Month: June 2025

ଡାକ୍ତରଙ୍କ ହଷ୍ଟେଲ କ୍ୟାଣ୍ଟିନ ଭିତରେ ପଶି ଗଲା ବିମାନ ; ହେଲା ବଡ଼ ବିସ୍ଫୋରଣ

ଅହମ୍ମଦାବାଦ : ଅହମ୍ମଦାବାଦରେ ଗୁରୁବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏୟାରପୋର୍ଟ ନିକଟରେ ଏୟାର ଇଣ୍ଡିଆର ବିମାନ କ୍ରାସ୍‌ ହୋଇଛି। ଲଣ୍ଡନ ପାଇଁ ଉଡ଼ାଣ ଭରିବାର କିଛି…

ରେଳବାଇରେ ତତ୍କାଳ ଟିକେଟ୍ ବୁକିଂ ପାଇଁ ଆସିଲା ନୂଆ ନିୟମ, ଜୁଲାଇ ୧ରୁ ଆଧାର ପ୍ରାମାଣିକରଣ ବାଧ୍ୟତାମୂଳକ

ଭୁବନେଶ୍ୱର : ରେଳବାଇରେ ତତ୍କାଳ ଟିକେଟ୍ ବୁକିଂ ପାଇଁ ଆସିଲା ନୂଆ ନିୟମ। ଜୁଲାଇ ୧ ତାରିଖରୁ ତତ୍କାଳ ଟିକେଟ୍ ବୁକିଂ ପାଇଁ IRCTC ଓ୍ଵେବସାଇଟ୍ କିମ୍ବା…

ବିମାନ ଦୁର୍ଘଟଣାରେ ୧୭୦ ମୃତ, ଆହୁରି ବଢ଼ିପାରେ ମୃତ୍ୟୁସଂଖ୍ୟା

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ୧୭୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ସ୍ପଷ୍ଟ କରିଛି। ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି। ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା…

ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ +୩ କଟ୍‌ଅଫ୍‌ ମାର୍କ, ସବୁ ବିଭାଗରେ ରେଭେନ୍ସା ଆଗରେ

ପ୍ରକାଶ ପାଇଲା +୩ ପ୍ରଥମ କଟ୍ ଅଫ ଲିଷ୍ଟ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରଥମ କଟ୍ ଅଫ୍ ତାଲିକା ପ୍ରକାଶ ପାଇଛି । ବିଜ୍ଞାନ, ବାଣିଜ୍ୟ,…

ବିମାନ ଦୁର୍ଘଟଣା : ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ : ଅହମ୍ମଦାବାଦରେ ଗୁରୁବାର ହୋଇଥିବା ମର୍ମନ୍ତୁଦ ବିମାନ ଦୁର୍ଘଟଣା ସମସ୍ତ ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଦୁର୍ଘଟଣାକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ବନ୍ଧୁକ ଦେଖାଇ ବ୍ୟାଙ୍କରୁ ଲୁଟିନେଲେ ୭ ଲକ୍ଷରୁ ଅଧିକ ଟଙ୍କା

ଭଦ୍ରକ: ବନ୍ଧୁକ ମୁନରେ ବ୍ୟାଙ୍କରେ ସଶସ୍ତ୍ର ଡକାୟତି ହୋଇଛି । ଭଦ୍ରକ ଜିଲ୍ଲା ତିହିଡ଼ି ବଜାର ସ୍ଥିତ ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ୍‌ରେ ଲୁଟ୍‌ ହୋଇଥିବା ସୂଚନା…

ଡକାୟତଙ୍କ ଆକ୍ରମଣରେ ଘରମାଲିକ ସମେତ ଦୁଇ ଆହତ, ଡକାୟତକୁ ଧରିଲେ ଘର ମାଲିକ

 ସୋରୋ :  ଗତ ୨୦ ଦିନ ତଳେ ଡକାୟତମାନେ ଦୁଇ ଜଣଙ୍କୁ ଗୁଳି କରି ଲୁଟ ଘଟଣା ମନରୁ ନଲିଭିଣୁ ପୁଣି ଗତ ରାତିରେ ଡକାୟତଙ୍କ ଭୂଜାଲି ଆକ୍ରମଣରେ…

ଭୟଙ୍କର ବିମାନ ଦୁର୍ଘଟଣା ପରେ ଘଟଣାସ୍ଥଳକୁ ଯିବାକୁ ଶାହଙ୍କୁ ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ

ଅହମ୍ମଦାବାଦ: ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ଘଟଣା । ଭୟଙ୍କର ଦୁର୍ଘଟଣା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁଙ୍କ…

କେନ୍ଦୁଝରର ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍; ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର ନେଇଗଲେ

କେନ୍ଦୁଝର: କେନ୍ଦୁଝରର ଯୋଡାରେ ଗୁରୁବାର ଦିନ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଏକ ଡକାୟତ ଦଳ ୧୦ ଲକ୍ଷ ଟଙ୍କା ସହ ବିପୁଳ ପରିମାଣର ସୁନା ଅଳଙ୍କାର ଲୁଟି…

ଯାଜପୁର ଓ କେନ୍ଦୁଝର ଆନନ୍ଦପୁରରେ ଝାଡ଼ାବାନ୍ତି ସ୍ଥିତି ଅଣାୟତ

ଯାଜପୁର /ଆନନ୍ଦପୁର:  ଜୀବନ ନେଉଛି ଡାଇରିଆ । ସ୍ଥିତି ଅଣାୟତ । ଆତଙ୍କିତ ଅଞ୍ଚଳବାସୀ । ତେବେ ଯାଜପୁର ଜିଲ୍ଲାରେ ବୋଲ ମାନୁନି ଝାଡାବାନ୍ତି । ସ୍ଥିତି…