Month: May 2025

ବିଲ୍ଡରଙ୍କ ଠାରୁ ଲାଞ୍ଚ ନେଇ ୨ ପୋଲିସ ନିଲମ୍ବିତ

ସମ୍ବଲପୁର:ଜଣେ ନିର୍ମାଣକାରୀଙ୍କଠାରୁ ଲାଞ୍ଚ ନେବା ଅଭିଯୋଗରେ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶରେ ଦୁଇ ପୋଲିସ ଅଧିକାରୀଙ୍କୁ ନିଲମ୍ବିତ ହୋଇଛନ୍ତି । ମଙ୍ଗଳବାର ସମ୍ବଲପୁର ଟାଉନଥାନାର ପୂର୍ବତନ ଥାନା ଅଧିକାରୀ ରଞ୍ଜନ ବିଶ୍ବାଳ ଓ ସବ ଇନସ୍ପେକ୍ଟର ଅଭିଷେକ ପ୍ରଧାନ ସସପେଣ୍ଡ ହୋଇଛନ୍ତି ।…

ଉତ୍କଳ ମୋଟର୍ସର ପୁରାତନ କର୍ମଚାରୀମାନଙ୍କ ଗ୍ରୁପ ‘ବଣ୍ଡିଂ ଟାଇମ ଗ୍ରୁପ’ ବନ୍ଧୁମିଳନ

କଟକ : ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଉତ୍କଳ ମୋଟର୍ସର ପୁରାତନ କର୍ମଚାରୀମାନଙ୍କର ଏକ ଗ୍ରୁପ ‘ବଣ୍ଡିଂ ଟାଇମ ଗ୍ରୁପ’ର ବନ୍ଧୁମିଳନ ଗତ ରବିବାର ଦିନ ଦୋଳ ମୁଣ୍ଡାଇସ୍ଥିତ ଜଗନ୍ନାଥ ହୋଟେଲ ପରିସରରେ ମହା ସମାରହରେ ପାଳିତ ହୋଇଯାଇଛି | ମିହିର ମହାପାତ୍ରଙ୍କ…

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ୧୪ ହଜାର ଶିଶୁ ମୃତ୍ୟୁବରଣ କରିବେ!

ନ୍ୟୁୟର୍କ: ଇସ୍ରାଏଲୀ ସେନା ଗାଜାରେ ଏକ ନୂତନ ବଡ଼ ଧରଣର ସ୍ଥଳ ସାମରିକ ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି। ଜାତିସଂଘ ଚେତାବନୀ ଦେଇଛି ଯେ, ଯଦି ଗାଜାର ଯୁଦ୍ଧ ପ୍ରଭାବିତ ଅଞ୍ଚଳକୁ ଅଧିକ ସହାୟତା ପହଞ୍ଚା ନ ଯାଏ, ତେବେ…

ଆସିବ ନୂଆ ୨୦ ଟଙ୍କିଆ ନୋଟ୍

ମୁମ୍ବାଇ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଘୋଷଣା ଅନୁଯାୟୀ ଖୁବ୍ ଶୀଘ୍ର ନୂତନ ୨୦ ଟଙ୍କିଆ ନୋଟ୍ ଜାରି ହେବାକୁ ଯାଉଛି। ତେବେ ଏବେ ପ୍ରଚଳିତ ୨୦ ଟଙ୍କିଆ ନୋଟଗୁଡ଼ିକ ବୈଧ ରହିବ । ଆରବିଆଇ ପକ୍ଷରୁ ମଙ୍ଗଳବାର ଜାରି ସୂଚନା…

ଜ୍ୟୋତି ମଲହୋତ୍ରାଙ୍କ ସମସ୍ତ ଫଟୋକୁ ଘର କାନ୍ଥରୁ ହଟାଇଦେଲେ ପରିବାର ଲୋକେ

ଚଣ୍ଡିଗଡ: ନିଜ ଘରୁ ଜ୍ୟୋତିଙ୍କୁ ଝଟକା । ଘରୁ କଢାଗଲା ଜ୍ୟୋତିଙ୍କ ଫଟୋ । କାନ୍ଥରେ ଲାଗିଥିବା ସବୁ ଫଟୋକୁ ହଟାଇଦେଲେ ପରିବାର ଲୋକେ । ନିଜ ରୁମ ସହ ଘରର ବିଭିନ୍ନ ସ୍ଥାନରେ ଲାଗିଥିବା ଜ୍ୟୋତି ମଲହୋତ୍ରାଙ୍କ ଫଟୋକୁ ହଟାଇ…

ଅଣଓଡ଼ିଆ ଠିକାଦାରଙ୍କ ହାତରେ ପାନୀୟଜଳ ପ୍ରକଳ୍ପ: ଅଧାରେ ଆଣ୍ଠେଇଛି ଯୋଜନା

ଭୁବନେଶ୍ବର: ରାଜ୍ୟରେ ପାନୀୟଜଳ ସଙ୍କଟ ଦିନକୁ ଦିନ ଉତ୍କଟ ହେବାରେ ଲାଗିଛି। ଅନ୍ୟପକ୍ଷରେ ଶହଶହ ‌କୋଟି ଟଙ୍କାର ବୃହତ୍ ପାନୀୟଜଳ ପ୍ରକଳ୍ପ ବର୍ଷବର୍ଷ ହେଲା ଅଧାରେ ଆଣ୍ଠେଇଛି। ସବୁଠୁ ବଡ଼ କଥା ହେଲା, ଅଣଓଡ଼ିଆ ଠିକାଦାରଙ୍କ ମର୍ଜିରେ ପାନୀୟଜଳ ପ୍ରକଳ୍ପ ଚାଲିଛି।…

ଆର୍‌ଜିଏଚ୍‌ର ନକଲି ଡାକ୍ତରଙ୍କୁ ଆଜୀବନ ଜେଲ୍‌

ରାଉରକେଲା: ରାଉରକେଲା ସରକାରୀ ଡାକ୍ତରଖାନା (ଆର୍‌ଜିଏଚ୍‌)ରୁ ଗିରଫ ନକଲି ଡାକ୍ତର ମାମଲାର ରାୟ ଆଜି ପ୍ରକାଶ ପାଇଛି। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଶର୍ମିଷ୍ଠା ପାଢ଼ୀ ଅଭିଯୁକ୍ତ ନକଲି ଡାକ୍ତର ପଦ୍ମନାଭମୁଖୀ କାରୁଆ (୫୩)ଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ…

ସାମ୍ନାକୁ ଆସିଲା ଜ୍ୟୋତି, ପ୍ରିୟଙ୍କାଙ୍କ ପୁରୀ ହୋଟେଲର ଭିଡିଓ

ପୁରୀ,୨୦।୫:ପୁରୀ ବୁଲିବାକୁ ଆସିଥିବା ସମୟରେ ଏକ ହୋଟେଲ୍‌ରେ ରହୁଥିଲେ ପକ୍‌-ସ୍ପାଏ ଜ୍ୟୋତି ମାଲହୋତ୍ରା। ଏବେ ସାମ୍ନାକୁ ଆସିଲା ଭିଡିଓ। ହୋଟେଲରେ କଣ କରୁଥିଲେ ଜ୍ୟୋତି ତାହା ମଧ୍ୟ ଦେଖିବାକୁ ମିଳିଛି। ଜ୍ୟୋତି ଓ ପ୍ରୟଙ୍କା ଏକ ହୋଟେଲ୍‌ରେ ରହିଥିଲେ। ହୋଟେଲ୍‌ରେ ଶୋଇ…

ଲେଫ୍ରିପଡ଼ାର ପୂର୍ବତନ ବିଡିଓ ସୁବାସ ଚନ୍ଦ୍ର ମିଶ୍ରଙ୍କୁ ୫୦ ହଜାର ଟଙ୍କା ଜରିମାନା ଓ ୨ ବର୍ଷ କାରାଦଣ୍ଡାଦେଶ

ସୁନ୍ଦରଗଡ଼: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଲେଫ୍ରିପଡ଼ାର ପୂର୍ବତନ ବିଡିଓ ସୁବାସ ଚନ୍ଦ୍ର ମିଶ୍ରଙ୍କୁ ୫୦ ହଜାର ଟଙ୍କା ଜରିମାନା ଓ ୨ ବର୍ଷ କାରାଦଣ୍ଡାଦେଶ ଶୁଣାଇଛନ୍ତି ନ୍ୟାୟାଳୟ। ତାଙ୍କୁ କଟକର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ‌ଏଭଳି ଦଣ୍ଡବିଧାନ କରିଛନ୍ତି। ସୂଚନାଯୋଗ୍ୟ,…

ସୁଶାନ୍ତ ନାୟକ ହତ୍ୟା ମାମଲା: ୫ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ, ୨୫ ହଜାର ଜରିମାନା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ବହୁଚର୍ଚ୍ଚିତ ସୁଶାନ୍ତ ନାୟକଙ୍କ ହତ୍ୟା ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍‌-୨ ରାୟ ଶୁଣାଇଛନ୍ତି। ମଙ୍ଗଳବାର କୋର୍ଟଙ୍କ ରାୟ ପ୍ରକାଶ ପାଇଛି। ଏହି ମାମଲା ସହିତ ସଂପୃକ୍ତ ପାଞ୍ଚ ଜଣ ଦୋଷୀଙ୍କୁ କୋର୍ଟ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି।…