Month: May 2025

ଠିକା କାମର ବିଲ୍ ନ ଦେବାରୁ ଯନ୍ତ୍ରୀଙ୍କ ସମ୍ପତ୍ତି ଆଟାଚ କଲା କୋର୍ଟ, ବାକି ଥିଲା ୭୦ ଲକ୍ଷ ଓ ୧୮ ଲକ୍ଷ ଟଙ୍କାର ୨ଟି ବିଲ୍

ସମ୍ବଲପୁର : ଠିକାକାମର ବିଲ୍ ନ ଦେବାରୁ ଯନ୍ତ୍ରୀଙ୍କ ସମ୍ପତ୍ତି ଆଟାଚ କଲା କୋର୍ଟ । ସମ୍ବଲପୁର ସିନିୟର ସିଭିଲ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଉତ୍ତରାଞ୍ଜଳ ରାସ୍ତା ଓ ଗୃହ ସମ୍ବଲପୁର ମଣ୍ଡଳଙ୍କ ସମ୍ପତ୍ତି ଆଟାଚ୍ କରାଯାଇଛି ।…

ଶତ୍ରୁର ପ୍ରତ୍ୟେକ ଆହ୍ବାନର ଉଚିତ୍‌ ଜବାବ ଦେବା ପାଇଁ ଆମ ସେନାବାହିନୀ ସମ୍ପୂର୍ଣ୍ଣ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି…

ବିଏସ୍‌ଏଫ୍‌ ଯବାନଙ୍କୁ ଭାରତକୁ ହସ୍ତାନ୍ତର କଲା ପାକିସ୍ତାନ, ୩ ସପ୍ତାହ ହେଲା ଅଟକ ରଖିଥିଲା

ନୂଆଦିଲ୍ଲୀ: ଭାରତ ଫେରିଲେ ପାକିସ୍ତାନରେ ଅଟକ ଥିବା ବିଏସ୍‌ଏଫ୍‌ ଯବାନ। ବିଏସଏଫ କନଷ୍ଟେବଳ ପୂର୍ଣ୍ଣମ ଶ’ଙ୍କୁ ପ୍ରାୟ ୩ ସପ୍ତାହ ପରେ ଛାଡ଼ିଲା ପାକିସ୍ତାନ। ଭୁଲ୍‌ବଶତଃ ସୀମା ପାର୍‌ କରିଥିବାରୁ ପାକିସ୍ତାନ ତାଙ୍କୁ ଅଟକ ରଖିଥିଲା। ଏପ୍ରିଲ ୨୩ ତାରିଖରେ ପଞ୍ଜାବର…

ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ପରୀକ୍ଷା ଫଳ ପ୍ରକାଶନ ନେଇ ଚାଲିଛି ସମସ୍ତ ପ୍ରକ୍ରିୟା । ଆଶା କରେ ଖୁବ ଶୀଘ୍ର ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା…

ଦୀଘା ‘ଜଗନ୍ନାଥ ଧାମ’ ନିଷ୍ପତ୍ତି ପ୍ରସଙ୍ଗ: ଗଜପତିଙ୍କୁ ଚିଠି ଲେଖି ଦୋଷ ଛଡ଼ାଇଲା ଇସ୍କନ

ପୁରୀ: ଦୀଘାରେ ଜଗନ୍ନାଥ ମନ୍ଦିରକୁ ନେଇ କିଛି ଦିନ ହେବ ବାଦ ବିବାଦ ଚାଲିଥିଲା। ଶ୍ରୀମନ୍ଦିରରୁ ବଳକା ଦାରୁ ଅଂଶ ନିଆଯାଇ ଚତୁର୍ଦ୍ଧା ବିଗ୍ରହ ନିର୍ମାଣ ପରେ ପଶ୍ଚିମବଙ୍ଗର ଦୀଘା ଜଗନ୍ନାଥ ମନ୍ଦିରରେ ପ୍ରତିଷ୍ଠା ହେଲା। ଦଇତାପତି ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର…

ରାଷ୍ଟ୍ରପତିଙ୍କୁ ଭେଟିଲେ ୩ସେନା ମୁଖ୍ୟ

ଅପରେସନ ସିନ୍ଦୂର ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ୩ସେନାର ମୁଖ୍ୟ । ବୁଧବାର ପ୍ରତିରକ୍ଷା ମୁଖ୍ୟ ଜେନେରାଲ ଅନିଲ ଚୌହାନ, ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ, ବାୟୁସେନା ମୁଖ୍ୟ ଏ.ପି ସିଂହ ଏବଂ ନୌସେନା ମୁଖ୍ୟ ଆଡମିରାଲ ଦିନେଶ…

ଶିଶୁପୁତ୍ରକୁ ଅପହରଣ କଲା ଧରମ ମାମୁଁ, ସାଲିଆସାହିରୁ ଉଦ୍ଧାର କଲା ପୋଲିସ

ଭୁବନେଶ୍ବର : ଶିଶୁପୁତ୍ରକୁ ଅପହରଣ କଲା ଧରମ ମାମୁଁ। ଅପହରଣର ୩ ଘଣ୍ଟା ଭିତରେ ଶିଶୁପୁତ୍ରକୁ ଭୁବନେଶ୍ବର ସାଲିଆସାହିରୁ ଉଦ୍ଧାର କରିଛି ପୋଲିସ । ଭୁବନେଶ୍ବର ଭୋଇନଗରରୁ ଶିଶୁ ଅପହରଣ ଅଭିଯୋଗ ହୋଇଥିଲା। ୪ବର୍ଷର ଶିଶୁପୁତ୍ର ଘର ବାହାରେ ଖେଳୁଥିବା ବେଳେ…

ମେ ୨୮ରେ ଆସିବ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ରାୟ

ବଲାଙ୍ଗୀର:ମେ ୨୮ରେ ଆସିବ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ରାୟ । ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ୍ ବୋମା ବିସ୍ଫୋରଣ ମାମଲାର ରାୟ ମେ ୨୮ରେ ଆସିବ। ପାଟଣାଗଡ଼ ଏଡିଜେ କୋର୍ଟ ରାୟ ଶୁଣାଇବେ। ବହୁଚର୍ଚ୍ଚିତ ପାଟଣାଗଡ଼ ବୋମା ବିସ୍ଫୋରଣ…

୧୭ ଦିନ ମଧ୍ୟରେ ଭାରତ ପୁଣି ଆକ୍ରମଣ କରିବ: ପାକିସ୍ତାନୀ ନେତାଙ୍କ ଭବିଷ୍ୟବାଣୀ

ଇସଲାମାବାଦ: ଅପରେସନ ସିନ୍ଦୁର ପରେ ଭାରତ ପାକିସ୍ତାନର ଆକ୍ରମଣର କଡ଼ା ଜବାବ ଦେଇଛି । ପାକିସ୍ତାନ ସେହି ଯନ୍ତ୍ରଣାକୁ ଭୁଲି ପାରୁନାହିଁ। ଏପରିସ୍ଥଳେ ପାକିସ୍ତାନୀ ନେତାମାନେ ଭାରତ ପୁଣି ଆକ୍ରମଣ କରିବ ବୋଲି ଭୟ କରିବା ଆରମ୍ଭ କରିଛନ୍ତି। ଯୁଦ୍ଧବିରତି ପରେ…

ବିଧାୟକ-ସାଂସଦ ୧୫ ଜଣ ଶିକ୍ଷକଙ୍କ ବଦଳି ସୁପାରିଶ କରିପାରିବେ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଜାରି

ଭୁବନେଶ୍ୱର : ବିଧାୟକମାନେ ହେଉଛନ୍ତି ଲୋକ ପ୍ରତିନିଧି । ଅନେକ ସମୟରେ ଲୋକ ପ୍ରତିନିଧିଙ୍କ ପାଖରେ ବିଭିନ୍ନ ସମସ୍ୟାକୁ ନେଇ ଶିକ୍ଷକମାନେ ଯାଇଥାନ୍ତି ଏବଂ ଗୁହାରି କରିଥାନ୍ତି । ଏଣିକି ବିଧାୟକ-ସାଂସଦମାନେ ନିଜ ନିର୍ବାଚନ ମଣ୍ଡଳୀର ୧୫ ଜଣ ଶିକ୍ଷକଙ୍କ ବଦଳି…