Month: June 2025

ହିତାହିତ ଜ୍ଞାନ ହରାଇ ବସିଲା ସ୍ତ୍ରୀ, ନିର୍ଯାତନା ସହିନପାରି ନେଲା ସ୍ବାମୀର ଜୀବନ

ସୋରଡା: ପାରିବାରିକ କଳହର କରୁଣ ପରିଣତି । ମାତାଲ ସ୍ବାମୀର ନିର୍ଯାତନା ସହି ପାରିଲାନି ସ୍ତ୍ରୀ । ପ୍ରତିଦିନ ସ୍ବାମୀ ମଦ ପିଇ ଆସି ସ୍ତ୍ରୀକୁ ଗାଳି…

ପାଣିରୁ ବ୍ୟାପିଛି ଡାଇରିଆ, ଫିଲ୍ଡ ଭିଜିଟ୍ ବେଳେ ତଥ୍ୟ ପାଇଥିବା ନେଇ ସ୍ପଷ୍ଟ କଲା କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର: ପାଣିରୁ ବ୍ୟାପିଛି ଡାଇରିଆ। ଫିଲ୍ଡ ଭିଜିଟ୍ ବେଳେ କେନ୍ଦ୍ରୀୟ ଟିମ୍ ତଥ୍ୟ ପାଇଥିବା ସୂଚନା ମିଳିଛି। ଲୋକସେବା ଭବନରେ ଏ ପ୍ରସଙ୍ଗରେ ସ୍ବାସ୍ଥ୍ୟ ବିଭାଗ ସହ…

ଗୋପାଳପୁର ଗଣଦୁଷ୍କର୍ମ ଘଟଣା: ବାଳ ଅପରାଧୀକୁ ସାବାଳକ ବିବେଚନା କରିବାକୁ ପୋଲିସର ଆବେଦନ

ଭୁବନେଶ୍ୱର : ରବିବାର ସନ୍ଧ୍ୟାରେ ଗୋପାଳପୁର ବିଚରେ ଗଣଦୁଷ୍କର୍ମ ଘଟଣାରେ ୪ ଜଣ ନାବାଳକ ସଂପୃକ୍ତ ଥିବା ବେଳେ ସେମାନଙ୍କୁ ବାଳ ଅପରାଧୀ ନୁହେଁ ସାବାଳକ ଅପରାଧୀ ଭାବେ…

ସିଏମସି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାଣି କମ୍ପାନୀ ସିଲ୍

କଟକ: ସିଏମସି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାଣି କମ୍ପାନୀରେ ରେଡ୍। କଟକ ଶଙ୍କରପୁର ଦାସସାହି ସ୍ଥିତ ପାଣି କମ୍ପାନୀ ସିଲ୍ କଲା ସିଏମସି। ପାଣିକୁ ବିଶୁଦ୍ଧ ନକରି…

ଖାମେନିଙ୍କୁ ଇରାନରେ ହିଁ ଫାଶୀ ଦେବୁ : ଇସ୍ରାଏଲ

ନୂଆଦିଲ୍ଲୀ : ଇସ୍ରାଏଲ ଓ ଇରାନ ମଧ୍ୟରେ ଉତ୍ତେଜନା ଶୀର୍ଷ ସ୍ତରରେ ପହଞ୍ଚିଛି। ସୋମବାର ଇସ୍ରାଏଲର ପିଏମ୍‌ ବେଞ୍ଜାମିନ୍‌ ନେତନ୍ୟାହୁ ଇରାନର ସର୍ବୋଚ୍ଚ ନେତା ଅୟାତୁଲ୍ଲା ଅଲୀ…

ଗୋପାଳପୁର ଗଣଦୁଷ୍କର୍ମ ଘଟଣାକୁ ନେଇ ତୀବ୍ର ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ସମୟ ରାତି ପ୍ରାୟ ୮.୩୦ ମିନିଟ୍ । କଲେଜ ଛାତ୍ରୀ ଜଣକ ନିଜ ପୁରୁଷ ବନ୍ଧୁ ସହ ସନ୍ଧ୍ୟା ସାଢ଼େ ୬ଟାରେ ଗୋପାଳପୁରରେ ପହଞ୍ଚି ବେଳାଭୂମି ବୁଲୁଥିଲେ…

ତେହରାନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନର ସେନା ମୁଖ୍ୟ ଅଲ୍ଲୀ ଶାଦମାମୀ ନିହତ

ଇସ୍ରାଏଲ-ଇରାନ ମଧ୍ୟରେ ଯୁଦ୍ଧ ଉଗ୍ର ରୂପ ନେବାରେ ଲାଗିଛି । ଇରାନକୁ ପୁଣି ବଡ଼ ଝଟକା । ଇସ୍ରାଏଲ ଆକ୍ରମଣରେ ଇରାନର ନୂଆ ଆର୍ମି ଚିଫ୍ ନିହତ…

ରାଜଧାନୀରେ ଅପମିଶ୍ରିତ ମଦ! ୨ଜଣଙ୍କର ମୃତ୍ୟୁ ଅଭିଯୋଗ, ଦୋକାନ ସିଲ୍‌

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଅଭାବନୀୟ ଘଟଣା ଘଟିଥିବା ନେଇ ଚର୍ଚ୍ଚା ହେଉଛି। ଲକ୍ଷ୍ମୀସାଗର ଅଞ୍ଚଳରେ ବିଷାକ୍ତ ମଦ ପିଇ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।…

ଇରାନର ପ୍ରତିଶୋଧ!: ଇସ୍ରାଏଲ ଗୁଇନ୍ଦା ସଂସ୍ଥା ମୋସାଦର ମୁଖ୍ୟାଳୟ ଉପରେ କ୍ଷେପଣାସ୍ତ୍ର ମାଡ଼

ତେହେରାନ: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆହୁରି ଭୟଙ୍କର ହୋଇଛି। କିଛି ଘଣ୍ଟା ପୂର୍ବରୁ ଇସ୍ରାଏଲୀ ସେନା ଇରାନୀ ସେନା ମୁଖ୍ୟଙ୍କୁ ହତ୍ୟା କରିଥିବା ଦାବି…