ଇମ୍ରାନ ଖାନ ଓ ବିଲାୱଲ ଭୁଟ୍ଟୋଙ୍କ ‘ଏକ୍ସ’ ଆକାଉଣ୍ଟ ବ୍ଲକ୍
ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ପୂର୍ବତନ ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋଙ୍କ ‘ଏକ୍ସ’ ଆକାଉଣ୍ଟକୁ ଭାରତରେ ବ୍ଲକ୍ କରାଯାଇଛି। ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନର ସୂଚନା…