ସେପ୍ଟିକ ଟାଙ୍କିରେ ସୁନା ଖୋଜୁଥିଲେ, ଚାଲିଗଲା ୪ ଜୀବନ
ନୂଆଦିଲ୍ଲୀ : ସେପ୍ଟିକ ଟାଙ୍କିରେ ସୁନା ଖୋଜିବା ସମୟରେ ଚାଲିଯାଇଛି ୪ ଜଣଙ୍କ ଜୀବନ। ରାଜସ୍ଥାନର ଜୟପୁର ସହରରେ ଏଭଳି ଏକ ଦୁର୍ଭାଗ୍ୟପୂର୍ଣ୍ଣ ଘଟଣା ଘଟିଛି। ଅନ୍ୟ ଦୁଇ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ ଦୁଇ ଜଣ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ…