Month: June 2025

ଭିଟିଏସକୁ ନେଇ ଚିନ୍ତାରେ ଭ୍ୟାନ୍ ମାଲିକ, ସବୁ ଅଂଚଳରେ ନାହିଁ ଇଣ୍ଟରନେଟ୍

ନବରଙ୍ଗପୁର: ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଧାନମଣ୍ଡିରେ ସ୍ବଚ୍ଛତା ଆଣିବା ପାଇଁ ନୂଆ ଆପ୍ ଆରମ୍ଭ କରାଯାଇଛି। ଏହାକୁ ସଫଳ କରିବା…

ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡ଼ିମ ଜିଲ୍ଲା ପୁଲିସ ନିକଟରେ ୧୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଡିଭିସିଏମ, ୪ ଜଣ ଏସିଏମ,…

ଯୁବକଙ୍କୁ ଦୁଇଦିନ ଥାନା ଭିତରେ ଗୋଡ଼ ଓ ହାତରେ ହେଣ୍ଡକପ ପକାଇ ଥାନା ଅଧିକାରୀ ଅଟକ ରଖିଲେ : ସାଂସଦଙ୍କ ହସ୍ତକ୍ଷେପ ପରେ ଛାଡ଼ିଲେ

ଭୋଗରାଇ: ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନାରେ ମାମଲା ରୁଜୁ ନହୋଇ ଜଣେ ଯୁବକଙ୍କୁ ଦୁଇ ଦିନ ଥାନା ଭିତରେ ଗୋଡ଼ ଓ ହାତରେ ହେଣ୍ଡକପ ପକାଇ ଥାନା…

ପାରିବାରିକ କଳହରୁ ଆତ୍ମହତ୍ୟା ଉଦ୍ୟମ କଲେ ଗୋଟିଏ ପରିବାରର ୩ ସଦସ୍ୟ : ଶାଶୁ-ବୋହୂ ମୃତ, ପୁଅ ଗୁରୁତର

ଆଠଗଡ଼ : ପାରିବାରିକ କଳହର କରୁଣ ପରିଣତି । ଏକା ସଙ୍ଗେ ବିଷ ପିଇଲେ ଗୋଟିଏ ପରିବାରର ୩ ଜଣ । ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲା: କ୍ରାଇମ୍‌ବ୍ରାଞ୍ଚର ତଦନ୍ତ ଜାରି

ବ୍ରହ୍ମପୁର: ବହୁଚର୍ଚ୍ଚିତ ଗୋପାଳପୁର ବେଳାଭୂମିରେ ଗତ ରବିବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍‌ ତଦନ୍ତ ଆରମ୍ଭ କରିଛି। ପୀଡ଼ିତାଙ୍କ ବୟାନ ଆଧାରରେ ଆଇଜି…

ଜି-୭ରେ ଆତଙ୍କବାଦ ପ୍ରସଙ୍ଗ ଉଠାଇଲେ ପ୍ରଧାନମନ୍ତ୍ରୀ

୫୧ତମ ଜି-୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିଭାଷଣ ରଖିଛନ୍ତି । ସୁରକ୍ଷା ଚ୍ୟାଲେଞ୍ଜ ଉପରେ ଗୁରୁତ୍ୱ ଦେଇ ପ୍ରଧାନମନ୍ତ୍ରୀ ମୋଦୀ ଆତଙ୍କବାଦ ବିରୁଦ୍ଧରେ ବିଶ୍ୱ…

ଆକ୍ରମଣ କଲେ ଭୟଙ୍କର ପରିଣାମ ଭୋଗିବ ଆମେରିକା – ଇରାନ

ଇସ୍ରାଏଲ ଏବଂ ଇରାନ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଷଷ୍ଠ ଦିନରେ ପହଞ୍ଚିଛି। କ୍ରମାଗତ କ୍ଷେପଣାସ୍ତ୍ର ବିନିମୟ ଏବଂ ବିମାନ ଆକ୍ରମଣ ଯୋଗୁ କ୍ଷୟକ୍ଷତି ପରିମାଣ ବୃଦ୍ଧି ପାଇବାରେ…

୨୦ ରେ ବନ୍ଦ ରହିବ ଭୁବନେଶ୍ୱର ଓ କଟକ ମହାନଗରର ସମସ୍ତ ସ୍କୁଲ

ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକରେ ବନ୍ଦ ରହିବ ସମସ୍ତ ସ୍କୁଲ। ଜୁନ ୨୦ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଧ୍ୟାନରେ ରଖି ଭୁବନେଶ୍ବର ଓ…

ମୋଦୀଙ୍କୁ ଭେଟିଲେ ଜର୍ଜିଆ ମେଲୋନୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ । କାନାଡାର କାନାନାସକିସରେ ଅନୁଷ୍ଠିତ ୫୧ତମ ଜି୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ…