ପହଲଗାଓଁ ଆକ୍ରମଣକୁ ପୁରିଲା ମାସେ, କୁଆଡେ ଗଲେ ୩ଆତଙ୍କୀ
ନୂଆଦିଲ୍ଲୀ : ଦିନ ଥିଲା ଏପ୍ରିଲ ୨୨ । ପହଲଗାଓଁର ଶାନ୍ତ ପରିବେଶରେ ପ୍ରିୟଜନଙ୍କ ସହିତ ବୁଲିବାର ମଜା ଉଠାଉଥିଲେ ପର୍ଯ୍ୟଟକ । ହେଲେ ହଠାତ ଆତଙ୍କୀଙ୍କ ଗୁଳିରେ ରକ୍ତରେ ଲାଲ୍ ହୋଇଯାଇଥିଲା ସେଠାକାର ମାଟି ମା । ଭାରତର ମିନି…
ନୂଆଦିଲ୍ଲୀ : ଦିନ ଥିଲା ଏପ୍ରିଲ ୨୨ । ପହଲଗାଓଁର ଶାନ୍ତ ପରିବେଶରେ ପ୍ରିୟଜନଙ୍କ ସହିତ ବୁଲିବାର ମଜା ଉଠାଉଥିଲେ ପର୍ଯ୍ୟଟକ । ହେଲେ ହଠାତ ଆତଙ୍କୀଙ୍କ ଗୁଳିରେ ରକ୍ତରେ ଲାଲ୍ ହୋଇଯାଇଥିଲା ସେଠାକାର ମାଟି ମା । ଭାରତର ମିନି…
ମୁମ୍ବଇ: ବଲିଉଡ଼ ସୁପରଷ୍ଟାର ସଲମାନ ଖାନଙ୍କ ସୁରକ୍ଷାରେ ବଡ଼ ତ୍ରୁଟି ପରିଲକ୍ଷିତ ହୋଇଛି। ଦୁଇ ଦିନ ମଧ୍ୟରେ ଦୁଇଜଣ ଅଜଣା ବ୍ୟକ୍ତି ସଲମାନ ଖାନଙ୍କ ଘରେ ପ୍ରବେଶ କରିବାକୁ ଉଦ୍ୟମ କରିଛନ୍ତି। ପୂର୍ବରୁ ମେ’ ୨୦ ତାରିଖରେ ଜଣେ ବ୍ୟକ୍ତି ସଲମାନ…
ଜମ୍ମୁ-କଶ୍ମୀର,(୨୨।୫): କିରୁ ହାଇଡ୍ରୋ ପ୍ରୋଜେକ୍ଟ ଦୁର୍ନୀତି ମାମଲାରେ ଜମ୍ମୁ-କଶ୍ମୀର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ନାଁରେ ଗୁରୁବାର ସିବିଆଇ ଚାର୍ଜସିଟ ଦାଖଲ କରିଛି। ଏପରିକି ସିବିଆଇ ସତ୍ୟପାଲଙ୍କ ୨ ବ୍ୟକ୍ତିଗତ ସଚିବ ଏବଂ ଅନ୍ୟ ୪ ଜଣଙ୍କ ନାଁରେ ମଧ୍ୟ ଚାର୍ଜସିଟ…
ନୂଆଦିଲ୍ଲୀ, ୨୨।୫: ସୁପ୍ରିମକୋର୍ଟ ତାମିଲନାଡୁର ରାଜ୍ୟ ପରିଚାଳିତ ମଦ ସଂସ୍ଥା ତାମିଲନାଡୁ ଷ୍ଟେଟ ମାର୍କେଟିଂ କର୍ପୋରେସନ (ଟାସମାକ) ସହ ଜଡ଼ିତ ଅଭିଯୁକ୍ତ ମଦ ଦୁର୍ନୀତି ମାମଲାରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି)ର ତଦନ୍ତ ଓ ଚଢ଼ାଉ ଉପରେ ଅସ୍ଥାୟୀ ରୋକ ଲଗାଇଛନ୍ତି। ପ୍ରଧାନ…
ନୂଆଦିଲ୍ଲୀ: ବେଶ କିଛିବର୍ଷ ବନ୍ଦ ରହିବା ପରେ ଏବର୍ଷ ପୁଣି ଥରେ ଆରମ୍ଭ ହେଉଛି ପ୍ରସିଦ୍ଧ କୈଳାଶ ମାନସରୋବର ଯାତ୍ରା । ଏଥର ଭାରତରୁ ୭୫୦ ଜଣ ତୀର୍ଥଯାତ୍ରୀଙ୍କୁ ଏହି ଯାତ୍ରା ପାଇଁ ଚୟନ କରାଯାଇଛି । ୨୦୨୦ରେ କୋଭିଡ ମହାମାରୀ…
ନୂଆଦିଲ୍ଲୀ : ଭାରତ ବିରୋଧରେ ପାକିସ୍ତାନକୁ ସମର୍ଥନ କରୁଥିବା ତୁର୍କୀକୁ ଏକ କଡ଼ା ବାର୍ତ୍ତା ଦେଇଛି । ତୁର୍କୀକୁ ଭାରତ କହିଛି ଯେ ପାକିସ୍ତାନକୁ କୁହ ସେ ଆତଙ୍କବାଦକୁ ସମର୍ଥନ କରିବା ବନ୍ଦ କରୁ। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ…
ଭୁବନେଶ୍ବର : ଆସୁଛି ଲଘୁଚାପ ! ମେ’ ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତା’ର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ଦୁଇ ଦିନ ଏହା ଆହୁରି ଅଧିକ ଘନୀଭୂତ…
ନୂଆଦିଲ୍ଳୀ: ଗତ କିଛି ଦିନ ହେବ ଭାରତୀୟ ସେୟାର୍ ବଜାର ଉପର ମୁହାଁ ହୋଇଥିବା ବେଳେ ଗତ ଦୁଇ ଦିନ ହେବ ପୁଣି ନିମ୍ନଗାମୀ ହୋଇଛି। ବୁଧବାର ଦିନ ଘରୋଇ ଷ୍ଟକ୍ ବଜାର ଗଭୀର ନାଲି ରଙ୍ଗରେ ଖୋଲିଥିଲା। ମଙ୍ଗଳବାରର ଲାଭ…
ଜୟପୁର : ଏବେ ମୋଦିର ଧମନିରେ କେବଳ ରକ୍ତ ନୁହେଁ, ବରଂ ଗରମ ସିନ୍ଦୂର ପ୍ରବାହିତ ହେଉଛି…….ଏକଥା ଆଜି ପ୍ରଧାନମନ୍ତ୍ରୀ ମୋଦି ନିଜେ କହିଛନ୍ତି। ରାଜସ୍ଥାନର ବିକାନେରରେ ଆୟୋଜିତ ଗୋଟିଏ ରାଲିରେ ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଉପରେ ମନଇଚ୍ଛା ବର୍ଷିଛନ୍ତି। ସେ…
ଭୁବନେଶ୍ବର: ସ୍ଥଗିତ ରହିଲା ପଞ୍ଚାୟତ ଉପନିର୍ବାଚନ। ମୌସୁମୀ ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରହିଥିବା ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ସନ୍ତୋଷ କୁମାର ଦାଶ । ଆସନ୍ତା ଜୁନ୍ ୨୩ ତାରିଖରେ ହୋଇଥାଆନ୍ତା ପଞ୍ଚାୟତ ଉପନିର୍ବାଚନ । ଏନେଇ…