Month: June 2025

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଗଲେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ବରଗଡ଼ ଜିଲ୍ଲାର ଜଣେ ଠିକାଦାରଙ୍କଠାରୁ ୮,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ମଙ୍ଗଳବାର ଦିନ ଜଣେ କନିଷ୍ଠ ଯନ୍ତ୍ରୀ (JE)ଙ୍କୁ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ…

ଅଷ୍ଟ୍ରିଆ ସ୍କୁଲରେ ଗୁଳିକାଣ୍ଡ, ୧୧ ମୃତ

ଗ୍ରାଜ୍ : ୟୁରୋପୀୟ ଦେଶ ଅଷ୍ଟ୍ରିଆର ଦ୍ବିତୀୟ ବୃହତ୍ତମ ସହର ଗ୍ରାଜରେ ଏକ ଗୁଳିକାଣ୍ଡ ଘଟଣା ଘଟିଛି। ଏକ ସ୍କୁଲରେ ଜଣେ ବନ୍ଧୁକଧାରୀ ଆଖିମୁଜା ଗୁଳି ଚଳାଇବାରୁ…

ଚଳଚଞ୍ଚଳ ହେଲାଣି ଶ୍ରୀକ୍ଷେତ୍ର, ଆସନ୍ତାକାଲି ସ୍ନାନ ପୂର୍ଣ୍ଣିମା ପାଇଁ ମହାପ୍ରଭୁଙ୍କ ହାତୀ ବେଶ ଶେଷ ପର୍ଯ୍ୟାୟରେ

ପୁରୀ: ଜ୍ୟେଷ୍ଠମାସ ପୂଣ୍ଣିମା ତିଥିରେ ଶ୍ରୀଜିଉମାନଙ୍କର ସ୍ନାନ ଯାତ୍ରା ଓ ହାତୀ ବେଶ ବା ଗଜାନନ ବେଶ ଅନୁଷ୍ଠିତ ହୋଇଥାଏ । ଏହି ହାତୀ ବେଶକୁ ପ୍ରସ୍ତୁତ କରିଥାନ୍ତି…

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଘଟଣାରେ ୧୦ ଗିରଫ

ଗଜପତି: ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଘଟଣାରେ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ। ଗଜପତି ଜିଲ୍ଲା ମୋହନା ଥାନା କୁଇହୁରୁ ଗାଁରେ କାମ୍ବି ମଳିକ ହତ୍ୟା…

ଗାଜା ଯାଉଥିବା ଜାହାଜକୁ ଜବତ କଲା ଇସ୍ରାଏଲ, ଗ୍ରେଟା ଥନବର୍ଗ ଅଟକ

ସ୍ଵିଡେନର ପରିବେଶବିତ ଗ୍ରେଟା ଥନବର୍ଗ ଏବଂ ଅନ୍ୟ ୧୧ ଜଣ ଅନ୍ତର୍ଜାତୀୟସ୍ତରର ସ୍ଵେଚ୍ଛାସେବୀଙ୍କୁ ଅଟକ ରଖିଛି ଇସ୍ରାଏଲ। ଏମାନେ ସମସ୍ତେ ମାନବବାଦୀ ସହାୟତା ଉଦ୍ଦେଶ୍ୟରେ ଜରୁରୀ ସାମଗ୍ରୀ…

୫ ମାସରେ ଉଡ଼ାଇ ନେଲେଣି ୧୪୪ କୋଟି, ପ୍ରତିଦିନ କୋଟିଏ ଠକୁଛନ୍ତି ସାଇବର୍‌ ଠକ

ଭୁବନେଶ୍ୱର: ରାଜ୍ୟରେ ଅଦୃଶ୍ୟ ଠକଙ୍କ ଆତଙ୍କ ବଢ଼ିବା‌‌ରେ ଲାଗିଛି। ଆଖି ପିଛୁଳାକେ ଖାଲି କରିଦେଉଛନ୍ତି ପୂରା ଆକାଉଣ୍ଟ। ପୁଲିସ୍‌, ସରକାରଙ୍କ ପକ୍ଷରୁ ବାରମ୍ବାର ବିଭିନ୍ନ ମାଧ୍ୟମରେ ଲୋକଙ୍କୁ…

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଘଟଣା: ୮ ଗିରଫ

ବାରିପଦା: ଜୁନ୍ ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଅତିରିକ୍ତ ତହସିଲଦାରଙ୍କୁ ନିର୍ଘାତ ମାଡ଼ ମାରିବା ସହ ପଥର ଛେଚି ତାଙ୍କ କାର୍‌ ଭାଙ୍ଗିବା ଘଟଣାରେ ଆଠ…

ହରିୟାଣା ଜମି ଦୁର୍ନୀତି: ଇଡିରେ ହାଜର ହେଲେ ନି ରବର୍ଟ ଭଦ୍ରା, ପୁଣି ସମନ କଲା ଇଡି

କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ୱାମୀ ତଥା ବଶିଷ୍ଟ ବ୍ୟବସାୟୀ ରବର୍ଟ ଭଦ୍ରଙ୍କୁ ପୁଣି ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । କଥିତ ହରିୟାଣା ଜମି ଦୁର୍ନୀତିରେ…

ବର୍ଷକ ଭିତରେ ବିଜେପି ସରକାର ନିଜର ସଙ୍କଳ୍ପପତ୍ରରେ ଥିବା ପ୍ରମୁଖ ପ୍ରତିଶ୍ରୁତିକୁ ପାଳନ କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶାରେ ବିଜେପି ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ…

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍‌: ଦେଶରେ ୨୪ ଘଣ୍ଟାରେ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ/ଭୁବନେଶ୍ୱର: କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଦିନ ଦେଶରେ ନୂଆ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଫଳରେ ଦେଶରେ ସମୁଦାୟ…