Month: May 2025

ପାକିସ୍ତାନ ହାଲତ ଖରାପ : ମିସାଇଲକୁ ଅକାମି କଲା ଭାରତୀୟ ବିମାନ S-400

ହରିୟାଣାର ସିରସା ଉପରେ ପାକିସ୍ତାନୀ କ୍ଷେପଣାସ୍ତ୍ର ଫତାହ-୧କୁ ବିଫଳ କରିଦେଇଛି ଇଣ୍ଡିଆନ ଏୟାର ଡିଫେନ୍ସ ସିଷ୍ଟମ S-400 । ଆକାଶ ଏୟାର ଡିଫେନ୍ସ 45 କିଲୋମିଟର ପଥୀବୀ ପୃଷ୍ଠରୁ ଯାଉଥିବା କ୍ଷେପଣାସ୍ତ୍ର । ଆଜି ହରିୟାଣାରେ ଥିବା ସିରସା ଉପରେ ପାକିସ୍ତାନୀ…

ସର୍ଟ ସର୍କିଟରୁ ଗୁଣପୁର ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ବଡ଼ ଧରଣର ଅଗ୍ନିକାଣ୍ଡ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛିI କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି I…

ସାଧାରଣ ନାଗରିକ ଓ ଡାକ୍ତରଖାନାକୁ ଟାର୍ଗେଟ କରୁଛି ପାକିସ୍ତାନ: ବିଦେଶ ମନ୍ତ୍ରଣାଳୟ

ଭାରତର ଆକ୍ରମଣରେ ପାକିସ୍ତାନ ବହୁ କ୍ଷତି ଘଟିଛି। ହେଲେ ପାକିସ୍ତାନ ସାମାଜିକ ଗଣମାଧ୍ୟମ ଓ ନିଜର ଗଣମାଧ୍ୟମ ଜରିଆରେ ଅନ୍ତର୍ଜାତୀୟ ସ୍ତରରେ ଭାରତ ବିରୋଧରେ ବହୁ ମିଥ୍ୟା ଖବର ଏବଂ ଗୁଜବ ପ୍ରସାରଣ କରୁଛି ବୋଲି ଭାରତୀୟ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ…

ଚାରି ଧାମ ଯାତ୍ରା ହେଲିକପ୍ଟର ସେବା ବନ୍ଦ

ଡେରାଡୁନ: ଉତ୍ତରାଖଣ୍ଡ ବେସାମରିକ ବିମାନ ଚଳାଚଳ ବିକାଶ ପ୍ରାଧିକରଣ (ୟୁସିଏଡିଏ) ଉତ୍ତରାଖଣ୍ଡରେ ଚାରି ଧାମ ଯାତ୍ରା ହେଲିକପ୍ଟର ସେବାକୁ ତୁରନ୍ତ ସ୍ଥଗିତ ରଖିଛି। ରିପୋର୍ଟ ଅନୁଯାୟୀ, ହେଲିକପ୍ଟର ସେବା କେବଳ ଚାରିଧାମ ଯାତ୍ରା ସ୍ଥାନରୁ ତୀର୍ଥଯାତ୍ରୀମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ଉପଲବ୍ଧ…

ଡ୍ରୋନ୍ ଉପରେ କଡା ନଜର ସହ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକୁ ନୋ-ଫ୍ଲାଏ ଜୋନ୍ ଘୋଷଣା କଲେ ଓଡିଶା ସରକାର

ଭୁବନେଶ୍ବର: ଭାରତ-ପାକିସ୍ତାନ ବିବାଦ ବୃଦ୍ଧି ପାଉଥିବା ମଧ୍ୟରେ, ଓଡ଼ିଶା ସରକାର କିଛି ଉପକୂଳବର୍ତ୍ତୀ ଅଞ୍ଚଳକୁ ନୋ-ଫ୍ଲାଏ ଜୋନ୍ ଭାବରେ ଘୋଷଣା କରିଛନ୍ତି ଏବଂ ରାଜ୍ୟରେ ଡ୍ରୋନ୍ ବ୍ୟବହାର ଉପରେ କଡ଼ା ନଜର ରଖିଛନ୍ତି। ପାକିସ୍ତାନ ନିରନ୍ତର ଭାବରେ ଭାରତର ସୀମାବର୍ତ୍ତୀ ଅଞ୍ଚଳଗୁଡ଼ିକରେ…

ସାରା ଓଡ଼ିଶାରେ ହାଇଆର୍ଲଟ: ପରିସ୍ଥିତି ଅନୁସାରେ ନିଆଯିବ ପଦକ୍ଷେପ

ଭୁବନେଶ୍ବର: ସାରା ଓଡ଼ିଶାକୁ ହାଇଆର୍ଲଟରେ ରଖାଯାଇଛି। ପରିସ୍ଥିତି ଅନୁସାରେ ନିଆଯିବ ଆକ୍ସନ। ଓଡ଼ିଶାର ସୁରକ୍ଷା ବ୍ୟବସ୍ଥାକୁ ନେଇ ଅନୁଷ୍ଠିତ ବୈଠକ ପରେ ଏଭଳି ସୂଚନା ଦେଇଛନ୍ତି ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର। ସେ କହିଛନ୍ତି, ଓଡ଼ିଶାର ସୁରକ୍ଷା ବ୍ୟବସ୍ଥାକୁ ନେଇ ଅନୁଷ୍ଠିତ…

୪ ଦିନ ଯାଏଁ ତାତିରୁ ନିସ୍ତାର ନାହିଁ, ଆହୁରି ୫ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର: ମେ ୧୪ ପର୍ଯ୍ୟନ୍ତ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିବ। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ସୂଚନା ଦେଇଛି। ମେ ୧୦ ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, ପୁରୀ, ଗଜପତି, ଗଞ୍ଜାମ,…

ମଇ ୨୭ ତାରିଖ ସୁଦ୍ଧା କେରଳ ଛୁଇଁବ ମୌସୁମୀ

ଭୁବନେଶ୍ବର: ଏଥର ସଅଳ ଆସିବ ମୌସୁମୀ। ଗତ ବର୍ଷ ମଇ ୩୦ ତାରିଖରେ ମୌସୁମୀ ବାୟୁ କେରଳ ଛୁଇଁଥିଲା । ହେଲେ ୨୦୨୫ରେ ମଇ ୨୭ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦେଶର ମୁଖ୍ୟ ଭୂଖଣ୍ଡ କେରଳ ନିକଟରେ…

ଓଡ଼ିଶା ତଟକୁ ଜଗିଛି ଡ୍ରୋନ, ୫ ଜଣ ଲେଖାଏଁ ପିଏସଓ ମୁତୟନ

ଭୁବନେଶ୍ୱର : ଓଡ଼ିଶା ତଟକୁ ଜଗିଛି ଡ୍ରୋନ । ମାଛଧରା ବନ୍ଦରରେ ଡ୍ରୋନ ମୁତୟନ କରାଯାଇଛି । ୫ ଜଣ ଲେଖାଏଁ ପିଏସଓ ମୁତୟନ କରାଯାଇଛି । ଉପକୂଳ ସୁରକ୍ଷା ପ୍ରସ୍ତୁତି ନେଇ ତଟ ସୁରକ୍ଷା ADG ଅରୁଣ ବୋଥ୍ରାଙ୍କ ସୂଚନା…

ମୋତେ ‘ଅନ୍‌ଫଲୋ’ କଲେ କିଛି ଲାଭ ମିଳିବନି; ପାକିସ୍ତାନୀଙ୍କୁ ଏଭଳି କହିଲେ ରୂପାଲି

ମୁମ୍ବାଇ: ଭାରତର ‘ଅପରେସନ ସିନ୍ଦୂର’ ପରେ, ପାକିସ୍ତାନ ଏବେ ଆତଙ୍କିତ ଅବସ୍ଥାରେ ଅଛି। ପହଲଗାମରେ ଆତଙ୍କବାଦୀମାନେ ଧର୍ମ ପଚାରି ଆକ୍ରମଣ କରିଥିବା ବେଳେ ଏବେ ଏହାର ପ୍ରତିଶୋଧ ନେଉଛି ଭାରତ। ପାକିସ୍ତାନ ମଧ୍ୟ ଭାରତକୁ ‌ଜବାବ ଦେବାକୁ ଚେଷ୍ଟା କରୁଛି। ହେଲେ…