Month: June 2025

ହିନ୍ଦୁ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ପରେ ଭିଡିଓ ଭାଇରାଲ୍‌; ନେତା ସହ ୫ ଗିରଫ

ଢାକା : ବାଂଲାଦେଶରେ କୋମିଲା ଜିଲାରେ ଜଣେ ୨୭ ବର୍ଷୀୟ ହିନ୍ଦୁ ଯୁବତୀଙ୍କ ସହ ତାଙ୍କ ଘରେ ପଶି ଦୁଷ୍କର୍ମ କରିଥିବା ଘଟଣା ହଇଚଇ ସୃଷ୍ଟି କରିଛି । ଯୁବତୀଙ୍କ ଭିଡିଓ କରି ତାହାକୁ ସୋସିଆଲ ମିଡିଆରେ ଭାଇରାଲ୍‌ ମଧ୍ୟ କରାଯାଇଛି…

ଉତ୍ତର ଓଡ଼ିଶାରେ ବଡ ବନ୍ୟାର ଆଶଙ୍କା: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ବଡ଼ ବନ୍ୟା ଆଶଙ୍କା କରାଯାଉଛି | ଆସନ୍ତା ୨୪ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ତା ପରେ ବର୍ଷା ଉପରେ ନିର୍ଭର କରିବ ବନ୍ୟାର ସ୍ଥିତି କିଛି ଏଭଳି କହିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ | ସର୍ବୋଚ୍ଚ…

ଘଣ୍ଟ, କାହାଳୀ ଓ ହୁଳହୁଳିରେ କମ୍ପିଲା ବଡ଼ଦାଣ୍ଡ, ଆଡ଼ପ ମଣ୍ଡପରେ ମହାବାହୁ

ପୁରୀ: ଘୋଷଯାତ୍ରାର ତୃତୀୟ ଦିବସରେ ଭକ୍ତିମୟ ପରିବେଶ ମଧ୍ୟରେ ଜନ୍ମବେଦୀରେ ପହଞ୍ଚିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଗୋଟିଏ ଦିନ ବିଳମ୍ବରେ, ରବିବାର ସନ୍ଧ୍ୟାରେ ଗୋଟି ପହଣ୍ଡିରେ ମହାପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୁଣ୍ଡିଚା ମନ୍ଦିର ସ୍ଥିତ ଆଡ଼ପ ମଣ୍ଡପରେ ବିରାଜମାନ…

ପୁରୀ ଶରଧାବାଲି ଦଳାଚକଟା ପରେ ବିଜେପିର ବଡ଼ ନିଷ୍ପତ୍ତି, ସ୍ଥଗିତ ହେଲା ରାଜ୍ୟ ସଭାପତି ନିର୍ବାଚନ

ଭୁବନେଶ୍ୱର: ପୁରୀ ଶରଧାବାଲିରେ ଘଟିଥିବା ଦୁଃଖଦ ଦଳାଚକଟା ଘଟଣାକୁ ଦୃଷ୍ଟିରେ ରଖି ରାଜ୍ୟ ବିଜେପିର ସଭାପତି ନିର୍ବାଚନକୁ ସ୍ଥଗିତ ରଖାଯାଇଛି। କେବଳ ସଭାପତି ନିର୍ବାଚନ ନୁହେଁ, ରାଷ୍ଟ୍ରୀୟ ପରିଷଦ ସଦସ୍ୟ ପାଇଁ ହେବାକୁ ଥିବା ନିର୍ବାଚନକୁ ମଧ୍ୟ ସାମୟିକ ଭାବେ ସ୍ଥଗିତ…

ରଥଯାତ୍ରା ସୁରକ୍ଷା ପାଇଁ ମଙ୍ଗ ଧରିବେ ADG ସୌମେନ୍ଦ୍ର

କଟକ: ପୁରୀ ଶରଧାବାଲିରେ ଘଟିଥିବା ଦଳାଚକଟା ଦୁର୍ଘଟଣା ପରେ ରାଜ୍ୟ ସରକାର ଏକ ବଡ଼ ପ୍ରଶାସନିକ ପଦକ୍ଷେପ ଗ୍ରହଣ କରିଛନ୍ତି। ବରିଷ୍ଠ ଆଇପିଏସ୍ ଅଧିକାରୀ ତଥା ADG ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଚଳିତ ବର୍ଷ ରଥଯାତ୍ରାର ସୁରକ୍ଷା ଓ ପରିଚାଳନାର ସ୍ୱତନ୍ତ୍ର ଦାୟିତ୍ୱ…

ପୁରୀ ଦଳାଚକଟା ଘଟଣା: ଦୁଃଖ ପ୍ରକାଶ ସହ ତଦନ୍ତ ପାଇଁ ସରକାରଙ୍କୁ ନିବେଦନ କଲେ ଗଜପତି

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ ଶନିବାର ରାତିରେ ଘଟିଥିବା ଦଳାଚକଟା ଘଟଣାରେ ତିନି ଜଣ ଭକ୍ତଙ୍କ ମୃତ୍ୟୁ ଏବଂ ଅନେକ ଆହତ ହେବା ଖବରରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଗଭୀର ମର୍ମାହତ ହୋଇଛନ୍ତି। ଏହି ଦୁଃଖଦ ଘଟଣାକୁ ନେଇ…

IAS ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ

IAS ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ | ସେ ଅର୍ଥ ବିଭାଗର ପ୍ରମୁଖ ସଚିବ ମଧ୍ୟ ଅଛନ୍ତି | ଏଥି ସହିତ ଇଡ଼କୋର ଅଧ୍ୟକ୍ଷ ମଧ୍ୟ ଅଛନ୍ତି | ସାଧାରଣ ପ୍ରଶାସନ ପକ୍ଷରୁ ଏ ନେଇ ଵିଜ୍ଞପ୍ତି ପ୍ରକାଶ…

ମହୁଆ ହନିମୁନରୁ ଫେରି ଝଗଡା କରୁଛନ୍ତି: କଲ୍ୟାଣ ବାନାର୍ଜୀ

ନୂଆଦିଲ୍ଲୀ: କୋଲକାତା ଆଇନ କଲେଜ ମାମଲାକୁ ନେଇ ତୃଣମୂଳ କଂଗ୍ରେସ (ଟିଏମସି) ଭିତରେ ଥିବା ବିବାଦ ଏବେ ପଦାରେ ପଡ଼ିଛି। ଦଳର ଦୁଇ ବରିଷ୍ଠ ସାଂସଦ ମହୁଆ ମୋଇତ୍ରା ଏବଂ କଲ୍ୟାଣ ବାନାର୍ଜୀଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ବାକ୍‌ଯୁଦ୍ଧ ବ୍ୟକ୍ତିଗତ ସ୍ତରକୁ…

ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ ସ୍ଥଗିତ

ଭୁବନେଶ୍ୱର: ଆସନ୍ତାକାଲି, ଅର୍ଥାତ୍ ଜୁନ୍ ୩୦, ୨୦୨୪ (ସୋମବାର) ଦିନ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଘଟିଥିବା ଦଳାଚକଟା ଘଟଣା ଏବଂ ଏହାର ପରବର୍ତ୍ତୀ ପରିସ୍ଥିତି ମଧ୍ୟରେ ରାଜ୍ୟ…

ମୋଦୀଙ୍କ ଗ୍ୟାରେଣ୍ଟି ଉପରେ ଭରସା କରନାହିଁ: କେଜ୍ରିୱାଲ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବସ୍ତି ଭଙ୍ଗାକୁ ବିରୋଧ କରି ଆମ ଆଦମୀ ପାର୍ଟି (ଆପ୍) ଆଜି ଜନ୍ତର ମନ୍ତରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜନ କରିଛି। ଏହି ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସମେତ ଦଳର ବହୁ ବରିଷ୍ଠ…