୬ ଓଏଏସ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର: ଓଡ଼ିଶା ସରକାର ଆଉ ଛଅ ଜଣ ଓଏଏସ ଅଧିକାରୀଙ୍କୁ ନୂତନ ଦାୟିତ୍ୱ ଦେଇଛନ୍ତି। ଲୋପାମୁଦ୍ରା ମହାନ୍ତିଙ୍କୁ ସ୍କୁଲ ଏବଂ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବରେ ନିଯୁକ୍ତି ଦିଆଯାଇଛି। ଭୁବନେଶ୍ୱରରେ ଓୟୁଏଟିର ପୂର୍ବତନ ରେଜିଷ୍ଟ୍ରାର GA ଏବଂ PG ବିଭାଗରେ…