ତି। ଦେଶ ଓ ରାଜ୍ୟର ସୁରକ୍ଷା ଏବଂ ବିକାଶ…

ଆତ୍ମସମର୍ପଣ କଲା ହାର୍ଡକୋର ମାଓବାଦୀ ବିଜୟ ପୁନେମ ଓରଫ ଅଜୟ

ରାୟଗଡା : ହାର୍ଡକୋର ମାଓବାଦୀ ବିଜୟ ପୁନେମ ଓରଫ ଅଜୟ ମଙ୍ଗଳବାର ରାୟଗଡା ଆରକ୍ଷୀ ଅଧିକ୍ଷକଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ବିଜୟର ଘର ଛତିଶଗଡ଼ ରାଜ୍ୟ ବାଟିଗୁଡା ଗ୍ରାମରେ ହୋଇଥିବା ବେଳେ ସେ ଦୀର୍ଘ ବର୍ଷ ହେବ ବାସଧରା-ଘୁମୂସର-ନାଗାବଳୀ ଡିଭିଜନର କ୍ୟାଡର…

ଖୋର୍ଦ୍ଧା- ବଲାଙ୍ଗୀର ନିର୍ମାଣାଧିନ ରେଳ ଟନେଲ, ୪୮ ଘଣ୍ଟା ନପୂରୁଣୁ ଆଉ ଏକ ଗର୍ତ୍ତ

ହରଭଙ୍ଗା : ଖୋର୍ଦ୍ଧା- ବଲାଙ୍ଗୀର ରେଳ ପ୍ରକଳ୍ପର ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଆଡ଼େଣିଗଡ଼ସ୍ଥିତ ନିର୍ମାଣଧୀନ ୪ ନମ୍ବର ରେଳ ସୁଡଙ୍ଗର କଖାରୁ ଫାଳ ନିକଟରେ ସୋମବାର ଉପରପାର୍ଶ୍ଵରୁ ଭୁଶୁଡି ପଡି ବଡ଼ ଧରଣର ଗର୍ତ୍ତ ସୃଷ୍ଟି ହୋଇଥିଲା। ଏହାର ୪୮…