Month: May 2025

କ୍ରୁଟର ବଡ଼ ନିଷ୍ପତ୍ତି: ଏଣିକି ୫ ବର୍ଷ ଅଭିଜ୍ଞତା ନଥିଲେ ଆମ ବସ୍‌ ଡ୍ରାଇଭିଂ ମନା

ଭୁବନେଶ୍ୱର: ଗତ କିଛି ଦିନ ହେବ ଆମ ବସ୍ ଦ୍ୱାରା ଅନେକ ଦୁର୍ଘଟଣା ଘଟିଛି। ଫଳରେ ଅନେକ ଲୋକଙ୍କ ଜୀବନ ମଧ୍ୟ ଯାଇଛି। ଏନେଇ ବାରମ୍ବାର ଅଭିଯୋଗ…

ଇରାନ ପରମାଣୁ ବୋମା ତିଆରି କରିବାକୁ ଯାଉଛି : ଆଇଏଇଏ

ତେହେରାନ : ଇରାନରୁ ଆସୁଥିବା ରିପୋର୍ଟ ସାରା ବିଶ୍ୱର ଉତ୍ତେଜନାକୁ ପୁଣି ଥରେ ବୃଦ୍ଧି କରିଛି। ଜାତିସଂଘର ପରମାଣୁ ସୁରକ୍ଷା ସଂସ୍ଥା ଆଟମିକ୍ ଏନର୍ଜି ଏଜେନ୍ସି (ଆଇଏଇଏ)ର…

ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି, ଭୟଭୀତ ନ ହେବାକୁ କହିଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର : ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି । ଗତକାଲି ରାଜ୍ୟରେ କୋଭିଡ ପଜିଟିଭଙ୍କ ସଂଖ୍ୟା ୫ ରହିଥିଲା । ଏବେ ଆଉ ଦୁଇ କୋଭିଡ…

ବିଳମ୍ବରେ ଅଫିସ ଆସିବାରୁ ୧୫ ଜଣଙ୍କ ଦରମା ବନ୍ଦ କଲେ କଟକ ଉନ୍ନୟନ କର୍ତ୍ତୃପକ୍ଷ

କଟକ: ସରକାରୀ କର୍ମଚାରୀଙ୍କୁ ତାଗିଦ୍ କଲେ କଟକ ଉନ୍ନୟନ କର୍ତ୍ତୃପକ୍ଷ। ଏଣିକି ଅଫିସରେ ଡେରିରେ ପହଞ୍ଚିଲେ ହୋଇ ପାରେ ଦରମା ବନ୍ଦ। ବିଳମ୍ବରେ ଅଫିସ ଆସୁଥିବା ସିଡିଏର…

ଆମେ କେବେ ମୁଣ୍ଡ ନୁଆଁଇବୁ ନାହିଁ,ସିନ୍ଧୁ ଜଳ ଚୁକ୍ତି ପାକିସ୍ତାନ ପାଇଁ ଲକ୍ଷ୍ମଣରେଖା: ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ: ପାକିସ୍ତାନ ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ପୁଣି ଥରେ ଭାରତ ବିରୋଧରେ କଠୋର କଥା କହିଛନ୍ତି। ସେ କହିଛନ୍ତି ଯେ, ସିନ୍ଧୁ ଜଳ…

ଓପିଏସସିଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା, ଓପିଏସସିରେ ଅଛନ୍ତି କିଛି ଅହଂକାରୀ ବ୍ୟକ୍ତି

ଭୁବନେଶ୍ୱର : ଓଡ଼ିଶା ଲୋକସେବା ଆୟୋଗ-ଓପିଏସସିଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା । ଓପିଏସସିରେ ଅଛନ୍ତି କିଛି ଅହଂକାରୀ ବ୍ୟକ୍ତି । କମିଶନ ଖୁବ ଜିଦଖୋର । ନିଜକୁ ବହୁତ…

ପ୍ରାକୃତିକ ବିପର୍ଯ୍ୟୟର କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ କ୍ଷତିପୂରଣ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ସଅଳ ଆସିଲା ମୌସୁମୀ। ସେହିପରି ଲଘୁଚାପ ଯୋଗୁଁ ଅଦିନିଆ ବର୍ଷା ହୋଇଛି। ଏହି ଅଦିନିଆ ବର୍ଷା ଯୋଗୁଁ ହୋଇପାରେ ଚାଷୀଙ୍କ ବଡ଼ କ୍ଷତି।…

ଗିରଫ ହେଲେ କୁବେର ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ

ଭୁବନେଶ୍ୱର : ଗିରଫ ହେଲେ କୁବେର ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ ।  ଆଜି ଚାକିରିରୁ ରିଟାୟର୍ଡ କରିଥାନ୍ତେ ।  ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ଗ୍ରାମ୍ୟ…

ବ୍ରହ୍ମପୁର ଆର୍ ଆଣ୍ଡ ବି ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ଼୍

ବ୍ରହ୍ମପୁର: ଆର ଆଣ୍ଡ ବି (R&B) ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆର୍ ଆଣ୍ଡ ବିର…