ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ, କୋଣ ଗୁଜ ଅନୁକୂଳ କରିବେ ରୂପକାର ସେବକ
ପୁରୀ : ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀନୃସିଂହ ଦେବଙ୍କ ଜନ୍ମ ବିଧି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ନେଇ ପୂଜାପଣ୍ଡା ସେବାୟତମାନେ ଚକ୍ରତୀର୍ଥ ରୋଡ ସ୍ଥିତ ଚକ୍ରନାରାୟଣଙ୍କୁ ପ୍ରଦାନ କରିବେ ।…