ଅପରେଶନ ସିନ୍ଦୂରର ପ୍ରଭାବ, ଭୁବନେଶ୍ୱରରୁ ବାତିଲ ହେଲା ବିମାନ ଉଡାଣ
ଭୁବନେଶ୍ୱର: ଅପରେସନ ସିନ୍ଦୂର ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି, ଗୁରୁବାର ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅର୍ନ୍ତଜାତୀୟ ବିମାନବନ୍ଦରରୁ ୨ଟି ବିମାନର ଉଡ଼ାଣକୁ ବାତିଲ କରାଯାଇଛି। ରିପୋର୍ଟ ଅନୁଯାୟୀ, ଭୁବନେଶ୍ୱରରୁ ହିଣ୍ଡନ ଗାଜିଆବାଦକୁ ବିମାନ…