ଭଡାରେ ଲାଗିଥିବା ସରକାରୀ କ୍ୱାର୍ଟର୍ସରୁ ଉଚ୍ଛେଦ
ଭୁବନେଶ୍ୱରରେ ଭଡାରେ ଲାଗିଥିବା ସରକାରୀ କ୍ୱାର୍ଟର୍ସରୁ ଉଚ୍ଛେଦ କରାଯାଇଛି । ୟୁନିଟ୍-୨ ଅଞ୍ଚଳରେ ଜବରଦଖଲ କ୍ୱାର୍ଟର୍ସରୁ ଉଚ୍ଛେଦ କରିଛି ସ୍କ୍ୱାଡ୍ । ଲଗାତାର ଦ୍ୱିତୀୟ ଦିନରେ ମିଳିତ ସ୍କ୍ୱାଡ୍ ପକ୍ଷରୁ ଉଚ୍ଛେଦ ଜାରି ରହିଛି । ଏପର୍ଯ୍ୟନ୍ତ ୯୦ କ୍ୱାର୍ଟର୍ସ ବେଆଇନ…