ଦେବୋତ୍ତର ଅଧୀନକୁ ଗଲା ଫତେଗଡ଼ ଶ୍ରୀରାମ ମନ୍ଦିର
ଭୁବନେଶ୍ୱର: ନୟାଗଡ଼ ଜିଲା ଫତେଗଡ଼ ମୌଜାରେ ଥିବା ଶ୍ରୀରାମ ମନ୍ଦିର ଦେବୋତ୍ତର ବିଭାଗ ଅଧୀନକୁ ଆସିଛି। ୨୦୨୪ ଜାନୁଆରୀ ୨୨ରେ ଅଯୋଧ୍ୟାରେ ଶ୍ରୀରାମ ମନ୍ଦିର ପ୍ରାଣପ୍ରତିଷ୍ଠା ସମୟରେ ଏଠାରେ ଶ୍ରୀରାମ ମନ୍ଦିରରେ ମର୍ୟ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମ, ଲକ୍ଷ୍ମଣ ଓ ଦେବୀ ସୀତାଙ୍କ…