ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୩ ୟୁରୋପୀୟ ରାଷ୍ଟ୍ର ଗସ୍ତ ବାତିଲ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୩ ୟୁରୋପୀୟ ରାଷ୍ଟ୍ର ଗସ୍ତ ବାତିଲ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ରୋଏସିଆ, ନରୱେ ଓ ନେଦରଲ୍ୟାଣ୍ଡସ୍ ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ମେ’ ୧୩ରୁ ୧୭ ତାରିଖ ପର୍ଯ୍ୟନ୍ତ ଏହି ୟୁରୋପୀୟ ରାଷ୍ଟ୍ର ଗସ୍ତରେ ପ୍ରଧାନମନ୍ତ୍ରୀ…