ବିସ୍ଫୋରକ ଭର୍ତ୍ତି ଦୁଇଟି ଗାଡ଼ି ଜବତ
ରାଉରକେଲା: ରାଉରକେଲା ରଘୁନାଥ ପାଲି ଥାନା ଅନ୍ତର୍ଗତ ଦେଓଗାଁ ବାଲୁଘାଟ ନିକଟରୁ ରବିବାର ଦୁଇଟି ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ଚାଲାଣ…
ରାଉରକେଲା: ରାଉରକେଲା ରଘୁନାଥ ପାଲି ଥାନା ଅନ୍ତର୍ଗତ ଦେଓଗାଁ ବାଲୁଘାଟ ନିକଟରୁ ରବିବାର ଦୁଇଟି ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ଚାଲାଣ…
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷରେ ରାଜ୍ୟସ୍ତରୀୟ ବିଶ୍ବ ଦୁଗ୍ଧ ଦିବସ-୨୦୨୫ ପାଳିତ ହୋଇଯାଇଛି। ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ…
ଭୁବନେଶ୍ବର: କୋଭିଡ୍-୧୯ ପୁଣି ଥରେ ସାରା ଭାରତରେ ମୁଣ୍ଡ ଟେକିବା ଆରମ୍ଭ କରିଛି। ଏଣେ ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଏହାଫଳରେ ରାଜ୍ୟରେ…
ଭୁବନେଶ୍ବର: ପ୍ରଭୁ ଲିଙ୍ଗରାଜଙ୍କ ନୀତିରେ କୌଣସି ସମସ୍ୟା ହେବ ନାହିଁ। ସେବାୟତଙ୍କ ଭିତରେ ଯଦି କୌଣସି ବିବାଦ ଉପୁଜେ, ସେଥିପାଇଁ ପ୍ରଭୁଙ୍କ ନୀତିରେ କୌଣସି ପ୍ରଭାବ ପଡ଼ିବ ନାହିଁ। ଯଦି ନୀତିରେ ବିଶୃଙ୍ଖଳା ଦେଖାଯାଏ ତେବେ ସଂପୃକ୍ତ ସେବାୟତଙ୍କ ବିରୋଧରେ ଦୃଢ଼…
କୋଲକାତା: ଆକ୍ସନ ମୋଡରେ ବିଜେପି । ଏଥର କଳେ ବଳେ କୌଶଳେ ପଶ୍ଚିମବଙ୍ଗରେ ସରକାର ଗଢିବାକୁ ଲକ୍ଷ୍ୟ ରଖିଛି ବିଜେପି । ଭାରତର ବିଭିନ୍ନ ରାଜ୍ୟରେ ବିଜେପି କ୍ଷମତାରେ ଥିବା ଅନ୍ୟ ଦଳମାନଙ୍କୁ ପରାଜିତ କରି ଗେରୁଆ ଗଡ଼ କରି ଚାଲିଥିବା…
ନୂଆଦିଲ୍ଲୀ: ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ମେ’ ୭ରେ ପାକିସ୍ତାନ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ‘ଅପରେସନ ସିନ୍ଦୂର’କୁ କାର୍ଯ୍ୟକାରୀ କରାଯାଇଥିଲା। ଏହି ଆକ୍ରମଣରେ ପାକିସ୍ତାରେ ଥିବା ବିଭିନ୍ନ ଆତଙ୍କବାଦୀ ସଂଗଠନର ୯ ଆଡ୍ଡାସ୍ଥଳ ଧ୍ବଂସ କରାଯାଇଥିବାବେଳେ ୧୧ ବାୟୁସେନା ଘାଟି…
ଗୁଆହାଟୀ: ଉତ୍ତର-ପୂର୍ବ ଭାରତରେ ବର୍ଷା ବିତ୍ପାତ ଯୋଗୁ ୩୨ ଜଣଙ୍କ ଜୀବନ ଗଲାଣି। ଆସାମ, ଅରୁଣାଚଳ ପ୍ରଦେଶ, ମଣିପୁର, ତ୍ରିପୁରା, ମିଜୋରାମ ଓ ମେଘାଳୟ ଭଳି ଏକାଧିକ ଉତ୍ତର-ପୂର୍ବ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ସ୍ଥତି ଅସମ୍ଭାଳ ହୋଇପଡିଛି। ଏଥିରେ ୧୨…
କିଭ୍: ୟୁକ୍ରେନ ସେନା ରୁଷ ଉପରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଆକ୍ରମଣ କରିଥିବା ଦାବି ପରେ ପରେ ଋଷ ପକ୍ଷରୁ ୟୁକ୍ରେନ ଉପରେ ଭୟଙ୍କର ଆକ୍ରମଣ କରାଯାଇଥିବା କୁହାଯାଇଛି | ଯୁଦ୍ଧ ଆରମ୍ଭ ହେବା ପରଠାରୁ ଗତ ତିନି ବର୍ଷ ମଧ୍ୟରେ…
ନୂଆଦିଲ୍ଲୀ,୧।୬: ଭାରତ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ସିନ୍ଧୁ ଜଳ ସନ୍ଧି (ଆଇଡବ୍ଲୁଟି) ସମ୍ପର୍କିତ ଅଭିଯୋଗକୁ ଦୃଢ ଭାବେ ଖଣ୍ଡନ କରିଛି। ଭାରତର ପରିବେଶ ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂହ କହିଛନ୍ତି ଯେ ପାକିସ୍ତାନ ନିଜେ ସୀମାପାର ଆତଙ୍କବାଦକୁ ପ୍ରୋତ୍ସାହନ ଦେଇ…
ନୂଆଦିଲ୍ଲୀ,୧ା୬: ଭାରତର ଅର୍ଥନୀତି ମେ ୨୦୨୫ ମାସରେ ଏକ ଶକ୍ତିଶାଳୀ ପ୍ରଦର୍ଶନ ଦେଖାଇଛି, ଯେଉଁଥିରେ ସାମଗ୍ରୀ ଓ ସେବା କର (GST) ସଂଗ୍ରହ ୧୬.୪% ବୃଦ୍ଧି ପାଇ ରୁ. ୨.୦୧ ଲକ୍ଷ କୋଟିରେ ପହଞ୍ଚିଛି। ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ…