Month: June 2025

ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ହସ୍ତକ୍ଷେପ କଲା ଏନସିଡବ୍ଲ୍ୟୁ

ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା । ଘଟଣାରେ ୧୦ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ, ଏଥିରେ ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ)…

ବିକଶିତ ଓଡ଼ିଶାର ଲକ୍ଷ୍ୟ ପୂରଣ ପାଇଁ କୃଷି ଓ କୃଷକମାନଙ୍କ ବିକାଶ ଏକ ବଳିଷ୍ଠ ଭୂମିକା ଗ୍ରହଣ କରିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବଲାଙ୍ଗୀର ଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ ସରକାରଙ୍କ…

କ୍ରମାଗତ ଯାନ୍ତ୍ରିକ ବିଫଳତା ନେଇ ଅଡୁଆରେ ଏୟାର ଇଣ୍ଡିଆ ବିମାନ ସେବା

ବିମାନ ସେବା ଯୋଗାଇ ଦେଉଥିବା ଭାରତର ପ୍ରମୁଖ ବିମାନ ସେବା କମ୍ପାନୀ ମାତ୍ର କିଛି ଦିନ ମଧ୍ୟରେ ଅନେକ ଅନ୍ତର୍ଜାତୀୟ ବିମାନରେ ଯାନ୍ତ୍ରିକ ବିଫଳତା ଯୋଗୁ ଯାଞ୍ଚର…

ଝାଡ଼ାବାନ୍ତି ଡ଼ର: ସବୁ ଜିଲ୍ଲାକୁ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ଡରାଉଛି ଝାଡାବାନ୍ତି। ଦୃତ ଗତିରେ ଜିଲ୍ଲାକୁ ଜିଲ୍ଲା ମାଡି ଚାଲିଛି ଡାଇରିଆ। ଏନେଇ ଏବେ ଚିନ୍ତାରେ ଓଡ଼ିଶା। ଏହାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାକୁ…

ତିନି ରଥର ଭୂଇଁରେ ପଡ଼ିଲା କଇଞ୍ଚି ଓ ଅନ୍ଧାରୀ ତାଗ, ଆଗେଇ ଚାଲିଛି ନିର୍ମାଣ କାର୍ଯ୍ୟ

ପୁରୀ :  ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ତିନି ରଥର ଭୂଇଁରେ ପଡ଼ିଲା କଇଞ୍ଚି ଓ ଅନ୍ଧାରୀ ତାଗ  । ସାମଗ୍ରିକ ଭାବେ ତିନିରଥର…

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣା: ସରକାରଙ୍କୁ କଠୋର ପଦକ୍ଷେପ ଗ୍ରହଣ କରିବାକୁ କହିଲେ ନବୀନ

ଭୁବନେଶ୍ୱର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି…

ଟ୍ରମ୍ପ-ମାକ୍ରୋନ କଥା କଟାକଟି

ଓ୍ବାସିଂଟନ : ପୁଣି ଜଣେ ରାଷ୍ଟ୍ରମୁଖ୍ୟଙ୍କ ସହ ବିବାଦ ସୃଷ୍ଟି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ପୂର୍ବରୁ ୟୁକ୍ରେନ ରାଷ୍ଟ୍ରପତି ଭୋଲଦୋମିର ଜେଲେନସ୍କି ଓ…

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲା: ବନ୍ଧା ହେଲେ ୧୦ ଅଭିଯୁକ୍ତ

ବ୍ରହ୍ମପୁର: ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲାରେ ପୁଲିସ ୧୦ ଅଭିଯୁକ୍ତଙ୍କୁ ଗିରଫ କରିଥିବାର ସୂଚନା ରହିଛି। ଅଭିଯୋଗ ଆଧାରରେ ଗତକାଲି ୭ଜଣଙ୍କୁ ଅଟକ ରଖି ପୁଲିସ ପଚରାଉଚରା…

ଦ୍ବନ୍ଦ୍ବ ଦୂର କଲେ ଗଣଶିକ୍ଷା ମନ୍ତ୍ରୀ, ଆସନ୍ତା ୨୦ରେ ଖୋଲିବ ସମସ୍ତ ସ୍କୁଲ୍

ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ସମସ୍ତ ସ୍କୁଲ୍ ଖୋଲିବ । ସ୍କୁଲ୍‌ ଖୋଲିବା ନେଇ ଦ୍ବନ୍ଦ୍ବ ଦୂର କଲେ ଗଣଶିକ୍ଷା ମନ୍ତ୍ରୀ । ସରକାରୀ, ବେସରକାରୀ ସମସ୍ତ…

କଟକରେ ଝାଡ଼ାବାନ୍ତି ଆତଙ୍କ: ୬୪ ଆକ୍ରାନ୍ତ

କଟକ: ଜିଲ୍ଲାରୁ ଜିଲ୍ଲାକୁ ବ୍ୟାପୁଛି ଝାଡାବାନ୍ତି। କଟକରେ ମଧ୍ୟ ଚିନ୍ତା ବଢାଇଛି ଝାଡାବାନ୍ତି। ପ୍ରାୟ ୬୪ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ସିଟି ହସ୍ପିଟାଲରେ ସ୍ୱାସ୍ଥ୍ୟ…