ମନ୍ତ୍ରୀ ବିଜୟ ଶାହାଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : କର୍ଣ୍ଣେଲ ସୋଫିୟା କୁରେଶୀଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ପଡିଛନ୍ତି ମଧ୍ୟପ୍ରଦେଶ ମନ୍ତ୍ରୀ ବିଜୟ ଶାହା । ପୂର୍ବରୁ ଜବଲପୁର ହାଇକୋର୍ଟ ମନ୍ତ୍ରୀଙ୍କ ବିରୋଧରେ ଦେଶଦ୍ରୋହର ମାମଲା ରୁଜୁ କରିବାକୁ ନିର୍ଦେଶ ଦେଇଥିବା ବେଳେ ଏବେ ତାଙ୍କୁ…