Month: June 2025

ଯାଜପୁରରେ ଅଣାୟତ୍ତ ହେଉଛି ଝାଡ଼ାବାନ୍ତି: ୨ ଜଣ ମୃତ, ୫୦୦ ଆକ୍ରାନ୍ତ

ଯାଜପୁର: ଯାଜପୁରରେ ଡାଇରିଆ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଆଜି ଆଉ କିଛି ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଡାଇରିଆରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା…

ମେଘାଳୟ ସରକାରଙ୍କୁ କ୍ଷମା ମାଗି ରାଜାଙ୍କ ଭାଇ କହିଛନ୍ତି,‘ସୋନମଙ୍କ ଭଳି ମହିଳାଙ୍କ ପାଇଁ ନଷ୍ଟ ହୋଇଯାଇଛି ୭ଟି ପରିବାର’

ନୂଆଦିଲ୍ଲୀ: ଇନ୍ଦୋରର ବ୍ୟବସାୟୀ ସୋନମ ରଘୁବଂଶୀଙ୍କ ହତ୍ୟା ମାମଲାର ଯାଞ୍ଚ ଯେତେ ଆଗକୁ ବଢ଼ୁଛି ନୂଆନୂଆ ତଥ୍ୟ ସେତେ ସାମ୍ନାକୁ ଆସିବାରେ ଲାଗିଛି। ଯାଞ୍ଚ ଏଜେନ୍ସିଙ୍କ କହିବାନୁଯାୟୀ…

ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡ଼ିବ ଜୋରିମାନା

କଟକ: ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡିବ ଜୋରିମାନା। କଟକ ମହାନଗର ନିଗମ (ସିଏମସି) ଆବର୍ଜନା ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏଭଳି କଠୋର…

ପାର୍ଟ ପ୍ଲଟ୍ ବିକ୍ରି ପାଇଁ ହଟିଲା କଟକଣା, ଥରକେ ବିକ୍ରି କରିହେବ ୫ ଶହ ବର୍ଗମିଟର

ଭୁବନେଶ୍ୱର : ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଖୋଲିଲା । ଏବେ ୫ ହଜାର ୨୦୦ ସ୍କୋୟାର ଫୁଟ ପାର୍ଟ ପ୍ଲଟ ବିକିବା ପାଇଁ ସମସ୍ତ କଟକଣା…

୭୮ତମ ଜନ୍ମଦିନରେ ୭୮କିଲୋର ଲଡୁ କାଟିଲେ ଲାଲୁ ଯାଦବ

ପଟନା: ଆଜି ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସୁପ୍ରିମୋ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ୭୮ତମ ଜନ୍ମଦିନ। ଏହି ଅବସରରେ ଦଳୀୟ କର୍ମୀଙ୍କଠାରୁ…

ଜୁଲାଇ ୮ରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଚେତାବନୀ ଦେଲା ରାଜ୍ୟ ପରିବହନ ମଞ୍ଚ

ଭୁବନେଶ୍ଵର: ରାଜ୍ୟରେ ଯାନବାହାନଗୁଡ଼ିକୁ ଚେକିଂ କରିବା କ୍ଷମତା ପୋଲିସକୁ ଦେବା ପ୍ରସଙ୍ଗକୁ ବିରୋଧ ସହିତ ୭ ଦଫା ଦାବିରେ ଏକାଠି ହୋଇଛନ୍ତି ବସ୍‌, ଟ୍ରକ୍‌, ମିନିଟ୍ରକ୍‌ ମାଲିକଙ୍କ…

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳ ସହ ବିକଶିତ ଓଡ଼ିଶା ପାଇଁ ଆଶୀର୍ବାଦ ଭିକ୍ଷା କଲି: ମୁଖ୍ୟମନ୍ତ୍ରୀ

ପୁରୀ: ରଥଯାତ୍ରା ପୂର୍ବରୁ ମହାପ୍ରଭୁଙ୍କର ସମ୍ପନ୍ନ ହେଉଥିବା ସ୍ନାନଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡ଼ିଆ ଏକ୍ସରେ ସ୍ନାନଯାତ୍ରା ଅବସରରେ ଶୁଭେଚ୍ଛା…

ଦଳାଚକଟା ଘଟଣାରେ ବିଜେପିର ଇସ୍ତଫା ଦାବିକୁ “ସମ୍ପୂର୍ଣ୍ଣ ରାଜନୈତିକ” ବୋଲି କହିଲେ ଖର୍ଗେ

ବେଙ୍ଗାଲୁରୁ: ଆରସିବି ଦଳାଚକଟା ଘଟଣାରେ ବିଜେପିର ଇସ୍ତଫା ଦାବିକୁ “ସମ୍ପୂର୍ଣ୍ଣ ରାଜନୈତିକ” ବୋଲି କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖର୍ଗେ। ବେଙ୍ଗାଲୁରେ ଆରସିବି କାର୍ଯ୍ୟକ୍ରମରେ ଦଳାଚକଟା…

ଧର୍ମଗଡ଼ ଉପଜିଲ୍ଲାପାଳ ଆଇଏଏସ ଧୀମାନ ଚକମା ସସପେଣ୍ଡ୍

ଭୁବନେଶ୍ବର:କଳାହାଣ୍ଡି ଜିଲାର ଧର୍ମଗଡ଼ ଉପଜିଲ୍ଲାପାଳ IAS ଧୀମାନ ଚକମା ସସପେଣ୍ଡ୍। ଭିଜିଲାନ୍ସ ଦ୍ବାରା ଗିରଫ ପରେ ତାଙ୍କୁ ନିଲମ୍ବନ କରାଯାଇଛି। ଧୀମାନଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ମହାପ୍ରଭୁଙ୍କ ମହାସ୍ନାନ ନୀତି ସମ୍ପନ୍ନ, ଶ୍ରୀଜିଉଙ୍କ ଦିବ୍ୟ ଦର୍ଶନ କଲେ ଭକ୍ତ

ପୁରୀ: ଦେବସ୍ନାନ ପୂର୍ଣ୍ଣିମାରେ ଚାରି ଠାକୁରଙ୍କ ମହାସ୍ନାନ ନୀତି ସମ୍ପନ୍ନ ହୋଇଛି । ସୁନା କୂଅରୁ ୧୦୮ ଗରା ପାଣି ଅଣାଯାଇ ମହାପ୍ରଭୁଙ୍କୁ ସେବାୟତମାନେ ମହାସ୍ନାନ କରାଇଛନ୍ତି…