ଜେଲରେ ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଇମ୍ରାନ ଖାଁ, ଟ୍ରମ୍ପଙ୍କ ହସ୍ତକ୍ଷେପ ଲୋଡିଲେ ଇମ୍ରାନଙ୍କ ପୁଅ
ଲାହୋର : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ଜେଲରେ ଅଛନ୍ତି। ରିପୋର୍ଟ ଅନୁଯାୟୀ, ତାଙ୍କୁ ଡେଥ୍ ସେଲରେ ରଖାଯାଇଛି ଏବଂ ବର୍ତ୍ତମାନ ତାଙ୍କୁ ତାଙ୍କ ଓକିଲଙ୍କ ସହ କଥା ହେବାକୁ ମଧ୍ୟ ଅନୁମତି ନାହିଁ।…