Month: May 2025

ଚାକିରି କରାଇଦେବାକୁ କହି ଚୂନା, ୬୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଜଣେ ଗିରଫ

ଭୁବନେଶ୍ୱର : ଚାକିରି କରାଇଦେବାକୁ କହି ଚୂନା । ୬୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଜଣେ ଗିରଫ । ସଂଯୋଗ କନସଲଟାନସିର ମୁଖ୍ୟ ଶୋଭନ ରଞ୍ଜନ ବେହେରାଙ୍କୁ ଗିରଫ କଲା ପୋଲିସ। ଗତ ମାର୍ଚ୍ଚ ୨୩ ତାରିଖରେ ନୟାପଲ୍ଲୀ ଥାନାରେ…

ପୁରୀରେ ବିଭତ୍ସ ହତ୍ୟାକାଣ୍ଡ, ଜଣେ ଗିରଫ

ପୁରୀ: ବାସେଳି ସାହି ଥାନା ଅଧୀନ ମଶାଣି ଚଣ୍ଡୀ ଛକ ରାସ୍ତାରେ ଘଟିଛି ବୀଭତ୍ସ ହତ୍ୟା । ମଶାଣି ଚଣ୍ଡୀ କମିଟି ସମ୍ପାଦକ ୪୫ ବର୍ଷୀୟ କୁନା ବେହେରାଙ୍କୁ ଲଙ୍କାଗୁଣ୍ଡ ମାଡ଼କରି ଅତି ବୀଭତ୍ସ ଭାବେ ହାଣି ହତ୍ୟା କରାଯାଇଛି ।…

ଆହୁରି ଥରିବ ପାକିସ୍ତାନ, ମୋଦୀ ସରକାର ବଢାଇବେ ପ୍ରତିରକ୍ଷା ବଜେଟ୍‍

ପାକିସ୍ତାନ ବିରୋଧରେ ଅପରେସନ ସିନ୍ଦୂରର ସଫଳତା ପରେ ବଢିପାରେ ପ୍ରତିରକ୍ଷା ବଜେଟ । ଭାରତୀୟ ସେନାକୁ ଅଧିକ ସଶକ୍ତ କରିବା ଲାଗି ମୋଦୀ ସରକାର ପ୍ରତିରକ୍ଷା ବଜେଟକୁ ୫୦ହଜାର କୋଟିକୁ ବୃଦ୍ଧି କରିପାରନ୍ତି । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ…

ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିସାନ ଫାର୍ମ ହାଉସ୍, ସିଲ ପରେ ଆରମ୍ଭ ହେଲା ପ୍ରକ୍ରିୟା

ଭୁବନେଶ୍ୱର: ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିସାନ ଫାର୍ମ ହାଉସ୍ । ସିଲ ପରେ ଆରମ୍ଭ ହେଲା ପ୍ରକ୍ରିୟା । କେନ୍ଦୁଝର ଜିଲ୍ଲା ଗୋପାଳପୁର ମୌଜାରେ ୧୧ ଏକର ପରିମିତ ଜମିରେ ଗଢି ଉଠିଥିବା ରାଜା ଚକ୍ରର ଫାର୍ମ ହାଉସ୍ ଉପରେ…

ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଏକାକୀ ସରକାର କରିବା ପରେ ଏବେ ଏକ ବର୍ଷ ପୁରା ହେବାକୁ ଯାଉଛି। ବିଜେପି ଓଡ଼ିଶାରେ ପ୍ରଥମଥର ପାଇଁ ସରକାର କରିଥିବା ବେଳେ ସରକାର ବଡ ଧୁମଧାମରେ ଏକ ବର୍ଷ ପୃର୍ତ୍ତୀ ପାଳନ କରିବେ। ଆଉ…

୪୮ ଘଣ୍ଟାରେ ନିପାତ ହୋଇଛନ୍ତି ୬ ଆତଙ୍କୀ; ସେନା

ଜାମ୍ମୁ-କାଶ୍ମୀରରେ ବିଗତ ୪୮ ଘଣ୍ଟା ମଧ୍ୟରେ ୬ ଜଣ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଭାରତୀୟ ସେନା ୨ଟି ଆତଙ୍କବାଦୀ ବିରୋଧୀ ଅଭିଯାନକୁ ସଫଳତାର ସହ ଶେଷ କରିବା ସହିତ ୬ ଆତଙ୍କୀଙ୍କୁ ନିପାତ କରିଥିବା ସେନା ପକ୍ଷରୁ ଶୁକ୍ରବାର ଏକ ସାମ୍ବାଦିକ…

ବଜ୍ରପାତରେ ଗଲା CRPF ଯବାନଙ୍କ ଜୀବନ, ଅନ୍ୟ ୪ ଯବାନ ଗୁରୁତର

ରାଉରକେଲା: ବଜ୍ରପାତରେ ଗଲା CRPF ଯବାନଙ୍କ ଜୀବନ। ରାଉରକେଲାରେ CRPF-୨୬ ବାଟାଲିଅନ ଅଧିକାରୀ ଏମ ପ୍ରବୋ ସିଂଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୪ ଯବାନ ଗୁରୁତର ହୋଇଛନ୍ତି । ନକ୍ସଲ ଦମନ ପାଇଁ କମ୍ବିଂ ଅପରେସନ ବେଳେ ବଜ୍ରପାତ ହୋଇଥିଲା…

ଜେଇଙ୍କ ସନ୍ଦେହଜନକ ମୃତ୍ୟୁ; କାରରୁ ମିଳିଲା ମୃତଦେହ

ବରଗଡ:କାର ଭିତରେ ଜେଇଙ୍କ ସନ୍ଦେହଜନକ ମୃତ୍ୟୁ । କାର ଭିତରୁ ବରପାଲି ବ୍ଲକ୍ ର ଜେଇ ଚନ୍ଦ୍ରଶେଖର ଝାଡ଼ିଆଙ୍କ ମୃତଦେହ ଉଦ୍ଧାର ହୋଇଛି । ସେ ବରଗଡ ବରପାଲିର ହଳଦୀ ପାଳିଛକରେ ଗାଡିରେ ଏସି ଲଗାଇ ଶୋଇପଡିଥିଲେ । ତେବେ ଛିଡା…

ଭାରତକୁ ସମର୍ଥନ କଲା ତାଲିବାନ

ପହଲଗାଓଁ ଆକ୍ରମଣ ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା । ସରକାରଙ୍କ ପକ୍ଷରୁ ଅପରେସନ ସିନ୍ଦୂର ଜରିଆରେ ଆତଙ୍କୀଙ୍କ ଆଡ୍ଡା ଧ୍ୱଂସ କରିବା ସହ ଅନେକ ଆତଙ୍କୀଙ୍କୁ ନିପାତ କରାଯାଇଛି । ଏହି ସମୟରେ ଚୀନ ଓ ତୁର୍କୀ ଭଳି…

ମାମୁଁ ଘର ଅଗଣା କୂଅରୁ ମିଳିଲା ଭଣଜାର ମୃତଦେହ

ଦାରିଙ୍ଗବାଡ଼ି: ଭେଣ୍ଡିଆ ପୁଅର ମର ଶରୀରକୁ ଧରି କାନ୍ଦି କାନ୍ଦି ଲୋଟି ପଡୁଛନ୍ତି ପରିବାର ଲୋକେ । ଏତିକି କେମିତି ତାଙ୍କର ମୃତ୍ୟୁ ହେଲା କେହି ସହଜରେ ଗ୍ରହଣ ପାରୁନାହାନ୍ତି । ଘରେ ହିଁ ମରି ପଡିଥିଲା ପୁଅ, ହେଲେ ଖୋଜି…