Month: July 2025

ଭାଇ ଉଦ୍ଧବଙ୍କୁ ଭେଟିଲେ ରାଜ୍ ଠାକରେ

ମୁମ୍ବାଇ : ମହାରାଷ୍ଟ୍ରରେ ହିନ୍ଦୀ-ମରାଠୀ ଭାଷାକୁ ନେଇ ବିବାଦ ଠାକରେ ପରିବାର ପାଇଁ ଶୁଭ ସାବ୍ୟସ୍ତ ହେଉଛି। ଗତ ୨୦ ବର୍ଷ ଧରି ସମ୍ପର୍କରେ ଥିବା ଶିତଳତା ଏବେ ଉଷ୍ମ ହେବା ଆରମ୍ଭ କରିଛି। ନିକଟରେ ଏକ ମିଳିତ ରାଲି କରିବା…

ମୁଣ୍ଡଳୀରେ ପହଞ୍ଚିଲା ହୀରାକୁଦର ବନ୍ୟାଜଳ

କଟକ:ମୁଣ୍ଡଳୀରେ ପହଞ୍ଚିଲା ହୀରାକୁଦ ଡ୍ୟାମର ବନ୍ୟା ଜଳ । ଏବେ ୪ ଲକ୍ଷ ୨୦ ହଜାର ୮୨୪ କ୍ୟୁସେକ ଜଳ ପ୍ରବାହିତ ହେଉଛି । ମୁଣ୍ଡଳୀ ଅପ୍ ଷ୍ଟ୍ରିମର ଜଳସ୍ତର ୮୬.୭୦ ଫୁଟ୍ ରହିଛି ଓ ଡାଉନ୍ ଷ୍ଟ୍ରିମର ଜଳସ୍ତର ୮୩.୮୦…

ନାବାଳିକା ଦୁଷ୍କର୍ମ ମାମଲା: ଗିରଫ ପରେ ବିଜେଡିରୁ ନିଳମ୍ବିତ ହେଲେ ଅମରେଶ ଜେନା

ଭୁବନେଶ୍ବର: ଯୌନ ନିର୍ଯାତନା ଅଭିଯୋଗରେ ଗିରଫ ହେବା ସଙ୍ଗେ ସଙ୍ଗେ ଦଳରୁ ବହିଷ୍କୃତ ହେଲେ ପୂର୍ବତନ ବିଜେଡି କର୍ପୋରେଟର ଅମରେଶ ଜେନା । ଗତକାଲି ତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆସିବା ପରେ ଆଜି ତାଙ୍କୁ ବାଲେଶ୍ବରରୁ ବାନ୍ଧିଛି କମିଶନରେଟ ପୋଲିସ୍…

ତାରରେ କରେଣ୍ଟ ଗୁଜବ ପରେ ମନସା ଦେବୀ ମନ୍ଦିରରେ ଦଳାଚକଟା

ହରିଦ୍ୱାର: ଉତ୍ତରାଖଣ୍ଡର ହରିଦ୍ୱାରରେ ମନସା ଦେବୀ ମନ୍ଦିରରେ ରବିବାର ବହୁ ସଂଖ୍ୟକ ଶ୍ରଦ୍ଧାଳୁମାତାଙ୍କ ଦର୍ଶନ ପାଇଁ ମନ୍ଦିରରେ ପହଞ୍ଚିଥିଲେ। ସକାଳ ୬ଟାରେ ଏକ ଗୁଜବ ବ୍ୟାପିଗଲା। ଶ୍ରଦ୍ଧାଳୁମାନେ ଠେଲାପେଲା ହେବା ଆରମ୍ଭ କରିଥିଲେ। ତା’ପରେ କିଛି ସମୟ ମଧ୍ୟରେ ଦଳାଚକଟା ଆରମ୍ଭ…

ଗିରଫ ହେଲେ ବିଜେଡି କର୍ପୋରେଟର ଅମରେଶ ଜେନା

ଭୁବନେଶ୍ବର: ଗିରଫ ହେଲେ ବିଜେଡି କର୍ପୋରେଟର ଅମରେଶ ଜେନା । ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ଆଜି ବାଲେଶ୍ବରର ନୀଳଗିରିରୁ ଅମରେଶ ଜେନାଙ୍କୁ ଗିରଫ କରିଛି କମିଶନରେଟ ପୋଲିସ୍ । ପୂର୍ବରୁ ଗତକାଲି ତାଙ୍କ ୬ ସହଯୋଗୀଙ୍କୁ ପୋଲିସ୍ ଗିରଫ କରିଥିବା…

ବନବାସୀ ଆଶ୍ରମ ପିଲାଙ୍କ ଗହଣରେ ମନ୍ କି ବାତ୍ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ବନବାସୀ କଲ୍ୟାଣ ଆଶ୍ରମ ପରିସରରେ ଆଶ୍ରମ ଅନ୍ତେବାସୀ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ଶୁଣିଛନ୍ତି। ଆଜି ଥିଲା ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍…

କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଘଟଣା, ୫ ସହଯୋଗୀ ଗିରଫ

ଭୁବନେଶ୍ୱର : କର୍ପୋରେଟର ଅମରେଶ ଜେନାଙ୍କ ୫ ସହଯୋଗୀ ଗିରଫ । ଲକ୍ଷ୍ମୀସାଗର ଥାନା ପୋଲିସ ଅମରେଶ ଜେନାଙ୍କୁ ଫେରାର କରାଇବାରେ ସହଯୋଗ କରିଥିବାରୁ ଏହି ୫ ଜଣ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନେଇଛି। ସେମାନେ ହେଲେ ବିବେକ କୁମାର…

ସ୍କୁଲରେ ପଢାଯିବ ‘ଅପରେସନ ସିନ୍ଦୂର’ର ଗୌରବ ଗାଥା , NCERT ଆଣିବ ନୂଆ ପାଠ୍ୟକ୍ରମ

ନୂଆଦିଲ୍ଲୀ : NCERT (ଜାତୀୟ ଶିକ୍ଷା ଗବେଷଣା ଓ ତାଲିମ ପରିଷଦ) ‘ଅପରେସନ ସିନ୍ଦୂର’ ଉପରେ ଆଧାରିତ ଏକ ସ୍ୱତନ୍ତ୍ର ପାଠ୍ୟକ୍ରମ ମଡ୍ୟୁଲ ପ୍ରସ୍ତୁତ କରିବାର ଘୋଷଣା କରିଛି, ଯାହାର ଉଦ୍ଦେଶ୍ୟ ଛାତ୍ରଛାତ୍ରୀଙ୍କୁ ଭାରତର ସାମରିକ ଶକ୍ତି, ପ୍ରଯୁକ୍ତିବିଦ୍ୟାର ପ୍ରଗତି ଓ…

ଜଳପ୍ରପାତରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ

ସମ୍ବଲପୁର: ଦେବଝରଣ ଜଳପ୍ରପାତରେ ଅଘଟଣ। ଆଜି ଯୁଯୁମରା ସ୍ଥିତ ଦେବଝରଣ ଜଳ ପ୍ରପାତରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ । ମୃତକ ଦୁଇ ଜଣ ବୁର୍ଲା ଭୀମସାରର ବୋଲି ଜଣା ପଡିଛି। ମୃତ ଛାତ୍ରୀଙ୍କ ନାଁ ମୋନିକା ମୀନା…

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ପୁରୁଣା କଣ୍ଟ୍ରାକ୍ଟକୁ ବାତିଲ କଲେ ରାଜ୍ୟ ସରକାର

ଭୁବେନଶ୍ବର: ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପରେ ବାଧା । ବାତିଲ ହେଲା ମେଟ୍ରୋ ପ୍ରକଳ୍ପ ଟେଣ୍ଡର । ସିଗାଲ ଇଣ୍ଡିଆ ସହ ଚୁକ୍ତି ବାତିଲ କଲା ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ। ଏନେଇ ଆନୁଷ୍ଠାନିକ ଭାବେ ବାତିଲ ନୋଟିସ ଜାରି କରିଛି ଡିଏମଆରସି…