Month: June 2025

ବିମାନ ଦୁର୍ଘଟଣାଗ୍ରସ୍ତ ହେବାର କିଛି ସମୟ ପୂର୍ବରୁ ପାଇଲଟ ଦେଇଥିଲେ ବିପଦପୂର୍ଣ୍ଣ ସଙ୍କେତ

ଅହମ୍ମଦାବାଦ: ଏୟାର ଇଣ୍ଡିଆର ଏଆଇ-୧୭୧ ଯାତ୍ରୀବାହୀ ବିମାନ ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ବେଳେ ମେଘାନୀନଗରରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦେଖୁଦେଖୁ ବିମାନଟି ସମ୍ପୂର୍ଣ୍ଣ ଭାବେ ଜଳିଯାଇଥିଲା। ଏହି ଭୟାବହ…

ଧଳା ବାଘୁଣୀ ମୌସୁମୀ ଠାରୁ ଅଲଗା ହେଲେ ୨ ଶାବକ, ଶିଶୁ ଲାଳନ ପାଳନ କେନ୍ଦ୍ରକୁ କରାଗଲା ସ୍ଥାନାନ୍ତରିତ

ଭୁବନେଶ୍ୱର: ମା’ ଠାରୁ ଅଲଗା ହେଲେ ଦୁଇ ଛୁଆ। ନନ୍ଦନକାନନରେ ଗତ ଶନିବାର ଧଳା ବାଘୁଣୀ ମୌସୁମୀ ଦ୍ୱିତୀୟ ଥର ମାଆ ହୋଇଥିଲା । ଗୋଟିଏ ଧଳା…

ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ ।  314 ଟି ବ୍ଲକରେ ବିକାଶ ର ବାହନ ଛୁଇଁବା ପାଇଁ ହୋଇଛି…

ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ ମୋଘାନୀ ନଗରରେ ଜନବସତି ଅଞ୍ଚଳରେ…

ଓଡ଼ିଶାରୁ ସିଧା ଆବୁଧାବି, ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ବିମାନ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ଅଧ୍ୟାୟ। ଭୁବନେଶ୍ୱର ବିମାନବନ୍ଦରରୁ ସିଧା ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ରାଜଧାନୀ ଆବୁଧାବିକୁ ବିମାନ ଉଡ଼ିଲା…

ଜଗନ୍ନାଥ – ଗୋପୀନାଥ ଟ୍ରଷ୍ଟର ତୃତୀୟ ବାର୍ଷିକ ଉତ୍ସବ, ଶ୍ରୀଯୁକ୍ତ ଦେବରଞ୍ଜନ ମହାନ୍ତିଙ୍କୁ ଚନ୍ଦ୍ରମଣି-ଗୋପୀନାଥ ସ୍ମୃତି ସମ୍ମାନ -୨୫

ସାଲେପୁର : ମହାପ୍ରଭୁ ଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ଅବସରରେ କଟକ ଜିଲ୍ଲା ସାଲେପୁର ନିକଟବର୍ତ୍ତୀ ପିକୋଳ ଗ୍ରାମରେ ଅବସ୍ଥିତ ଜଗନ୍ନାଥ-ଗୋପୀନାଥ ଟ୍ରଷ୍ଟର ତୃତୀୟ ବାର୍ଷିକ ଉତ୍ସବ ଟ୍ରଷ୍ଟର…

ଆସନ୍ତାକାଲି ଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଅଲାରନାଥ

ପୁରୀ : ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ ।  ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ ।  ଏଥିପାଇଁ ସ୍ଥାନୀୟ ପ୍ରଶାସନ…

ଆସନ୍ତାକାଲିଠୁ ଭୁବନେଶ୍ୱରରୁ ଆବୁଧାବି ସିଧାସଳଖ ଉଡାଣ

ଭୁବନେଶ୍ୱର: ବିଲ୍ଡିଂ ମ୍ୟାନେଜମେଣ୍ଟ ଅଫ୍ ଏଭିଏସନ୍ ଆସେଟ୍ସ ଆଣ୍ଡ୍ ନେଟୱାର୍କ (B-MAAN) ଅଧୀନରେ ଭୁବନେଶ୍ୱର ଏବଂ ଆବୁଧାବି ମଧ୍ୟରେ ସିଧାସଳଖ ବିମାନ ସେବା ଗୁରୁବାରଠାରୁ ଆରମ୍ଭ ହେବାକୁ…

୨୦ରୁ କମ୍‌ ଓ ୨୮ ଡିଗ୍ରୀରୁ ଅଧିକ ତାପମାତ୍ରାରେ ଚଲାଇ ପାରିବେନି ଏସି

ନୂଆଦିଲ୍ଲୀ: ସାରା ଦେଶରେ ପ୍ରବଳ ଗରମ ଏବଂ ଗ୍ରୀଷ୍ମ ପ୍ରବାହ ମଧ୍ୟରେ କେନ୍ଦ୍ର ସରକାର ଏୟାର କଣ୍ଡିସନର(ଏସି) ବ୍ୟବହାର ସମ୍ପର୍କରେ ଏକ ବଡ଼ ଯୋଜନା ଘୋଷଣା କରିଛନ୍ତି।…