ଚଳିତବର୍ଷ ଠାକୁରଙ୍କ ପହଣ୍ଡି ପାଇଁ ଏକ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରାଯିବ : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ
ପୁରୀ: ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପ୍ରତିକ୍ରିୟା । ଚଳିତବର୍ଷ ସ୍ନାନ ଯାତ୍ରା, ରଥଯାତ୍ରା, ବାହୁଡା଼ଯାତ୍ରା ସହିତ ସମସ୍ତ ବ୍ୟଵସ୍ଥାବଳୀକୁ ଅନୁମୋଦନ । ଠାକୁରଙ୍କ…